ଆଗାମୀ ୪ ଦିନ ଯାଏଁ ଓଡ଼ିଶାରେ ବଢ଼ିବ ତାପମାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଗାମୀ ୪ ଦିନ ଯାଏଁ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବ। ଉଭୟ ଦିନ ଏବଂ ରାତିର ତାପମାତ୍ରା ବଢ଼ିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସ୍ଵାଭାବିକ ତାପମାତ୍ରାଠାରୁ...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେଲେ ରାଷ୍ଟ୍ରପତି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଗସ୍ତର ତୃତୀୟ ଦିନରେ ବ୍ରହ୍ମପୁରରେ ପହଞ୍ଚିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଶୁକ୍ରବାର ସେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏଠାରେ ସେ...

କଂଗ୍ରେସରୁ ଇସ୍ତଫା ଦେଲେ ଓଡ଼ିଶା ପିସିସି ଉପସଭାପତି ରଜତ ଚୌଧୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ସାଧାରଣ ନିର୍ବାଚନ ପୂର୍ବରୁ ନେତାଙ୍କ ଦଳ ଡିଆଁ ପର୍ବ ଏବେ ବିଭିନ୍ନ ରାଜନୈତିକ ଦଳ ପାଇଁ ଚିନ୍ତାର କାରଣ ପାଲଟିଛି। ଶୁକ୍ରବାର ଦିନ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦବୀରୁ ଇସ୍ତଫା ଦେଇଛନ୍ତି...
Leopard

ଓଡ଼ିଶାରେ କମୁଛନ୍ତି କଲରାପତରିଆ ବାଘ, ୪ ବର୍ଷରେ କମିଲେଣି ୧୯୨

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ କମୁଛି କଲରାପତରିଆ ବାଘଙ୍କ ସଂଖ୍ୟା। ଗତ ୪ ବର୍ଷରେ ରାଜ୍ୟରେ ୧୯୨ଟି କଲରାପତରିଆ ବାଘ କମିଛନ୍ତି। ଏନେଇ ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣର (ଏନଟିସିଏ) ଷ୍ଟାଟସ ଅଫ୍‌ ଲିଓପାର୍ଡସ ଇନ୍‌...

ଆଜି ଦହିବରା ଆଳୁଦମ୍ ଦିବସ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ହେଉଛି ଦହିବରା ଆଳୁଦମ୍ ଦିବସ। ମାର୍ଚ୍ଚ ୧ ତାରିଖକୁ ଦହିବରା ଆଳୁଦମ୍ ଦିବସ ଭାବେ କିଛି ବର୍ଷ ହେଲା ପାଳନ କରାଯାଉଛି। ଦହିବରା ଆଳୁଦମ୍‌ ଓଡ଼ିଆ ଲୋକଙ୍କ ପ୍ରିୟ ଖାଦ୍ୟ।...

ବଢ଼ିଲା ଗଣଶିକ୍ଷକଙ୍କ ଦରମା, ଓଟିଇଟି ପାସ୍ କରିଥିବା ଗଣଶିକ୍ଷକ ହେବେ ନିୟମିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବିଭିନ୍ନ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷାଦାନ କରୁଥିବା ଗଣଶିକ୍ଷକମାନଙ୍କ ଦରମା ବୃଦ୍ଧି ହୋଇଛି। ଓଟିଇଟି ପାସ୍ କରିନଥିବା ଗଣଶିକ୍ଷକଙ୍କ ଦରମା ବଢ଼ାଇଛନ୍ତି ରାଜ୍ୟ ସରକାର। ସେହିପରି ଓଟିଇଟି ପାସ୍ କରିଥିବା...

ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି: ୮ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ମୋଟ ୮ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ୱାସ୍ଥ୍ୟ ବିଭାଗର ୬ଟି ପ୍ରସ୍ତାବ ସହ ଜଳସମ୍ପଦ, ମହିଳା...

ବଢ଼ିଲା ଓଡ଼ିଶା ଅଙ୍ଗନବାଡ଼ି କର୍ମୀଙ୍କ ଦରମା, ୧୦ ହଜାର ଟଙ୍କା ପାଇବେ ମାସିକ ପାରିଶ୍ରମିକ

ଓଡ଼ିଶାଲାଇଭ୍ ବ୍ୟୁରୋ ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବୃଦ୍ଧି କଲେ ରାଜ୍ୟ ସରକାର। ଅଙ୍ଗନବାଡ଼ି କର୍ମୀଙ୍କ ସହ ମିନି ଅଙ୍ଗନବାଡ଼ି କର୍ମୀ ଏବଂ ଅଙ୍ଗନବାଡ଼ି ସହାୟିକାଙ୍କ ଦରମା ମଧ୍ୟ ବୃଦ୍ଧି କରାଯାଇଛି। ଏହାଦ୍ଵାରା ରାଜ୍ୟର ୧ ଲକ୍ଷ...

ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟ ପାଇଁ ଘୋଷଣା ହେଲା ଭାରତୀୟ ଦଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଶେଷ ଟେଷ୍ଟ ମ୍ୟାଚ ପାଇଁ ଭାରତୀୟ ଦଳ ଘୋଷିତ ହୋଇଛି। ଏଥିରେ କେ ଏଲ ରାହୁଲ ଓ ୱାସିଂଟନ ସୁନ୍ଦରଙ୍କୁ ବାଦ ଦିଆଯାଇଛି। ତେବେ ରାଞ୍ଚିରେ...

ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର କାନ୍ଥରେ ଫାଟ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଉତ୍ତର ପାର୍ଶ୍ଵରେ ଫାଟ ସୃଷ୍ଟି ହୋଇଛି। ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗ (ଏଏସଆଇ) ପକ୍ଷରୁ କରାଯାଇଥିବା ଲେଜର ସ୍କାନିଂରୁ ଏହା ସ୍ପଷ୍ଟ ହୋଇଛି। ଏହାର ମରାମତି କରିବାକୁ ଶ୍ରୀମନ୍ଦିର...