କନ୍ଧମାଳ: ବିଦ୍ୟୁତ ଆଘାତରେ ଦଣ୍ଡୁଆଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ଦଳପଡ଼ା ଗାଁରେ ଦଣ୍ଡନାଚ ଚାଲିଥିଲା ବେଳେ ବିଦ୍ୟୁତ ଆଘାତରେ ଆସି ଜଣେ ଦଣ୍ଡୁଆଙ୍କର ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ବୌଦ୍ଧ...
୨୦୨୪ ନିର୍ବାଚନ ପାଇଁ ଇସ୍ତାହାର କମିଟି ଗଠନ କଲା ବିଜେଡି: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ଵ?
ଓଡ଼ିଶାଲାଇଭ୍ ବ୍ୟୁରୋ
ସାଧାରଣ ନିର୍ବାଚନ ୨୦୨୪ ଲାଗି ଇସ୍ତାହାର କମିଟି ଗଠନ କଲା ବିଜେଡି। ଏହି କମିଟିରେ ରହିଛନ୍ତି ମୋଟ ୩୮ ଜଣ ସଦସ୍ୟ। ଇସ୍ତାହାର କମିଟର ଅଧ୍ୟକ୍ଷ ଭାବେ ବରିଷ୍ଠ ବିଜେଡି ନେତା...
ପୁରୀ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି, ବୁଧବାର ଦିନ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ...
ବୌଦ୍ଧରେ ସରଗରମ ରାଜନୈତିକ ପାଣିପାଗ: କ୍ଷମତା ପାଇଁ ଚାଲିଛି କସରତ
ଓଡ଼ିଶାଲାଇଭ୍ ବ୍ୟୁରୋ
ବଦଳିଲାଣି ବୌଦ୍ଧ ଜିଲ୍ଲାରେ ରାଜନୈତିକ ପାଣିପାଗ, କ୍ଷମତା ହାତେଇବା ପାଇଁ ରାଜ୍ୟର ତିନି ପ୍ରମୁଖ ଦଳ ମଧ୍ୟରେ ଆରମ୍ଭ ହୋଇଛି କସରତ।
(ବୌଦ୍ଧରୁ ଦେବବ୍ରତ ଦାଶ): ସାଧାରଣ ନିର୍ବାଚନ ୨୦୨୪ ଲାଗି ଚଳଚଞ୍ଚଳ...
ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ଚୈତ୍ର ଶୁକ୍ଳ ଦ୍ୱିତୀୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...
ଅବକାରୀ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଗିରଫଦାରୀ ବୈଧ – ଦିଲ୍ଲୀ ହାଇକୋର୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅଦାଲତରୁ ଲାଗିଛି ଝଟକା। ନିଜ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସେ କରିଥିବା ଆବେଦନକୁ ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ଖାରଜ...
ଶାନ୍ତିଲତା ବାରିକ ଛୋଟରାୟଙ୍କ ଲୋକପ୍ରିୟ ଭଜନ ‘ରଙ୍ଗ ମାଟିଲୋ…’
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=hS8pJi34LUk&list=PLKig8_kZBmDO02Z3-RD5pxFkTHrW1ZicE
‘ହେ ଚକାନୟନ’, ‘ମୋ ପ୍ରଭୁ ଜଗନ୍ନାଥ, ବାଲିରେଣୁ ମହାବନ୍ଧ, ‘ରଙ୍ଗ ମାଟିଲୋ…’ ଏଭଳି ଭାବପୂର୍ଣ୍ଣ ଭଜନ ଗାଇଥିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ। ସେ ଆଜି ଆମ ଗହଣରେ ନାହାନ୍ତି...
ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କୁ ମିଳିବ ‘ଜେଡ୍’ କାଟାଗୋରି ସୁରକ୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତର ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କୁ ମିଳିବ ‘ଜେଡ୍’ କାଟାଗୋରି ସୁରକ୍ଷା। ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ତାଙ୍କର ସୁରକ୍ଷା ବୃଦ୍ଧି କରାଯାଇଛି। ଏନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ...
ଓଡ଼ିଶାରେ ୧୩ ତାରିଖ ପରଠୁ ପୁଣି ବଢ଼ିବ ତାତି!
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଆସନ୍ତା ୧୩ ତାରିଖଠାରୁ ପୁଣି ତାପମାତ୍ରା ବଢ଼ିବ। ଏ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ତିନିଦିନ ହେଲା ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ଖରାର...
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀ ତାଲିକାରୁ ବାଦ ପଡ଼ିଲା ବିଜେଡି ନେତା ଭି କେ ପାଣ୍ଡିଆନଙ୍କ ନାଁ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଙ୍କ ତାଲିକାରୁ ବାଦ ପଡ଼ିଛି ବିଜେଡି ନେତା ଭି କେ ପାଣ୍ଡିଆନ। ରାଜ୍ୟରେ ନିର୍ବାଚନ ଆଚରଣ ବିଧି ବଳବତ୍ତର ଥିବାରୁ ସେ କୌଣସି ସରକାରୀ ସୁବିଧା ପାଇପାରିବେ ନାହିଁ।...





















