ଘରେ ଘରେ ନିଶାମୁକ୍ତିର ବାର୍ତ୍ତା ପହଞ୍ଚାଇଲା ‘ଆମ ସଂକଳ୍ପ – ନିଶା ନୁହେଁ, ଜୀବନ’ ଅଭିଯାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଭିନ୍ନ ନିଶାଦ୍ରବ୍ୟ ତଥା ବିଷକ୍ତ ମାଦକ ଦ୍ରବ୍ୟ ବ୍ୟବହାରର କୁପରିଣାମ ବିଷୟରେ ଲୋକଙ୍କୁ ଅବଗତ କରିବା ପାଇଁ ରାଜ୍ୟ ସରକାରଙ୍କର ବିଶେଷ ଜନସଚେତନତା ଅଭିଯାନ ‘ଆମ ସଂକଳ୍ପ – ନିଶା ନୁହେଁ,...
ବାହୁଡ଼ା ଯାତ୍ରା: ଶ୍ରୀମନ୍ଦିର ଅଭିମୁଖେ ଗଡ଼ିଲା ତାଳଧ୍ଵଜ ରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ନଅ ଦିନର ଯାତ୍ରା ସାରି ଶ୍ରୀମନ୍ଦିର ଅଭିମୁଖେ ବାହାରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ଵଜ ରଥକୁ ଭକ୍ତମାନେ...
ଭିଜୁଛି ଓଡ଼ିଶା: ଆଜି ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏବେ ସକ୍ରିୟ ମୌସୁମୀ ପ୍ରଭାବରେ ବର୍ଷା ଲାଗି ରହିଛି। ରାଜ୍ୟର ଉପକୂଳରୁ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ହେଉଛି। ଏହାରି ମଧ୍ୟରେ ପଶ୍ଚିମବଙ୍ଗ ଉପକୂଳସ୍ଥ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ...
ଆଜି ବାହୁଡ଼ା ଯାତ୍ରା – ଜନ୍ମବେଦୀରୁ ରତ୍ନବେଦୀକୁ ଫେରିବେ ମହାପ୍ରଭୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ଜନ୍ମବେଦୀରୁ ରତ୍ନବେଦୀକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଜି ସକାଳ ୧୦ଟାରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ଆରମ୍ଭ ହୋଇଛି। ରଥ ଉପରେ ସବୁ...
ନିଷ୍ପତ୍ତି ନେଲେ ରାଜ୍ୟ ସରକାର – ପୁରୀ ହେବ ମହାନଗର ନିଗମ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ସହର ହେବ ମହାନଗର ନିଗମ। ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।
ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରାର ପ୍ରଚାରପ୍ରସାର ସହ ପୁରୀକୁ ଉନ୍ନତ ଆଧ୍ୟାତ୍ମିକ ପର୍ଯ୍ୟଟନସ୍ଥଳୀ ଭାବେ ଗଢ଼ି ତୋଳିବାକୁ ପଦକ୍ଷେପ ନେଇଛନ୍ତି...
ତାମିଲନାଡୁ ନିର୍ବାଚନ: ସୁପରଷ୍ଟାର ବିଜୟ ହେବେ ଟିଭିକେର ମୁଖ୍ୟମନ୍ତ୍ରୀ ଚେହେରା
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜନୀତିରେ ତାମିଲ ସୁପରଷ୍ଟାର ବିଜୟଙ୍କ ଏଣ୍ଟ୍ରି। ଏହି ଏଣ୍ଟ୍ରି ଏମିତି ସେମିତି ନୁହେଁ, ତାମିଲନାଡୁ ଭେତ୍ରୀ କଝଗମ (ଟିଭିକେ) ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବେ ବିଜୟ। ଏ ନେଇ ଦଳ ପକ୍ଷରୁ...
ବଡ଼ ଠାକୁରଙ୍କ ବାହୁଡ଼ା ଯାତ୍ରା ପାଇଁ ଚାଲିଛି ଜୋର ସୋର ପ୍ରସ୍ତୁତି
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/D6-lIRW2Luw
ବାହୁଡ଼ିବେ ବଡ଼ ଠାକୁର। ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ଚାଲିଛି ଜୋର ସୋର।
ଜୁଲାଇ ୫ ତାରିଖରେ ଅନୁଷ୍ଠିତ ହେବ ବାହୁଡ଼ା ଯାତ୍ରା। ଏଥିପାଇଁ ଆରମ୍ଭ ହୋଇଛି ଚତୁର୍ଦ୍ଧାବିଗ୍ରହଙ୍କ ବାହୁଡ଼ା ପ୍ରସ୍ତୁତି।...
ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଗିରଫ ହେଲେ ବିଜେପିର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା ଏବେ ରାଜ୍ୟ ରାଜନୈତିକ ମହଲରେ ଝଡ଼ ସୃଷ୍ଟି କରିଛି। ଏହି ଘଟଣାରେ ଶେଷରେ ଗିରଫ ହୋଇଛନ୍ତି ବିଜେପିର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ।
ବିଏମସି ଅତିରିକ୍ତ...
ଓଡ଼ିଶାରେ ୭ ଯାଏଁ ଆହୁରି ବର୍ଷିବ: ଆଗାମୀ ୨୪ ଘଣ୍ଟା ପାଇଁ ୧୫ ଜିଲ୍ଲାକୁ ଚେତାବନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ତୁହାକୁ ତୁହା ବର୍ଷାରେ ଭିଜୁଛି ସାରା ଓଡ଼ିଶା। ଜୁଲାଇ ୭ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ...
ଏଟିଏମ ଓ ୟୁପିଆଇରେ ଉଠିପାରିବ ଇପିଏଫ ଟଙ୍କା!
ଓଡ଼ିଶାଲାଇଭ୍ ବ୍ୟୁରୋ
ଇପିଏଫରୁ ନିଜ ଜମା ଟଙ୍କା ଉଠାଇବା ପାଇଁ କର୍ମଚାରୀଙ୍କୁ ବେଶ୍ କସରତ କରିବାକୁ ପଡ଼ିଥାଏ। ଟଙ୍କା ଉଠାଇବାକୁ ନେଇ ଅନେକ ବହୁ ସମସ୍ୟାର ସମ୍ମୁଖୀନ ମଧ୍ୟ ହୋଇଥାନ୍ତି। ଖୁବଶୀଘ୍ର ଏହି ପ୍ରକ୍ରିୟା...





















