ବ୍ରହ୍ମପୁର ନିକଟସ୍ଥ ଶିତଳାପଲ୍ଲୀରେ ସମ୍ ହସ୍ପିଟାଲର ନୂଆ କ୍ୟାମ୍ପସ୍: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ବ୍ରହ୍ମପୁର ନିକଟସ୍ଥ ଶିତଳାପଲ୍ଲୀରେ ଉଦଘାଟିତ ହୋଇଛି ସମ୍ ହସ୍ପିଟାଲର ନୂଆ କ୍ୟାମ୍ପସ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିଥିଲେ। ଦକ୍ଷିଣ ଓଡ଼ିଶାର ଜନସାଧାରଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା...
ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଆରମ୍ଭ ହୋଇଛି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା। ସିବିଏସଇ ଅଧୀନରେ ଥିବା ସବୁ ସ୍କୁଲର ପ୍ରାୟ ୩୯ ଲକ୍ଷ ଛାତ୍ରଛାତ୍ରୀ ଏହି...
ବଢ଼ିଲା କଳାକାର ସହାୟତା ରାଶି, ଉପକୃତ ହେବେ ରାଜ୍ୟର ୮୦ ହଜାର କଳାକାର
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ଵର): କଳାକାରମାନଙ୍କ ଲାଗି ସହାୟତା ରାଶି ବୃଦ୍ଧି କଲେ ରାଜ୍ୟ ସରକାର। କଳାକାରମାନଙ୍କ ହିତକୁ ଦୃଷ୍ଟିରେ ରଖି ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ କଳାକାରମାନଙ୍କ ସହାୟତା ରାଶି ବୃଦ୍ଧି କରାଯାଇଛି।
ଏଣିକି ଏହି...
ରାଜ୍ୟସଭା ନିର୍ବାଚନ: ଆସନ୍ତାକାଲି ପ୍ରାର୍ଥିପତ୍ର ଦାଖଲ କରିବେ ଅଶ୍ଵିନୀ ବୈଷ୍ଣବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି, ଗୁରୁବାର ଦିନ ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ କେନ୍ଦ୍ରମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। ଓଡ଼ିଶାରୁ ଦ୍ଵିତୀୟ ଥର ପାଇଁ ଅଶ୍ଵିନୀ ବୈଷ୍ଣବଙ୍କୁ ରାଜ୍ୟସଭା ନିର୍ବାଚନ ଲାଗି ପ୍ରାର୍ଥୀ କରିଛି...
ପ୍ରଥମ ଥର ପାଇଁ ରାଜ୍ୟସଭା ନିର୍ବାଚନ ଲଢ଼ିବେ ସୋନିଆ ଗାନ୍ଧୀ, ରାଜସ୍ଥାନରୁ କଲେ ପ୍ରାର୍ଥିପତ୍ର ଦାଖଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟସଭା ନିର୍ବାଚନ ପାଇଁ ବୁଧବାର ରାଜସ୍ଥାନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ଥାନରେ ସୋନିଆ ଗାନ୍ଧୀ ରାଜସ୍ଥାନରୁ ରାଜ୍ୟସଭା ସାଂସଦ...
ଶେରଗଡ଼ ଗ୍ରାମପଞ୍ଚାୟତକୁ ଏନଏସି ମାନ୍ୟତା
ଓଡ଼ିଶାଲାଇଭ୍ ବ୍ୟୁରୋ
ଗଞ୍ଜାମ ଜିଲ୍ଲାର ଶେରଗଡ଼ ଗ୍ରାମପଞ୍ଚାୟତକୁ ମିଳିଲା ଏନଏସି ମାନ୍ୟତା। ଗଞ୍ଜାମ ଜିଲ୍ଲା ଗସ୍ତ ସମୟରେ ବୁଧବାର ଦିନ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସହ ଶେରଗଡ଼ ନିର୍ବାଚନ...
ପୁଲୱାମା ଆତଙ୍କବାଦୀ ଆକ୍ରମଣକୁ ପୂରିଲା ୫ ବର୍ଷ, ସହିଦ ଯବାନଙ୍କୁ ମନେ ପକାଉଛନ୍ତି ଦେଶବାସୀ
ଓଡ଼ିଶାଲାଇଭ୍ ବ୍ୟୁରୋ
୨୦୧୯ ମସିହା ଫେବ୍ରୁଆରି ୧୪ ତାରିଖ। ସାରା ଦେଶ ‘ଭାଲେଣ୍ଟାଇନ୍ସ ଡେ’ ପାଳନରେ ମସଗୁଲ୍ ଥିବାବେଳେ ଜମ୍ମୁ ଓ କାଶ୍ମୀରର ପୁଲୱାମା ଜିଲ୍ଲାରୁ ଆସିଥିଲା ଏକ ହୃଦୟ ବିଦାରକ ଖବର। ଏଠାରେ...
ଦଳ ଛାଡ଼ିଲେ କଂଗ୍ରେସର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
କଂଗ୍ରେସକୁ ପୁଣି ଝଟକା। ଦଳ ଛାଡ଼ିଲେ କଂଗ୍ରେସର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି। ଅଂଶୁମାନ ମହାନ୍ତି କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ବୁଧବାର ଦିନ ସେ ନିଜ ଇସ୍ତଫା...
କୃଷକମାନଙ୍କ ‘ଦିଲ୍ଲୀ ଚଲୋ’ ଆନ୍ଦୋଳନ, ଚାଷୀଙ୍କୁ ରୋକିବା ପାଇଁ ରାସ୍ତା ବନ୍ଦ କଲା ପୋଲିସ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଭିନ୍ନ ଦାବି ନେଇ ଦେଶର ଏକାଧିକ କୃଷକ ସଂଗଠନ ଆରମ୍ଭ କରିଛନ୍ତି ‘ଦିଲ୍ଲୀ ଚଲୋ’ ଆନ୍ଦୋଳନ। ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ଏହି ଆନ୍ଦୋଳନରେ ହଜାର ହଜାର ଚାଷୀ ଦିଲ୍ଲୀ ଅଭିମୁଖେ ଯାତ୍ରା...
ଓଡ଼ିଶାରୁ ପୁଣି ରାଜ୍ୟସଭା ପ୍ରାର୍ଥୀ ହେଲେ ଅଶ୍ଵିନୀ ବୈଷ୍ଣବ, ବିଜେଡି ଜଣାଇଲା ସମର୍ଥନ
ଓଡ଼ିଶାଲାଇଭ୍ ବ୍ୟୁରୋ
ସବୁ କଳ୍ପନା ଜଳ୍ପନାରେ ପୂର୍ଣ୍ଣଚ୍ଛେଦ ପଡ଼ିଲା। ଓଡ଼ିଶାରୁ ପୁଣି ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। ଏନେଇ ବୁଧବାର ଦିନ ବିଜେପି ପକ୍ଷରୁ ବିଧିବଦ୍ଧ ଘୋଷଣା କରାଯାଇଛି।
ଗତ ୨୦୧୯...





















