ଫୁଲବାଣୀ: ପାଣି ପାଇଁ ରାସ୍ତା ରୋକ

ଓଡ଼ିଶାଲାଇଭ୍ ବ୍ୟୁରୋ (ଫୁଲବାଣୀରୁ ସଦାଶିବ ପାତ୍ର): କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଗୁମାଗଡ଼ ପଞ୍ଚାୟତର ସଦନମେଣ୍ଡି ଗ୍ରାମରେ ଏବେଠାରୁ ଦେଖା ଦେଲାଣି ପାଣି ସମସ୍ୟା। ବାରବମ୍ବାର ଦାବି ପରେ ମଧ୍ୟ ସମସ୍ୟାର ସମାଧାନ ନହେବାରୁ...

ମିଶନ ଶକ୍ତି କର୍ମକର୍ତ୍ତାଙ୍କ ବୈଠକ ଦେୟ ବଢ଼ିଲା ୫୦୦ ଟଙ୍କା, ୨୦୨୩ ଅକ୍ଟୋବରରୁ ପିଛିଲା ଭାବେ ହେବ ଲାଗୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ମିଶନ ଶକ୍ତି କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି ହୋଇଛି। ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେସନର କର୍ମକର୍ତ୍ତାଙ୍କ ବୈଠକ ଦେୟକୁ ୫୦୦ ଟଙ୍କା ବଢ଼ାଇଛନ୍ତି ରାଜ୍ୟ ସରକାର। ଏହା ୨୦୨୩ ମସିହା...

୯୬ତମ ଓସ୍କାର ଆୱାର୍ଡ: ଶ୍ରେଷ୍ଠ ଚଳଚ୍ଚିତ୍ର ସହ ୭ଟି ବର୍ଗରେ ପୁରସ୍କୃତ ହେଲା ହଲିଉଡ୍ ଫିଲ୍ମ ‘ଓପେନହାଇମର’

ଓଡ଼ିଶାଲାଇଭ୍ ବ୍ୟୁରୋ ଆମେରିକାରେ ୯୬ତମ ଓସ୍କାର ଆୱାର୍ଡ ସମାରୋହ ଅନୁଷ୍ଠିତ ହୋଇଛି। ଏଥିରେ ହଲିଉଡ୍ ଫିଲ୍ମ ‘ଓପେନହାଇମର’କୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହାସହ ଉକ୍ତ ଫିଲ୍ମର ଅଭିନେତା ସିଲିଆନ୍ ମରଫି ଶ୍ରେଷ୍ଠ ଅଭିନେତା ପୁରସ୍କାର...

ସିଏପିଏଫ ଓ ଦିଲ୍ଲୀ ପୋଲିସରେ ୪୧୮୭ ସବ ଇନ୍ସପେକ୍ଟର ପଦବୀ ପାଇଁ ନିଯୁକ୍ତି ସୁଯୋଗ, ମାର୍ଚ୍ଚ ୨୮ ଆବେଦନର...

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ସରକାରଙ୍କ ଗୃହ ବିଭାଗ ଅଧିନସ୍ଥ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବଳ (ସିଏପିଏଫ) ଏବଂ ଦିଲ୍ଲୀ ପୋଲିସରେ ଅନେକ ‘ସବ ଇନ୍ସପେକ୍ଟର’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଦିଲ୍ଲୀ...

୩ ବର୍ଷରୁ ଊର୍ଦ୍ଧ୍ଵ ସମୟ ଧରି ଗୋଟିଏ ସ୍ଥାନରେ ଅବସ୍ଥାପିତ ଅଧିକାରୀମାନଙ୍କ ବଦଳି ଦାବି କଲା ରାଜ୍ୟ ବିଜେପି

ଓଡ଼ିଶାଲାଇଭ୍ ବ୍ୟୁରୋ ଗୋଟିଏ ସ୍ଥାନରେ ୩ ବର୍ଷରୁ ଊର୍ଦ୍ଧ୍ଵ ସମୟ ଧରି ଅବସ୍ଥାପିତ ଥିବା ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ତୁରନ୍ତ ବଦଳି କରିବାକୁ ଦାବି କଲା ଓଡ଼ିଶା ବିଜେପି। ଏ ସଂକ୍ରାନ୍ତରେ ଶନିବାର ଦିନ...

ଶ୍ରୀମନ୍ଦିର ରତ୍ନଭଣ୍ଡାର ତଦାରଖ କମିଟିର ପ୍ରଥମ ବୈଠକ, ମହାପ୍ରଭୁଙ୍କ ଅଳଙ୍କାର ତାଲିକା ପ୍ରସ୍ତୁତି ପାଇଁ ସମୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ତଦାରଖ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଛି। ଶନିବାର ଅପରାହ୍ଣରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ହୋଇଥିବା ଏହି ବୈଠକରେ କମିଟିର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍...

ସମ୍ବଲପୁର ଓ ବ୍ରହ୍ମପୁରରେ ଶୁଭାରମ୍ଭ ହେଲା ‘ମୋ ବସ୍’ ସେବା

ଓଡ଼ିଶାଲାଇଭ୍ ବ୍ୟୁରୋ ସମ୍ବଲପୁର ଓ ବ୍ରହ୍ମପୁରରେ ଶନିବାର ‘ମୋ ବସ୍’ ସେବାର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେସିଂ ମାଧ୍ୟମରେ ଏହାର ଲୋକର୍ପଣ କରିଛନ୍ତି। ସମ୍ବଲପୁରର ଅଇଁଠାପାଲି ବସ୍ ଟର୍ମିନାଲ ଏବଂ...

ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ, ୪-୧ରେ ସିରିଜ୍ ହାତେଇଲା ଭାରତ

ଓଡ଼ିଶାଲାଇଭ୍ ବ୍ୟୁରୋ ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟରେ ଶନିବାର ଦମଦାର ବିଜୟ ଲାଭ କରିଛି ଟିମ୍ ଇଣ୍ଡିଆ। ହିମାଚଳ ପ୍ରଦେଶର ଧର୍ମଶାଳାରେ ଖେଳାଯାଇଥିବା ଏହି ମ୍ୟାଚକୁ ଗୋଟିଏ ଇନିଂସ ଓ ୬୪ ରନରେ ଜିତିଛି...

୩ରୁ ୪ ଦିନ ମଧ୍ୟରେ ଓଡ଼ିଶାରେ ବଢ଼ିବ ତାତି!

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଏବେ ହାଲୁକା ବର୍ଷା ହେଉଥିବାବେଳେ ଆଗକୁ ଖରା ବଢ଼ିବାକୁ ଯାଉଛି। ତେବେ ୩ରୁ ୪ଦିନ ମଧ୍ୟରେ ଦିନର ତାପମାତ୍ରା ଧୀରେ ଧୀରେ ୪ରୁ ୬ ଡ଼ିଗ୍ରୀ ଯାଏଁ...

କନ୍ଧମାଳରେ ମାଓବାଦୀଙ୍କ ବର୍ବର କାଣ୍ଡ, ପୋଲିସ ଇନଫର୍ମର ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା

ଓଡ଼ିଶାଲାଇଭ୍ ବ୍ୟୁରୋ (ଫୁଲବାଣୀରୁ ସଦାଶିବ ପାତ୍ର): ଓଡ଼ିଶାରେ ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ ଦେଖିବାକୁ ମିଳିଛି। ମାଓବାଦୀମାନେ ପୋଲିସ ଇନଫର୍ମର ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା କରିଛନ୍ତି। କନ୍ଧମାଳ ଜିଲ୍ଲା ଗୋଛାପଡ଼ା ଥାନା ଅନ୍ତର୍ଗତ ଗିଡ଼ାପଦର...