ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ: ‘ଶ୍ରୀଜଗନ୍ନାଥ ଚେତନା’କୁ ନେଇ ସ୍ଵତନ୍ତ୍ର ଅଧିବେଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରସ୍ଥିତ ଜନତା ମଇଦାନଠାରେ ଶନିବାରଠାରୁ ଆରମ୍ଭ ହୋଇଛି ତିନିଦିଆ ‘ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪’। ଏହି ଭାଷା ମହାକୁମ୍ଭର ପ୍ରଥମ ଦିନରେ ‘ଶ୍ରୀଜଗନ୍ନାଥ ଚେତନା’କୁ ନେଇ ଏକ ସ୍ଵତନ୍ତ୍ର ଅଧିବେଶନ...

ଶିମିଳିପାଳ ଅଭୟାରଣ୍ୟରୁ ୫ ଜଣ ଅନୁପ୍ରବେଶକାରୀ ଗିରଫ, ବହୁ ଅସ୍ତ୍ରଶସ୍ତ୍ର ଜବତ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଶିକାର କରିବା ଉଦ୍ଦେଶ୍ୟରେ ଶିମିଳିପାଳ ଅଭୟାରଣ୍ୟ ଭିତରକୁ ଅନୁପ୍ରବେଶ କରିଥିବା ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନଙ୍କଠାରୁ ବହୁ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ...

ନୟାଗଡ଼ର ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ଵ ନେଲେ ସ୍ଵଧାଦେବ ସିଂ

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ନୟାଗଡ଼ ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି ସ୍ଵଧାଦେବ ସିଂ। ବୁଧବାର ଦିନ ପୂର୍ବତନ ଜିଲ୍ଲାପାଳ ରବୀନ୍ଦ୍ରନାଥ ସାହୁ ନୂତନ ଜିଲ୍ଲାପାଳ ସ୍ଵଧାଦେବ ସିଂଙ୍କୁ...

ବିଶିଷ୍ଟ ଭାଷାବିତ ପଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ‘ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମାନ’

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶିଷ୍ଟ ଭାଷାବିତ ପଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ପାଇଲେ ‘ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମାନ’। ଭୁବନେଶ୍ଵର ସ୍ଥିତ ଜନତା ମଇଦାନଠାରେ ଆୟୋଜିତ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪...

ଆରମ୍ଭ ହେଲା ଭାଷା ମହାକୁମ୍ଭ: ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମଳିନୀ ୨୦୨୪କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ...

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି, ଶନିବାରଠାରୁ ଆରମ୍ଭ ହୋଇଛି ତିନିଦିନିଆ ଭାଷା ମହାକୁମ୍ଭ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪। ଭୁବନେଶ୍ଵର ସ୍ଥିତ ଜନତା ମଇଦାନଠାରେ ଏକ ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟରେ ପ୍ରଥମ ବିଶ୍ଵ...

ଅକ୍ଷର ଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି, ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ। ତିନିଦିନ ଧରି ଆୟୋଜିତ ହେବାକୁ ଥିବା ଏହି ଭାଷା ମହାକୁମ୍ଭ ପୂର୍ବରୁ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ଵରସ୍ଥିତ କଳାମଣ୍ଡଳ...

ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ପଦ୍ମଶ୍ରୀ ସାଧୁ ମେହେରଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ପରଲୋକରେ ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ତଥା ନିର୍ଦ୍ଦେଶକ ପଦ୍ମଶ୍ରୀ ସାଧୁ ମେହେର। ୮୪ ବର୍ଷ ବୟସରେ ମୁମ୍ବାଇ ସ୍ଥିତି ବାସଭବନରେ ଶୁକ୍ରବାର ଦିନ ତାଙ୍କର ଦେହାନ୍ତ ହୋଇଛି। ଉଭୟ ଓଡ଼ିଆ ଏବଂ ହିନ୍ଦୀ...

ରିମାଣ୍ଡରେ ଗଲେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ

ଓଡ଼ିଶାଲାଇଭ୍ ବ୍ୟୁରୋ ରିମାଣ୍ଡରେ ଗଲେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଜମି ଦୁର୍ନୀତି ଏବଂ ଅର୍ଥ ହେରଫେର ଅଭିଯୋଗରେ ଗିରଫ ହୋଇଥିବା ହେମନ୍ତ ସୋରେନଙ୍କୁ ଶୁକ୍ରବାର ଦିନ ୫ ଦିନିଆ ରିମାଣ୍ଡରେ ନେଇଛି...

ବଲିଉଡ ଅଭିନେତ୍ରୀ ପୁନମ ପାଣ୍ଡେଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ସର୍ବଦା ନିଜର ବୋଲ୍ଡନେସ ଏବଂ ବିବାଦ ପାଇଁ ପରିଚିତ ଥିବା ବଲିଉଡ ଅଭିନେତ୍ରୀ ତଥା ମଡେଲ ପୁନମ ପାଣ୍ଡେଙ୍କର ମାତ୍ର ୩୨ ବର୍ଷ ବୟସରେ ପରଲୋକ ହୋଇଛି। ସର୍ଭାଇକଲ କ୍ୟାନ୍ସରରେ ପୀଡ଼ିତ...

ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପଇ ସୋରେନ

ଓଡ଼ିଶାଲାଇଭ୍ ବ୍ୟୁରୋ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପଇ ସୋରେନ। ରାଞ୍ଚିସ୍ଥିତ ରାଜଭବନଠାରେ ଶୁକ୍ରବାର ଦିନ ଚମ୍ପଇ ସୋରେନଙ୍କୁ ପଦ ଏବଂ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଜ୍ୟପାଳ ସି.ପି. ରାଧାକ୍ରିଷ୍ଣନ। ଜମି ଦୁର୍ନୀତି...