ଭୁବନେଶ୍ୱରରେ ଦୁଇଦିନିଆ ‘ନୂଆ ଓଡ଼ିଶା ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’ ଆରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ରାଜ୍ୟ ସରକାରଙ୍କ 'ନୂଆ ଓଡ଼ିଶା' କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱରଠାରେ ଆରମ୍ଭ ହୋଇଛି ଦୁଇଦିନିଆ 'ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ'। ଏଥିରେ ବିଭିନ୍ନ ଶିଳ୍ପ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିତ୍ୱ, ଦକ୍ଷତା...
congress

ମାର୍ଚ୍ଚ ପହିଲାରେ ପ୍ରଥମ ପର୍ଯ୍ୟାୟ ଟିକେଟ ଘୋଷଣା କରିବ କଂଗ୍ରେସ

ଓଡ଼ିଶାଲାଇଭ୍ ବ୍ୟୁରୋ ପାଖେଇ ଆସୁଛି ସାଧାରଣ ନିର୍ବାଚନ ସମୟ। ନିର୍ବାଚନ ବିଗୁଲ ବାଜିବା ଆଗରୁ ଜୋରସୋର ପ୍ରସ୍ତୁତି ଆରମ୍ଭ କରିଛନ୍ତି ସବୁ ରାଜନୈତିକ ଦଳ। ନିର୍ବାଚନ ତାରିଖ ଘୋଷଣା ହେବା ପୂର୍ବରୁ ମାର୍ଚ୍ଚ ପହିଲାରେ...

ଓଡ଼ିଶାରେ ଆସନ୍ତାକାଲିଠାରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି, ମଙ୍ଗଳବାରଠାରୁ ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ପରୀକ୍ଷା। ପରୀକ୍ଷା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମାଟ୍ରିକ ପରୀକ୍ଷାର ସୁପରିଚାଳନା ପାଇଁ ଚଳିତ ବର୍ଷ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ)ର...

୨୦୨୪ ନିର୍ବାଚନ ପାଇଁ ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ – ରାଜୀବ କୁମାର

ଓଡ଼ିଶାଲାଇଭ୍ ବ୍ୟୁରୋ “୨୦୨୪ ନିର୍ବାଚନ ପାଇଁ ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛୁ”, ଓଡ଼ିଶାରେ ନିର୍ବାଚନ ସମୀକ୍ଷା ପରେ ଏଭଳି କହିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର। ପାଖେଇ ଆସୁଛି ନିର୍ବାଚନ ସମୟ। ଓଡ଼ିଶାରେ ଲୋକସଭା...

ଆଉ ନାହାନ୍ତି ‘ଦଙ୍ଗଲ’ ସିନେମାର ଛୋଟ ବବିତା, ଭୁଲ ଚିକିତ୍ସା ଯୋଗୁଁ ଚାଲିଗଲା ଜୀବନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଉ ନାହାନ୍ତି ବଲିଉଡ ସିନେମା ‘ଦଙ୍ଗଲ’ରେ ଛୋଟ ବବିତା ଚରିତ୍ରରେ ଅଭିନୟ କରିଥିବା ସୁହାନୀ ଭଟନାଗର। ଭୁଲ ଚିକିତ୍ସା ପାଇଁ ମାତ୍ର ୧୯ ବର୍ଷ ବୟସରେ ସୁହାନୀଙ୍କର ଦେହାନ୍ତ ହୋଇଛି। ତାଙ୍କ...

ବୌଦ୍ଧରୁ ୫ କୁଇଣ୍ଟାଲ ଗଞ୍ଜେଇ ଜବତ, ଚାଲାଣକାରୀ ଫେରାର

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ବେଆଇନ ଭାବେ ଚାଲାଣ ପାଇଁ ରଖାଯାଇଥିବା ୧୪ ବସ୍ତା ଗଞ୍ଜେଇ ଜବତ କରିଛି ବୌଦ୍ଧ ପୋଲିସ। ଜବତ ଗଞ୍ଜେଇର ଓଜନ ପ୍ରାୟ ୫ କୁଇଣ୍ଟାଲ ୧୦ କିଲୋଗ୍ରାମ...

ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲା: ପ୍ରଫୁଲ୍ଲ ସାମଲଙ୍କୁ ଇଡି ସମନ

ଓଡ଼ିଶାଲାଇଭ୍ ବ୍ୟୁରୋ ବଢ଼ିଲା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଅଡ଼ୁଆ। ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ପ୍ରଫୁଲ ସାମଲ ଏବଂ ତାଙ୍କ ପୁଅ ପ୍ରୟାସକାନ୍ତି ସାମଲଙ୍କୁ ସମନ ଜାରି କରିଛି ପ୍ରବର୍ତ୍ତନ...

ପାଣିପାଗ ପୂର୍ବାନୁମାନ ହେବ ଆହୁରି ସହଜ, ଆଜି ଇସ୍ରୋ ଲଞ୍ଚ କରିବ ଇନସାଟ୍-୩ଡିଏସ୍ ସାଟେଲାଇଟ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶନିବାର ଲଞ୍ଚ କରିବାକୁ ଯାଉଛି ଇନସାଟ୍-୩ଡିଏସ୍ ସାଟେଲାଇଟ୍। ଏହା ଦ୍ଵାରା ପାଣିପାଗ ସମ୍ବନ୍ଧୀୟ ସୂଚନା ଜାଣିବା ଆହୁରି ସହଜ ହେବ। ଏହା ଇନସାଟ୍ ସିରିଜର...

ଆଜିଠୁ ଓଡ଼ିଶାରେ ଆରମ୍ଭ ହେଲା ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି, ଶନିବାରଠାରୁ ଓଡ଼ିଶାରେ ଆରମ୍ଭ ହୋଇଛି ଯୁକ୍ତ ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା। ଚଳିତ ବର୍ଷ କଳାରେ ମୋଟ ୨ ଲକ୍ଷ ୩୭ ହଜାର ୭୫୦ ଛାତ୍ରଛାତ୍ରୀ...

କ୍ୟାବିନେଟ ବୈଠକ: ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଏଠାରେ ଏସଏଚଜି ମହିଳାଙ୍କୁ ୟୁନିଫର୍ମ ବାବଦରେ...