ସଂସଦରେ ଉପସ୍ଥାପିତ ହେଲା ଅନ୍ତରୀଣ ବଜେଟ୍ ୨୦୨୪-୨୫, ସଂକ୍ଷେପରେ ଜାଣନ୍ତୁ କ’ଣ ରହିଛି ଏହି ବଜେଟରେ   

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଉପସ୍ଥାପନ କରିଛନ୍ତି ଅନ୍ତରୀଣ ବଜେଟ୍ ୨୦୨୪-୨୫। ଜାଣନ୍ତୁ କ’ଣ ରହିଛି ସାଧାରଣ ନିର୍ବାଚନ ପୂର୍ବରୁ ଆସିଥିବା ଏହି ବଜେଟରେ। ନୂଆ ସଂସଦ ଭବନରେ କେନ୍ଦ୍ର ଅର୍ଥମନ୍ତ୍ରୀ...

କାଳିଆ ଛାତ୍ରବୃତ୍ତି ପାଇଁ ଆନଲାଇନ ଆବେଦନ ସମୟ ସୀମା ଫେବ୍ରୁଆରି ୮କୁ ବୃଦ୍ଧି

ଓଡ଼ିଶାଲାଇଭ୍ ବ୍ୟୁରୋ ବଢ଼ିଲା କାଳିଆ ଛାତ୍ରବୃତ୍ତି ଅନଲାଇନ ଆବେଦନ ପାଇଁ ସମୟ ସୀମା। ଆସନ୍ତା ଫେବ୍ରୁଆରି ୮ ତାରିଖ ପର୍ଯ୍ୟନ୍ତ  କାଳିଆ ଛାତ୍ରବୃତ୍ତି ପାଇଁ ଅନଲାଇନରେ ଆବେଦନ କରିହେବ। ଅନଲାଇନ ମାଧ୍ୟମରେ କାଳିଆ ଛାତ୍ରବୃତ୍ତି ଆବେଦନ...

୩୦ ବର୍ଷ ପରେ ଜ୍ଞାନବାପୀ ପରିସରରେ ପୂଜାର୍ଚ୍ଚନା ପାଇଁ ହିନ୍ଦୁ ପକ୍ଷଙ୍କୁ ମିଳିଲା କୋର୍ଟଙ୍କ ଅନୁମତି

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରପ୍ରଦେଶର ବାରଣାସୀସ୍ଥିତ ଜ୍ଞାନବାପୀ ମସଜିଦ ମାମଲାରେ ହିନ୍ଦୁ ପକ୍ଷଙ୍କ ସପକ୍ଷରେ ବଡ଼ ରାୟ ଦେଇଛନ୍ତି ବାରଣାସୀ କୋର୍ଟ। ଜ୍ଞାନବାପୀ ପରିସରରେ ହିନ୍ଦୁ ପକ୍ଷଙ୍କୁ ପୂଜାର୍ଚ୍ଚନା କରିବା ପାଇଁ କୋର୍ଟ ଅନୁମତି ଦେଇଛନ୍ତି।...

ଭୁବନେଶ୍ଵରରେ ‘ଷ୍ଟାର୍ଟଅପ୍‌ ଉତ୍ସବ-୨୦୨୪’, ସମ୍ବର୍ଦ୍ଧିତ ହେଲେ ରାଜ୍ୟର ସଫଳ ଷ୍ଟାର୍ଟଅପ୍ ଉଦ୍ୟୋଗୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଷ୍ଟାର୍ଟଅପ୍ ଓଡ଼ିଶା ପକ୍ଷରୁ ବୁଧବାର ଆୟୋଜିତ ହୋଇଛି ‘ଷ୍ଟାର୍ଟଅପ୍‌ ଉତ୍ସବ-୨୦୨୪’। ଭୁବନେଶ୍ୱର ସ୍ଥିତ ‘ଓ-ହବ’ରେ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ଷ୍ଟାର୍ଟଅପ୍‌ ଇକୋସିଷ୍ଟମକୁ ନେଇ ମାନସମନ୍ଥନ ହୋଇଛି। ଏହାସହ ରାଜ୍ୟର...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବଜେଟ ଅଧିବେଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ସଂସଦର ବଜେଟ ଅଧିବେଶନ ବୁଧବାରଠାରୁ ଆରମ୍ଭ ହୋଇଛି। ଆସନ୍ତାକାଲି, ଗୁରୁବାର ସଂସଦରେ ଉପସ୍ଥାପନ ହେବ ଅନ୍ତରୀଣ ବଜେଟ। ବଜେଟ ଅଧିବେଶନ ପୂର୍ବରୁ ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।...

ବିଶିଷ୍ଟ ଭାଷାବିତ ପଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ପାଇବେ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମାନ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ବିଶିଷ୍ଟ ଭାଷାବିତ ପଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ। ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଏହି...

ମୀନାକ୍ଷୀ ବାହିନୀପତି ହେଲେ ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସର ନୂଆ ସଭାପତି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସର ନୂଆ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି ମୀନାକ୍ଷୀ ବାହିନୀପତି। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଓଡ଼ିଶା କଂଗ୍ରେସର ସାଂଗଠନିକ ପରିବର୍ତ୍ତନ କରାଯାଇଛି। କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ...

ଫେବ୍ରୁଆରି ୬ରୁ ବୌଦ୍ଧରେ ଦୁଇ ଦିନିଆ ସେବା ମହୋତ୍ସବ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲାରେ ଆସନ୍ତା ଫେବ୍ରୁଆରି ୬ ଓ ୭ ତାରିଖରେ ପ୍ରଥମ ଥର ଲାଗି ହେବାକୁ ଯାଉଛି ସେବା ମହୋତ୍ସବ। ଅସହାୟ ଲୋକଙ୍କୁ ସହାୟତା ଏବଂ ଚିକିତ୍ସା...

ଛତିଶଗଡ଼ରେ ମାଓବାଦୀ ଆକ୍ରମଣ: ୩ ଯବାନ ସହିଦ, ୧୪ ଗୁରୁତର

ଓଡ଼ିଶାଲାଇଭ୍ ବ୍ୟୁରୋ ଛତିଶଗଡ଼ର ବିଜାପୁର-ସୁକମା ସୀମାରେ ମାଓବାଦୀଙ୍କ ଆକ୍ରମଣରେ ୩ ଜଣ ଯବାନ ସହିଦ ହୋଇଥିବାବେଳେ ୧୪ଜଣ ଗୁରୁତର ଆହତ ହୋଇଛନ୍ତି। ଆହତ ଯବାନମାନଙ୍କୁ ଚିକିତ୍ସା ପାଇଁ ଜଗଦଲପୁରସ୍ଥିତ ସରକାରୀ ଡାକ୍ତରଖାନାରେ ଚିକିତ୍ସା ପାଇଁ...

ଭିଜିଲାନ୍ସ ଜାଲରେ ମାଲକାନଗିରି ଜଳସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ମହାନ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଭିଜିଲାନ୍ସ ଜାଲରେ ମାଲକାନଗିରି ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ମହାନ୍ତି। ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭଯୋଗରେ ମଙ୍ଗଳବାର ଦିନ ମାଲକାନଗିରି, ଭୁବନେଶ୍ଵର ଏବଂ ବାଲେଶ୍ଵର ଜିଲ୍ଲାର ଜଳେଶ୍ଵର...