ଆଜି ପବିତ୍ର ମାଘ ସପ୍ତମୀ, ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଭକ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ମାଘ ସପ୍ତମୀ। ଏହି ଅବସରରେ ଚଳଚଞ୍ଚଳ ହୋଇଉଠିଛି ଅର୍କକ୍ଷେତ୍ର କୋଣାର୍କ। ବଡ଼ି ଭୋରରୁ ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଭକ୍ତ। ମାଘ ସପ୍ତମୀରେ ବୁଡ଼ ପକାଇବା ପାଇଁ ଗୁରୁବାର...

କର୍କଟ ଚିକିତ୍ସା ଓ ଗବେଷଣା କ୍ଷେତ୍ରରେ ଯୋଡ଼ି ହେଲା ନୂଆ ଅଧ୍ୟାୟ: ବାଗଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର...

ଓଡ଼ିଶାଲାଇଭ୍ ବ୍ୟୁରୋ “ଓଡ଼ିଶାରେ କର୍କଟ ରୋଗର ଚିକିତ୍ସା ଏବଂ ଗବେଷଣା କ୍ଷେତ୍ରରେ ଯୋଡ଼ି ହେଲା ଆଉ ଏକ ନୂଆ ଅଧ୍ୟାୟ। ଆମେ ସମସ୍ତେ କର୍କଟ ରୋଗ ପ୍ରତି ସଚେତନ ହେବାର ସମୟ ଆସିଛି। ଆମ...

ଭାରତ-ଇଂଲଣ୍ଡ ତୃତୀୟ ଟେଷ୍ଟ: ରୋହିତ ଓ ଜାଡେଜାଙ୍କ ଶତକ, ପ୍ରଥମ ଦିନ ଟିମ୍ ଇଣ୍ଡିଆର ସ୍କୋର ୩୨୬/୫

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ଓ ଇଂଲଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ ଗୁରୁବାରଠାରୁ ଆରମ୍ଭ ହୋଇଛି। ରାଜକୋଟରେ ଖେଳାଯାଉଥିବା ଏହି ଟେଷ୍ଟରେ ଦମଦାର ବ୍ୟାଟିଂ ଆରମ୍ଭ କରିଛି ଟିମ୍ ଇଣ୍ଡିଆ। ପ୍ରଥମ ଦିନ ଖେଳ...

ଭିଜିଲାନ୍ସ ଜାଲରେ ବୌଦ୍ଧ ଆରଟିଓ ବସନ୍ତ କୁମାର ମହାପାତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ବୌଦ୍ଧ ଆରଟିଓ ବସନ୍ତ କୁମାର ମହାପାତ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ବସନ୍ତ କୁମାର ମହାପାତ୍ରଙ୍କ ଘର ସମେତ...

‘ଆମ ବସଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସଷ୍ଟାଣ୍ଡ: ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଉଦଘାଟିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ‘ଆମ ବସଷ୍ଟାଣ୍ଡ’ ଯୋଜନା ଅନ୍ତର୍ଗତ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସଷ୍ଟାଣ୍ଡ ଉଦଘାଟିତ ହୋଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଏହିସବୁ ବସଷ୍ଟାଣ୍ଡର ଉଦଘାଟନ କରିଛନ୍ତି।...

ନିର୍ବାଚନୀ ବଣ୍ଡ ବ୍ୟବସ୍ଥାକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ନିର୍ବାଚନୀ ବଣ୍ଡ ବା ଇଲେକ୍ଟୋରାଲ୍ ବଣ୍ଡକୁ ନେଇ ଗୁରୁବାର ସୁପ୍ରିମକୋର୍ଟରେ ଗୁରୁତ୍ଵପୂର୍ଣ୍ଣ ରାୟ ପ୍ରକାଶ ପାଇଛି। ଭାରତରେ ପ୍ରଚଳିତ ଏହି ନିର୍ବାଚନୀ ବଣ୍ଡକୁ ଅସାମ୍ବିଧାନିକ ଘୋଷଣା କରି ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ।...

ବୌଦ୍ଧରେ ସର୍ଚ୍ଚ ଅପରେସନ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ: ଚିକିତ୍ସା ପାଇଁ ଭୁବନେଶ୍ଵରକୁ ଏୟାରଲିଫ୍ଟ ହେଲେ ୨ ଯବାନ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ବଳମତୁମ୍ପା ଜଙ୍ଗଲରେ ଜିଲ୍ଲା ପୋଲିସ, ଡିଭିଏଫ ଏବଂ ଏସଓଜି ଯବାନ ମିଳିତ ଭାବେ ସର୍ଚ୍ଚ ଅପରେସ କରୁଥିବାବେଳେ ମାଓବାଦୀଙ୍କ ଦ୍ଵାରା ଲଗାଯାଇଥିବା...

ଇଡି ଜାଲରେ ବିଧାୟକ ପ୍ରଫୁଲ୍ଲ ସାମଲ, ୧୦ଟି ସ୍ଥାନରେ ଏକକାଳୀନ ଚଢ଼ଉ

ଓଡ଼ିଶାଲାଇଭ୍ ବ୍ୟୁରୋ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ୧୦ଟି ଠିକଣାରେ ଗୁରୁବାର ଦିନ ଏକକାଳୀନ ଚଢ଼ଉ କରିଛି ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି)। ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଭଦ୍ରକ ନୂଆବଜାର ସ୍ଥିତ ବାସଭବନରେ...

ଭାରତ ବ୍ରାଣ୍ଡ ଚାଉଳ: କ’ଣ ରହିଛି ଏହାର ସ୍ଵତନ୍ତ୍ରତା?

ଭାସ୍କର ପରିଚ୍ଛା ଭାରତରେ ଏବେ ଦେଖା ଦେଇଥିବା ଖାଦ୍ୟ ମୂଲ୍ୟସ୍ଫୀତିର ମୁକାବିଲା କରିବାକୁ ଅଣ୍ଟା ଭିଡ଼ିଛନ୍ତି କେନ୍ଦ୍ର ସରକାର। ଏଥିଲାଗି ବଜାରରେ ‘ଭାରତ’ ବ୍ରାଣ୍ଡର ଅଟା, ଡାଲି, ଟମାଟୋ, ଚିନି ଓ ଖାଇବା ତେଲ...

ରାଜ୍ୟସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଅଶ୍ଵିନୀ ବୈଷ୍ଣବ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। ଗୁରୁବାର ଦିନ ୧୧ଟା ସମୟରେ ଅଶ୍ଵିନୀ ବୈଷ୍ଣବ ବିଜେପି କାର୍ଯ୍ୟାଳୟରୁ ସିଧାସଳଖ ବିଧାନସଭାରେ ପହଞ୍ଚି ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ...