ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟର ସ୍କୁଲ୍ ଅଫ୍ ଫିସେରିର ବି.ଏଫ.ଏସସି ପାଠ୍ୟକ୍ରମକୁ ଆଇସିଏଆର ମାନ୍ୟତା

ଓଡ଼ିଶାଲାଇଭ୍ ବ୍ୟୁରୋ ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟର ସ୍କୁଲ୍ ଅଫ୍ ଫିସେରିର ମତ୍ସ୍ୟ ବିଜ୍ଞାନ ପାଠ୍ୟକ୍ରମକୁ (ବି.ଏଫ.ଏସସି) ଭାରତୀୟ କୃଷି ଅନୁସନ୍ଧାନ ପରିଷଦରୁ (ଆଇସିଏଆର) ମାନ୍ୟତା ମିଳିଛି। ମତ୍ସ୍ୟ ବିଜ୍ଞାନରେ ଶିକ୍ଷା ଏବଂ ଅନୁସନ୍ଧାନ କ୍ଷେତ୍ରରେ ଉତ୍କର୍ଷତା...

ବିଜେପିରେ ଯୋଗ ଦେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ

ଓଡ଼ିଶାଲାଇଭ୍ ବ୍ୟୁରୋ ସାଧାରଣ ନିର୍ବାଚନ ପୂର୍ବରୁ ଦଳଗୁଡ଼ିକରେ ଚାଲିଛି ମିଶ୍ରଣ ପର୍ବ। ଏହାରି ମଧ୍ୟରେ ଗୁରୁବାର ଦିନ ବିଜେପିରେ ଯୋଗ ଦେଇଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ। ଭୁବନେଶ୍ଵରସ୍ଥିତ ବିଜେପି କାର୍ଯ୍ୟାଳୟରେ ବିଜେପି ସହପ୍ରଭାରୀ ଲତା...

ଶ୍ରୀମନ୍ଦିର ରତ୍ନଭଣ୍ଡାର ତଦାରଖ ପାଇଁ ଉଚ୍ଚସ୍ତରୀୟ କମିଟି ଗଠିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିର ରତ୍ନଭଣ୍ଡାର ତଦାରଖ ପାଇଁ ଗଠନ ହୋଇଛି ଉଚ୍ଚସ୍ତରୀୟ କମିଟି। ରତ୍ନଭଣ୍ଡାର ସୁରକ୍ଷା ମାମଲାରେ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ରାଜ୍ୟ ସରକାର ଏହି କମିଟି ଗଠନ କରିଛନ୍ତି। ସୁପ୍ରିମକୋର୍ଟର ପୂର୍ବତନ...

ମୟୂରଭଞ୍ଜରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ୩ ଜଣଙ୍କ ଜୀବନ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଗୁରୁବାର ସକାଳୁ ସକାଳୁ ସ୍କୁଟି ଏବଂ ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କର ଜୀବନ ଚାଲିଯାଇଛି। ଏହିଭଳି ଅଭାବନୀୟ ଘଟଣା ଘଟିଛ ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା...

ମାର୍ଚ୍ଚ ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ ୫ ତାରିଖରେ ଓଡ଼ିଶା ଆସୁଛନ୍ତି। ସେ ଯାଜପୁର ଜିଲ୍ଲା ଚଣ୍ଡିଖୋଲରେ ହେବାକୁଥିବା ସାଧାରଣ ସଭାରେ ଯୋଗ ଦେବେ। ଏନେଇ ଓଡ଼ିଶା ବିଜେପି ସହପ୍ରଭାରୀ ଲତା ଉସେଣ୍ଡି...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଦ୍ଵିତୀୟ ଦିନ, କେନ୍ଦୁଝର ଓ ଭୁବନେଶ୍ଵରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜ ଓଡ଼ିଶା ଗସ୍ତର ଦ୍ଵିତୀୟ ଦିନରେ କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି। ଗୁରୁବାର ସେ କେନ୍ଦୁଝରର ଧରଣୀଧର ବିଶ୍ଵବିଦ୍ୟାଳୟରେ ଜନଜାତିଙ୍କ ଉପରେ ଆୟୋଜିତ ଏକ ଜାତୀୟ ସ୍ତରୀୟ...

କୃଷି ଭବନ ପରିଦର୍ଶନ କଲେ ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ ଗେଟ୍ସ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଗସ୍ତରେ ଆସିଥିବା ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ବୁଧବାର ଦିନ କୃଷି ଭବନ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ଗେଟ୍ସ ଫାଉଣ୍ଡେସନ ସହାୟତାରେ କୃଷି ବିଭାଗରେ ଚାଲିଥିବା...

ଆଇଆଇଏମସି ଢେଙ୍କାନାଳରେ ଦୁଇଟି ଇଂରାଜୀ ପୁସ୍ତକ ଉନ୍ମୋଚିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଢେଙ୍କାନାଳ ସ୍ଥିତ ଭାରତୀୟ ଜନ ସଞ୍ଚାର ସଂସ୍ଥାନରେ (ଆଇଆଇଏମସି) ଦୁଇଟି ଇଂରାଜୀ ପୁସ୍ତକ ଉନ୍ମୋଚିତ ହୋଇଛି। ଏଠାରେ ଆଇଆଇଏମସି ଢେଙ୍କାନାଳର ନିର୍ଦ୍ଦେଶକ ଡକ୍ଟର ମୃଣାଳ ଚାଟାର୍ଜୀଙ୍କ ପୁସ୍ତକ ‘ୱିଣ୍ଡୋ ସିଟ୍‍’ ଏବଂ...

ସ୍କୁଲ ଖୋଲିବା ଦାବିରେ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ କାଳିକାପ୍ରସାଦ ଗାଁର ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବନ୍ଦ ହୋଇଯାଇଥିବା ସ୍କୁଲକୁ ପୁନର୍ବାର ଖୋଲିବା ଦାବିରେ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଛନ୍ତି ଗଣିଆ ବ୍ଲକ ଅନ୍ତର୍ଗତ କାଳିକାପ୍ରସାଦ ଗାଁର କୁନି କୁନି ଛାତ୍ରଛାତ୍ରୀ। ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ...

ମୟୂରଭଞ୍ଜରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଖିଚିଂରେ ମା’ କିଚକେଶ୍ଵରୀଙ୍କୁ କଲେ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଓଡ଼ିଶା ଗସ୍ତ ଆରମ୍ଭ କରିଛନ୍ତି। ବୁଧବାର ପ୍ରଥମ ଦିନରେ ସେ ମୟୂରଭଞ୍ଜର ଖିଚିଂରେ ପହଞ୍ଚିଛନ୍ତି। ଏଠାରେ ସେ ମା’ କିଚକେଶ୍ଵରୀଙ୍କ ମନ୍ଦିର ଯାଇ ଦର୍ଶନ...