ଅମୃତ ଭାରତ ଷ୍ଟେସନ ଯୋଜନାରେ ଓଡ଼ିଶା ସମେତ ଦେଶର ୨ ହଜାରରୁ ଊର୍ଦ୍ଧ୍ଵ ରେଳ ପ୍ରକଳ୍ପର ଉଦଘାଟନ ଓ...
ଓଡ଼ିଶାଲାଇଭ୍ ବ୍ୟୁରୋ
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ସୋମବାର ଦିନ ୪୧ ହଜାର କୋଟି ଟଙ୍କା ମୂଲ୍ୟର ୨ ହଜାରରୁ ଅଧିକ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି କେନ୍ଦ୍ର...
ବଲିଉଡର ଭେଟେରାନ କଣ୍ଠଶିଳ୍ପୀ ପଦ୍ମଶ୍ରୀ ପଙ୍କଜ ଉଧାସଙ୍କ ପରଲୋକ
ଓଡ଼ିଶାଲାଇଭ୍ ବ୍ୟୁରୋ
ବଲିଉଡର ଭେଟେରାନ କଣ୍ଠଶିଳ୍ପୀ ପଦ୍ମଶ୍ରୀ ପଙ୍କଜ ଉଧାସଙ୍କର ପରଲୋକ ହୋଇଛି। ସୋମବାର ଦିନ ୭୨ ବର୍ଷ ବୟସରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି।
ଦୀର୍ଘ ଦିନ ଧରି ପଙ୍କଜ ଉଧାସ ଅସୁସ୍ଥ...
କେନ୍ଦ୍ରାପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ଗଛରେ ବୋଲେରୋ ପିଟି ହୋଇ ୩ ଜଣ ଯାତ୍ରା କଳାକାରଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ସୋମବାର ସକାଳୁ ସକାଳୁ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କର ଜୀବନ ଚାଲିଯାଇଛି। ଏଭଳି ଅଭାନୀୟ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ଓସ୍ତପୁର ନିକଟରେ। ଯାତ୍ରା କଳାକାରଙ୍କୁ ଧରି ଯାଉଥିବା...
ରେଳବାଇର ଦକ୍ଷିଣ ଜୋନରେ ୨୮୬୦ଟି ଆପ୍ରେଣ୍ଟିସ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ଫେବ୍ରୁଆରି ୨୮ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ରେଳବାଇର ଦକ୍ଷିଣ ଜୋନରେ (ଏସଆର) ଅନେକ ଆପ୍ରେଣ୍ଟିସ ପଦବୀ ପାଇଁ ନିଯୁକ୍ତି ସୁଯୋଗ ରହିଛି। ଦକ୍ଷିଣ ଜୋନରେ ରେଲୱେ ଆପ୍ରେଣ୍ଟିସ ଅଧୀନରେ ଖାଲିଥିବା ୨,୮୬୦ଟି ପଦବୀ ପୂରଣ ହେବ।
ଏହି ପଦବୀ...
ବେଆଇନ ଅଫିମ ଚାଷ ନଷ୍ଟ କଲା ମୟୂରଭଞ୍ଜ ପୋଲିସ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ଯଶିପୁର ଥାନା ଅନ୍ତର୍ଗତ ଶିମିଳିପାଳ ଅଭୟାରଣ୍ୟ ଭିତରେ ଥିବା ଧଳାବଣି ଗ୍ରାମ ପଞ୍ଚାୟତର ଠୁକୁରୁଗୁଡ଼ା ଓ ପୋଡ଼ାଗଡ଼ ଗ୍ରାମ ପଞ୍ଚାୟତର ବୁନ୍ଦେଇପୋଷି ଜଙ୍ଗଲ ମଧ୍ୟରେ...
ବୌଦ୍ଧରୁ ୧୦ କୁଇଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବୌଦ୍ଧରୁ ଦେବବ୍ରତ ଦାଶ): ମହାରାଷ୍ଟ୍ରକୁ ଚାଲାଣ ହେଉଥିବା ଗଞ୍ଜେଇ ଭର୍ତ୍ତି ଟ୍ରକକୁ ବୌଦ୍ଧ ବ୍ରିଜ ଛକରୁ ଜବତ କରିଛି ବୌଦ୍ଧ ପୋଲିସ। ବେଆଇନ ଗଞ୍ଜେଇ ଚାଲାଣ କରିବା ଅଭିଯୋଗରେ ପୋଲିସ ୨...
ଜୁଲାଇ ପହିଲାରୁ ଦେଶରେ ଲାଗୁ ହେବ ୩ ନୂଆ ଫୌଜଦାରୀ ଆଇନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ନ୍ୟାୟ ବ୍ୟବସ୍ଥାରେ ଜୁଲାଇ ୧ ତାରିଖରୁ ଲାଗୁ ହେବାକୁ ଯାଉଛି ୩ଟି ନୂଆ ଫୌଜଦାରୀ ଆଇନ। ବ୍ରିଟିଶ ଅମଳର ଆଇପିସି, ସିଆରପିସି ଏବଂ ଭାରତୀୟ ପ୍ରମାଣ ଆଇନ ବଦଳରେ ଏହି...
ବର୍ତ୍ତମାନ ସମୟରେ ନୂଆ ନୂଆ କ୍ଷେତ୍ରରେ ଯୁବପିଢ଼ିଙ୍କ ଦକ୍ଷତା ବଢ଼ିବା ବେଶ୍ ଜରୁରୀ – ମନୋଜ କୁମାର ମିଶ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=dqvMB6Pd9ss
ଭୁବନେଶ୍ଵରରେ ଆୟୋଜିତ ହୋଇଯାଇଛି ନୂଆ ଓଡ଼ିଶା ‘ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’। ଏହି ଦୁଇଦିନିଆ କାର୍ଯ୍ୟକ୍ରମରେ ଓଡ଼ିଶାର ଅର୍ଥନୈତିକ ବିକାଶ ତଥା ଯୁବପିଢ଼ିଙ୍କ ଦକ୍ଷତା ବୃଦ୍ଧି ଓ ନିଯୁକ୍ତି ସମ୍ଭାବନା...
ଓଡ଼ିଶାରେ ଗଠନ ହେଲା ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ୩୪ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ଗଠନ ହେବା ସହ ୫ଟି ବିଜ୍ଞାପିତ ଅଞ୍ଚଳ ପରିଷଦକୁ ପୌର ପରିଷଦ (ମ୍ୟୁନିସିପାଲିଟି) ଭାବେ ଉନ୍ନୀତ କରିଛନ୍ତି ରାଜ୍ୟ ସରକାର।
ରାଜ୍ୟର ୨୦ଟି...
ମାଲକାନଗିରି ସୀମାନ୍ତ ବୁର୍କାଲଙ୍କା ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ଜଣେ ମାଓବାଦୀ ନିହତ
ଓଡ଼ିଶାଲାଇଭ୍ ବ୍ୟୁରୋ
ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ବୁର୍କାଲଙ୍କା ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ବିପୁଳ...





















