ଆଜି ବିଶ୍ୱ ଶ୍ରବଣ ଶକ୍ତି ଦିବସ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ‘ହିଅର ଡବ୍ଲୁଏଚଓ’ ଆପ୍ ମାଧ୍ୟମରେ କରନ୍ତୁ ନିଜର...
ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ
ଆଜି ବିଶ୍ୱ ଶ୍ରବଣ ଶକ୍ତି ଦିବସ ୨୦୨୪। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ପକ୍ଷରୁ ଏହି ଦିବସ ପାଳନ କରାଯାଉଛି। ଚଳିତବର୍ଷ ବିଶ୍ୱ ଶ୍ରବଣ ଶକ୍ତି ଦିବସର ଥିମ୍ ରହିଛି “ଚେଞ୍ଜିଂ...
ଲୋକସଭା ନିର୍ବାଚନ ପାଇଁ ୧୯୫ ଜଣ ପ୍ରାର୍ଥୀଙ୍କ ତାଲିକା ଘୋଷଣା କଲା ବିଜେପି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଗାମୀ ଲୋକସଭା ନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା। ପ୍ରଥମ ପର୍ଯ୍ୟାୟ ତାଲିକାରେ ଦଳ ପକ୍ଷରୁ ୧୯୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି। ପୁଣିଥରେ ବାରଣାସୀରୁ...
ରାଜ୍ୟର ୫ଟି ସରକାରୀ ମେଡିକାଲ ହସ୍ପିଟାଲ ଓ କଲେଜରେ ‘ଟିଚିଂ ହସ୍ପିଟାଲ’ ଉଦଘାଟନ କଲେ ରାଜ୍ୟ ସରକାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ସ୍ୱାସ୍ଥ୍ୟ ଶିକ୍ଷା ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଯୋଡ଼ି ହେଲା ଆଉ ଏକ ନୂଆ ଫର୍ଦ୍ଦ। ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ଲାଗି ପାଇଁ ଶନିବାର ଦିନ ରାଜ୍ୟର ୫ଟି...
ଲୋକସଭା ନିର୍ବାଚନ ପାଇଁ ସୁରକ୍ଷା ବ୍ୟବସ୍ଥା, ଓଡ଼ିଶା ଆସିବେ ୭୫ କମ୍ପାନି କେନ୍ଦ୍ରୀୟ ଅର୍ଦ୍ଧସାମରିକ ବାହିନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଗାମୀ ଲୋକସଭା ନିର୍ବାଚନକୁ ନେଇ ଏବେ ଦେଶର ରାଜନୀତି ସରଗରମ ହେବାରେ ଲାଗିଛି। ତେବେ ନିର୍ବାଚନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ସାରା ଦେଶରେ କେନ୍ଦ୍ରୀୟ ଅର୍ଦ୍ଧସାମରିକ ବାହିନୀ...
ଜନଜାତି ଜୀବନକୁ ଗୋଟିଏ ଛାତ ତଳେ ବାନ୍ଧି ରଖିଛି ଭୁବନେଶ୍ୱରସ୍ଥିତ ‘ଓଡ଼ିଶା ରାଜ୍ୟ ଜନଜାତି ସଂଗ୍ରହାଳୟ’
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=q0Ju6BO8XMw
ଅନନ୍ୟ ଆମ ଜନଜାତି ଜୀବନ। ସମୃଦ୍ଧ ଜନଜାତି ସଂସ୍କୃତି। ନିଆରା ଏହି ଜନଜାତି ପରମ୍ପରା। ଏସବୁ ଓଡ଼ିଶାକୁ ଦେଇଛି ଏକ ସ୍ୱତନ୍ତ୍ର ପରିଚୟ। ସେଇ ଜନଜାତି ଜୀବନକୁ ଗୋଟିଏ ଛାତ ତଳେ...
ଫୁଲବାଣୀ: ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଫୁଲବାଣୀ ଫାଷ୍ଟ ଟ୍ରାକ୍ କୋର୍ଟ ତଥା ପୋକ୍ସୋ କୋର୍ଟ। ଏହା...
ବିଜେଡି ଛାଡ଼ିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି, ବିଜେପିରେ ହେବେ ସାମିଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେଡିରୁ ଇସ୍ତଫା ଦେଇଛନ୍ତି ଜୟଦେବ ବିଧାୟକ ଅରବିନ୍ଦ ଢାଲି। ଶନିବାର ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦ ଛାଡ଼ିଛନ୍ତି। ଅରବିନ୍ଦ ଢାଲି ନିଜ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଛନ୍ତି। ଏହାପରେ...
ବିଜୁ ପଟ୍ଟନାୟକଙ୍କ ଜୀବନ କାହାଣୀ ‘ଦ ଟଲ୍ ମ୍ୟାନ୍’ର ଓଡ଼ିଆ ଅନୁବାଦ ଉନ୍ମୋଚିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜୁ ପଟ୍ଟନାୟକଙ୍କ ଦୁଃସାହସିକ ଜୀବନ କାହାଣୀକୁ ନେଇ ରଚିତ ପୁସ୍ତକ ‘ଦ ଟଲ୍ ମ୍ୟାନ୍’ର ଓଡ଼ିଆ ଅନୁବାଦ ଉନ୍ମୋଚିତ ହୋଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପୁସ୍ତକକୁ ଉନ୍ମୋଚନ କରିଥିଲେ।...
ସ୍ୱାକ୍ଷର ହେଲା ବୁଝାମଣାପତ୍ର, ବିଶ୍ୱ ଦକ୍ଷତା କେନ୍ଦ୍ରରେ ଖୋଲିବ ‘ସ୍ପେଶିଆଲ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ’ କେନ୍ଦ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ବର୍ତ୍ତମାନ ସାରା ବିଶ୍ୱରେ ବିଭିନ୍ନ କ୍ଷେତ୍ରରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବା କୃତ୍ରିମ ବୁଦ୍ଧିମତାର ଆବଶ୍ୟକତା ବଢ଼ି ଚାଲିଛି। ଏହି ଅତ୍ୟାଧୁନିକ ଜ୍ଞାନକୌଶଳ ବିଷୟରେ ଓଡ଼ିଶାର ଯୁବପିଢ଼ି ତାଲିମ ନେଇ କିପରି...
ବାବାସାହେବ ଭୀମରାଓ ଆମ୍ବେଦକର ବସ୍ ଟର୍ମିନାଲ ଲୋକାର୍ପଣ କଲେ ରାଜ୍ୟ ସରକାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଲୋକାର୍ପିତ ହେଲା ବାବାସାହେବ ଭୀମରାଓ ଆମ୍ବେଦକର ବସ୍ ଟର୍ମିନାଲ। ଭୁବନେଶ୍ଵରସ୍ଥିତ ବରମୁଣ୍ଡାଠାରେ ଏହି ଅତ୍ୟାଧୁନିକ ବସ୍ ଟର୍ମିନାଲକୁ ଶୁକ୍ରବାର ଦିନ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ପ୍ରାୟ ୨୧୧ କୋଟି ଟଙ୍କା...





















