ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ଶ୍ରୀମନ୍ଦିରରେ ୩ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୩ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ମାଘ କୃଷ୍ଣ ପଞ୍ଚମୀରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...

ସାଇଫର ମାମଲାରେ ଇମ୍ରାନ ଖାନଙ୍କୁ ୧୦ ବର୍ଷ ଜେଲ ଦଣ୍ଡ

ଓଡ଼ିଶାଲାଇଭ୍ ବ୍ୟୁରୋ ସାଧାରଣ ନିର୍ବାଚନ ପୂର୍ବର ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ବଡ଼ ଝଟକା। ସାଇଫର ମାମଲାରେ ପାକିସ୍ତାନର ସ୍ଵତନ୍ତ୍ର କୋର୍ଟ ପିଟିଆଇ ମୁଖ୍ୟ ଇମ୍ରାନ ଖାନଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡରେ...

ଓଡ଼ିଶାରେ ଆଉ ୪ରୁ ୫ ଦିନ ଯାଏଁ ଜାରି ରହିବ ଶୀତ, ବୁଧବାର କୁହୁଡ଼ି ପାଇଁ ୧୫ ଜିଲ୍ଲାକୁ...

ଓଡ଼ିଶାଲାଇଭ୍ ବ୍ୟୁରୋ ଏବେ ସକାଳୁ ସକାଳୁ ପ୍ରବଳ ଶୀତ ସହ ଘନ କୁହୁଡ଼ିରେ ଆଚ୍ଛାଦିତ ରହୁଛି ଓଡ଼ିଶାର ଅଧିକାଂଶ ଅଞ୍ଚଳ। ଆହୁରି ୪ରୁ ୫ ଦିନ ଯାଏଁ ରାଜ୍ୟରେ ପାଗ ଶୁଷ୍କ ସହ ରାତି...

ପୁଣେରେ ଜାତୀୟ ଏକତା ଓ ସାଂସ୍କୃତିକ ପ୍ରଦର୍ଶନୀ, ଓଡ଼ିଶାରୁ ପ୍ରତିନିଧିତ୍ୱ କଲା ସ୍ପ୍ରେଡ ହାପିନେସ ଫାଉଣ୍ଡେସନ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁଣେରେ ଅନୁଷ୍ଠିତ ହୋଇଛି ଜାତୀୟ ଏକତା ଓ ସାଂସ୍କୃତିକ ପ୍ରଦର୍ଶନୀ। ଏଥିରେ ପ୍ରବାସୀ ଓଡ଼ିଆ ସଂଗଠନ ସ୍ପ୍ରେଡ ହାପିନେସ ଫାଉଣ୍ଡେସନ ଅଂଶଗ୍ରହଣ କରି ଓଡ଼ିଶାର ପ୍ରତିନିଧିତ୍ୱ କରିଥିଲା। ଏହି କାର୍ଯ୍ୟକ୍ରମରେ ହୋଇଥିବା...

କେରଳର ବିଜେପି ନେତା ରଞ୍ଜିତ ଶ୍ରୀନିବାସନ ହତ୍ୟା ମାମଲା: ୪ ବର୍ଷ ପରେ ୧୫ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେପି ନେତା ରଞ୍ଜିତ ଶ୍ରୀନିବାସନଙ୍କ ହତ୍ୟା ଘଟଣାର ୪ ବର୍ଷ ପରେ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି କେରଳ କୋର୍ଟ। ଏହି ହତ୍ୟାକାଣ୍ଡରେ ୧୫ ଜଣ ଦୋଷୀଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି...

ଆସନ୍ତାକାଲିଠାରୁ ସଂସଦର ବଜେଟ୍ ଅଧିବେଶନ, ଆଜି ବସିଲା ସର୍ବଦଳୀୟ ବୈଠକ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଯାଉଛି ସଂସଦର ବଜେଟ୍ ଅଧିବେଶନ। ଏହାପୂର୍ବରୁ ମଙ୍ଗଳବାର ସର୍ବଦଳୀୟ ବୈଠକ ବସିଛି। ବଜେଟ୍ ଅଧିବେଶନ ସମୟରେ ଗୃହକାର୍ଯ୍ୟ ସୁରୁଖୁରୁରେ ସମ୍ପାଦନ କରିବା ନେଇ ବୈଠକରେ ଚର୍ଚ୍ଚା କରାଯାଇଛି।...

ଗଞ୍ଜାମ ଜିଲ୍ଲାର ସୁନାପୁର ବେଳାଭୂମିକୁ ମିଳିଲା ‘ବ୍ଲୁ ଫ୍ଲାଗ’ ମାନ୍ୟତା

ଓଡ଼ିଶାଲାଇଭ୍ ବ୍ୟୁରୋ ଗଞ୍ଜାମ ଜିଲ୍ଲାର ସୁନାପୁର ବେଳାଭୂମିକୁ ମିଳିଛି ବିଶ୍ଵସ୍ତରୀୟ ‘ବ୍ଲୁ ଫ୍ଲାଗ’ ମାନ୍ୟତା। ଓଡ଼ିଶାର ଦ୍ଵିତୀୟ ବେଳାଭୂମି ଭାବେ ସୁନାପୁର ବେଳାଭୂମି ‘ବ୍ଲୁ ଫ୍ଲାଗ’ ହାସଲ କରିଛି। ଏହାପୂର୍ବରୁ ୨୦୨୦ ମସିହାରେ ପୁରୀର...

କ୍ୟାବିନେଟ ବୈଠକ: ୨ଟି ବିଭାଗର ୫ଟି ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ୨ଟି ବିଭାଗର ୫ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଏଠାରେ ଆଦିବାସୀଙ୍କୁ ରୋଜଗାର ଯୋଗାଇବା...

ଚନ୍ଦକା-ଡମପଡ଼ା ଅଭୟାରଣ୍ୟରେ ଆରମ୍ଭ ହେଲା ନାଇଟ୍ ସଫାରି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଜଙ୍ଗଲରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଛି ନାଇଟ୍ ସଫାରି। ଭୁବନେଶ୍ଵର ଉପଖଣ୍ଡ ଚନ୍ଦକା-ଡମପଡ଼ା ଅଭୟାରଣ୍ୟର ଭରତପୁର ସଂରକ୍ଷିତ ଜଙ୍ଗଲରେ ଏହି ନାଇଟ୍ ସଫାରି ଆରମ୍ଭ ହୋଇଛି। ଜଙ୍ଗଲରେ ପ୍ରଥମ ନାଇଟ୍...

ଓଡ଼ିଶା ବଞ୍ଚାଅ ସମାବେଶରେ ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରଠାରେ ଅନୁଷ୍ଠିତ କଂଗ୍ରେସର ଓଡ଼ିଶା ବଞ୍ଚାଅ ସମାବେଶରେ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଯୋଗ ଦେଇ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ମଲ୍ଲକାର୍ଜୁନ ଖଡଗେ କହିଛନ୍ତି ଓଡ଼ିଶାରେ...