ବିଶିଷ୍ଟ ଅଭିନେତା ତଥା ଯାତ୍ରା ନିର୍ଦ୍ଦେଶକ ଡକ୍ଟର ସଚ୍ଚି ଦାସଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଆ ଚଳଚ୍ଚିତ୍ର, ଧାରାବାହିକ ଜଗତର ପ୍ରଖ୍ୟାତ ଅଭିନେତା ତଥା ବିଶିଷ୍ଟ ଯାତ୍ରା ନିର୍ଦ୍ଦେଶକ ଡକ୍ଟର ସଚ୍ଚି ଦାସଙ୍କର ପରଲୋକ ଘଟିଛି। ଗୁରୁବାର ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ...

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ବାହାରିଲା ବିଜ୍ଞପ୍ତି: ଓଡ଼ିଶାର ୪ଟି ଲୋକସଭା ଓ ୨୮ଟି ବିଧାନସଭା ଆସନ ପାଇଁ...

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଡ଼ିଶାର ୪ଟି ଲୋକସଭା ଆସନ ଏବଂ ୨୮ଟି ବିଧାନସଭା ଆସନ ସାମିଲ ରହିଛି। ମେ’ ୧୩ ତାରିଖରେ...

କାହିଁକି କଣ୍ଟାବାଞ୍ଜିରୁ ନିର୍ବାଚନ ଲଢ଼ିବେ ନବୀନ?

ସରୋଜ କୁମାର ମହାପାତ୍ର ବିଜେଡି ଫୋକସରେ ପଶ୍ଚିମ ଓଡ଼ିଶା। ୨୦୨୪ରେ ହିଞ୍ଜିଳି ସହିତ କଣ୍ଟାବାଞ୍ଜି ବିଧାନସଭା ଆସନରୁ ନିର୍ବାଚନ ଲଢ଼ିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ୨୦୧୯ ନିର୍ବାଚନଠାରୁ ଓଡ଼ିଶା ରାଜନୀତିରେ ଏକ ନୂଆ ଟ୍ରେଣ୍ଡ...

ବିଜୁବାବୁଙ୍କ ଜୀବନ କାହାଣୀ: ‘ବିଜୁ ପଟ୍ଟନାୟକ – ଦ ଟଲ୍ ମ୍ୟାନ’

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=rqufn-ZYSyM ବିଜୁବାବୁଙ୍କ ବ୍ୟକ୍ତିତ୍ଵ ଓ କର୍ମନିପୁଣ ଜୀବନ ଅନେକଙ୍କ ପାଇଁ ପ୍ରେରଣା ‘ଦ ଟଲ୍ ମ୍ୟାନ’ ନାଁରେ ଖ୍ୟାତ ବିଜୁ ପଟ୍ଟନାୟକ ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଚିର ସ୍ମରଣୀୟ। କଳିଙ୍ଗବୀର ବିଜୁ ପଟ୍ଟନାୟକଙ୍କର ବ୍ୟକ୍ତିତ୍ୱ...

ବିଜେଡିରୁ ଇସ୍ତଫା ଦେଲେ ନବରଙ୍ଗପୁରର ପୂର୍ବତନ ଜିଲ୍ଲା ସଭାପତି ପ୍ରହ୍ଲାଦ ତ୍ରିପାଠୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡିରୁ ଇସ୍ତଫା ଦେଲେ ନବରଙ୍ଗପୁରର ପୂର୍ବତନ ଜିଲ୍ଲା ସଭାପତି ପ୍ରହ୍ଲାଦ ତ୍ରିପାଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ରକୁ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ...

ତିନି ବିଧାୟକଙ୍କ ଟିକେଟ୍ କାଟିଲା ବିଜେଡି

ଓଡ଼ିଶାଲାଇଭ୍ ବ୍ୟୁରୋ ତିନିଜଣ ବିଧାୟକଙ୍କ ଟିକେଟ କାଟିଲା ବିଜେଡି। ବୁଧବାର ଦିନ ବିଜେଡି ରାଜ୍ୟର ୯ଟି ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରିବା ପରେ ଏହା ସ୍ପଷ୍ଟ ହୋଇଛି। ଟିକେଟ କଟିଥିବା ବିଧାୟକମାନଙ୍କ ମଧ୍ୟରେ...

ଓଡ଼ିଶା କଂଗ୍ରେସ ନିର୍ବାଚନ ପରିଚାଳନା କମିଟି ଗଠିତ, ପ୍ରସାଦ ହରିଚନ୍ଦନଙ୍କୁ ସଭାପତି ଦାୟିତ୍ଵ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ବିଧାନସଭା ଓ ଲୋକସଭା ନିର୍ବାଚନ ପାଇଁ କଂଗ୍ରେସର ନିର୍ବାଚନ ପରିଚାଳନା କମିଟି ଗଠନ ହୋଇଛି। ଏଥିରେ ୨୬ ଜଣ ସଦସ୍ୟ ରହିଛନ୍ତି। ବରିଷ୍ଠ କଂଗ୍ରେସ ନେତା ପ୍ରସାଦ ହରିଚନ୍ଦନଙ୍କୁ ଏହାର...

ଓଡ଼ିଶାରେ ଅସହ୍ୟ ତାତି: ଏପ୍ରିଲ ୧୮ରୁ ୨୦ ତାରିଖ ଯାଏଁ ବନ୍ଦ ରହିବ ସବୁ ସ୍କୁଲ

ଓଡ଼ିଶାଲାଇଭ୍ ବ୍ୟୁରୋ ଅସହ୍ୟ ଗ୍ରୀଷ୍ମ ପ୍ରବାହ ପାଇଁ ତିନିଦିନ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଏବଂ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ଏପ୍ରିଲ ୧୮ରୁ ୨୦ ତାରିଖ ଯାଏଁ...

ଛତିଶଗଡ଼ ଏନକାଉଣ୍ଟର: ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା, ୨୯ ମାଓବାଦୀ ନିହତ

ଓଡ଼ିଶାଲାଇଭ୍ ବ୍ୟୁରୋ ସାଧାରଣ ନିର୍ବାଚନକୁ ଆଉ ଦୁଇ ଦିନ ବାକି ଥିବାବେଳେ ଛତିଶଗଡ଼ରେ ବଡ଼ ଧରଣର ମାଓ ଅପରେସନ୍ ହୋଇଛି। ମଙ୍ଗଳବାର କାଙ୍କେର ଜିଲ୍ଲାରେ ହୋଇଥିବା ଏହି ଏନକାଉଣ୍ଟରରେ ଏବେ ସୁଦ୍ଧା ୨୯ ଜଣ...
Biju Patnaik

ବିଜୁ ବାବୁଙ୍କ ଉଦ୍ଦେଶ୍ୟରେ ସଙ୍ଗୀତ ଶ୍ରଦ୍ଧାଞ୍ଜଳି ‘ଏକ ଝଡ଼’

ଓଡ଼ିଶାଲାଇଭ୍ ବ୍ୟୁରୋ https://youtu.be/nk6wniJZdco ଆଜି ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ। ବିଜୁ ବାବୁଙ୍କ ୨୭ ତମ ଶ୍ରାଦ୍ଧ ବାର୍ଷିକୀରେ ସମସ୍ତେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ତାଙ୍କର ଦୀର୍ଘ କର୍ମମୟ ଓ ରାଜନୈତିକ ଜୀବନ ଓଡ଼ିଶାବାସୀଙ୍କ ପାଇଁ...