ଆଃ କି ସୁଆଦ ଆମ ପଖାଳ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=8xPx-CZEmOE ପଖାଳ ସହିତ ଓଡ଼ିଶା ଏବଂ ଓଡ଼ିଆଙ୍କ ସମ୍ପର୍କ ନିବିଡ଼। ଓଡ଼ିଆ ପରମ୍ପରା ସହ ଯୋଡ଼ି ହୋଇରହିଛି ପଖାଳ। ଓଡ଼ିଆ ଲୋକଙ୍କ ଜୀବନଶୈଳୀରେ ପଖାଳ କେବଳ ନିତିଦିନିଆ ଖାଦ୍ୟ ନୁହେଁ, ଏହା ଓଡ଼ିଆଙ୍କ ପରିଚୟ। ଓଡ଼ିଆଙ୍କ ଆରାଧ୍ୟ...

ବିଜେପିରେ ସାମିଲ ହେଲେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ବିଧାୟିକା ସୀତା ସୋରେନ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେପିରେ ସାମିଲ ହେଲେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ର ବିଧାୟିକା ସୀତା ସୋରେନ। ସୀତା ସାରେନ ହେଉଛନ୍ତି ଜେଏମଏମର ଅଧ୍ୟକ୍ଷ ଶିବୁ ସୋରେନଙ୍କର ବଡ଼ ବୋହୁ। ସୀତା ସୋରେନ ମଙ୍ଗଳବାର ଦିନ...

ଓଡ଼ିଶାରେ କାରାଗାର ସଂସ୍କାର – ଜାମୁଝାରୀ ଦେଖାଇବ ନୂଆ ବାଟ 

ଭାସ୍କର ପରିଚ୍ଛା କାରାଗାରରେ କଏଦୀମାନଙ୍କ ଭିଡ଼ ହ୍ରାସ କରିବା ସହିତ ଏହାର ଅନ୍ତେବାସୀମାନଙ୍କୁ ମାନୁଷିକ ପରିବେଶ ଯୋଗାଇବା କାରା ସଂସ୍କାରର ଏକ ଅଂଶ। ତାହାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ...

ଆଜିଠୁ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେୁ ବଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଜାରି ରହିଛି। ଆଗାମୀ ଦୁଇ ଦିନ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ କେତେକ...

ମୟୂରଭଞ୍ଜରେ ଅଭାବନୀୟ: ମାଂସ ଭୋଜି ନଦେବାରୁ ୩ ଦିନ ପଡ଼ି ରହିଲା ବୃଦ୍ଧାଙ୍କ ଶବ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମେଣ୍ଢା ମାଂସ ଭୋଜି ନଦେବାରୁ ଦାହ ସଂସ୍କାର ପାଇଁ ମିଳିଲାନି ସହଯୋଗ, ୩ ଦିନ ଧରି ଘରେ ପଡ଼ିରହିଲା ବୃଦ୍ଧାଙ୍କ ଶବ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ...

ବିଶିଷ୍ଟ କବି ଡକ୍ଟର ପ୍ରସନ୍ନ କୁମାର ମିଶ୍ରଙ୍କ ଜୟନ୍ତୀ ଅବସରରେ ‘ଫାଲଗୁନ ଆସର’ କାର୍ଯ୍ୟକ୍ରମ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶିଷ୍ଟ କବି ଡକ୍ଟର ପ୍ରସନ୍ନ କୁମାର ମିଶ୍ରଙ୍କ ଜୟନ୍ତୀ ଅବସରରେ ‘ଫାଲଗୁନ ଆସର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସୋମବାର ଭୁବନେଶ୍ୱରସ୍ଥିତ ବୁଦ୍ଧ ମନ୍ଦିର ପରିସରରେ ଏହାର ଆୟୋଜନ ହୋଇଥିଲା। ଏଥିରେ କବି...

ନିର୍ବାଚନ ସମୟରେ ଗ୍ରୀଷ୍ମ ପ୍ରବାହ ଚିନ୍ତା, ସବୁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି

ଓଡ଼ିଶାଲାଇଭ୍ ବ୍ୟୁରୋ ସାଧାରଣ ନିର୍ବାଚନ ୨୦୨୪ ପାଇଁ ବିଗୁଲ ବାଜିବା ସହ ଏବେ ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଓଡ଼ିଶାରେ ମେ’ ମାସରେ ନିର୍ବାଚନ ସମୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସମସ୍ତଙ୍କ...

ବୌଦ୍ଧରେ କଡ଼ା ସୁରକ୍ଷା ବଳୟରେ ହେବ ନିର୍ବାଚନ, ଚିହ୍ନଟ ହେଲା ୬୮ଟି ମାଓବାଦୀ ପ୍ରବଣ ବୁଥ

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୪ ସାଧାରଣ ନିର୍ବାଚନ ତାରିଖ ଘୋଷଣା ହେବା ପରେ ନିର୍ବାଚନ ଲାଗି ଚାଲିଛି ପ୍ରସ୍ତୁତି। ଚଳିତ ଥର କଡ଼ା ସୁରକ୍ଷା ବଳୟ ମଧ୍ୟରେ ବୌଦ୍ଧ ଜିଲ୍ଲାରେ ହେବ ନିର୍ବାଚନ। ଚିହ୍ନଟ ହୋଇଛି...

ଲାଞ୍ଚ ନେବା ଅଭିଯୋଗରେ ଗିରଫ ହେଲେ ନୟାଗଡ଼ ଉଠା ଜଳସେଚନ ବିଭାଗ କନିଷ୍ଠ ଯନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ଲାଞ୍ଚ ନେବା ଅଭିଯୋଗରେ ନୟାଗଡ଼ ଉଠା ଜଳସେଚନ ବିଭାଗ କନିଷ୍ଠ ଯନ୍ତ୍ରୀ ଗୋପବନ୍ଧୁ ବୋଇତାଇଙ୍କୁ ଗିରଫ କରିଛି ଭିଜିଲାନ୍ସ ବିଭାଗ। ଜଣେ ଚାଷୀଙ୍କଠାରୁ ଠିକାଦାର ଶ୍ରୀକାନ୍ତ ପତିଙ୍କ...

ନିର୍ବାଚନ ଆୟୋଗଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ବଦଳିଲେ ପଶ୍ଚିମବଙ୍ଗ ଡିଜିପିଙ୍କ ସମେତ ୬ ରାଜ୍ୟର ଗୃହ ସଚିବ

ଓଡ଼ିଶାଲାଇଭ୍ ବ୍ୟୁରୋ ସାଧାରଣ ନିର୍ବାଚନ ପୂର୍ବରୁ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଭାରତୀୟ ନିର୍ବାଚନ ଆୟୋଗ। ସୋମବାର ପଶ୍ଚିମବଙ୍ଗର ଡିଜିପିଙ୍କ ସମେତ ୬ଟି ରାଜ୍ୟର ଗୃହ ସଚିବଙ୍କୁ ପଦରୁ ହଟାଇଛନ୍ତି ନିର୍ବାଚନ ଆୟୋଗ। ଏନେଇ...