ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ପ୍ରଥମ ସ୍ଥାନ ପାଇଲା ଓଡ଼ିଶାର ‘ପ୍ରଜ୍ଞାପନ ମେଢ଼’
ଓଡ଼ିଶାଲାଇଭ୍ ବ୍ୟୁରୋ
ଗଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଗଡ଼ିଥିବା ବିଭିନ୍ନ ରାଜ୍ୟର ପ୍ରଜ୍ଞାପନ ମେଢ଼ ମଧ୍ୟରୁ ପ୍ରଥମ ସ୍ଥାନ ହାସଲ କରିଛି ଓଡ଼ିଶାର ପ୍ରଜ୍ଞାପନ ମେଢ଼। ଓଡ଼ିଶା ପଛକୁ ଦ୍ଵିତୀୟରେ ଗୁଜରାଟ...
ଟୁଇନ୍ ସିଟିର ନୂଆ ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଞ୍ଜୀବ ପଣ୍ଡା
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ-ଭୁବନେଶ୍ୱର ଟୁଇନ୍ ସିଟିର ନୂଆ ପୋଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ସଞ୍ଜୀବ ପଣ୍ଡା। ସୋମବାର ସେ ପୂର୍ବତନ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କଠାରୁ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ପୋଲିସ...
ବିହାରରେ ଦଳ ବଦଳ ରାଜନୀତି ନୂଆ କଥା ନୁହେଁ, ଏଠାରେ ଦଳ ଡିଆଁ ନେତାଙ୍କ ତାଲିକା ଲମ୍ବା
ଭାସ୍କର ପରିଚ୍ଛା
ବିହାରର ଯେଉଁଭଳି ରାଜନୈତିକ ବ୍ୟବସ୍ଥା ଓ ମତଦାନ ପଦ୍ଧତି ରହିଛି, ସେଥିରେ କୌଣସି ନେତାଙ୍କ ପାଇଁ ଦଳ ବଦଳ କରିବା ନୂଆ କଥା ନୁହେଁ। ଏବେ ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ...
୩ ଆସନ ପାଇଁ ଫେବ୍ରୁଆରି ୨୭ରେ ରାଜ୍ୟସଭା ନିର୍ବାଚନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ଫେବ୍ରୁଆରି ୨୭ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ। ଓଡ଼ିଶାର ଖାଲି ହେବାକୁ ଥିବା ୩ଟି ରାଜ୍ୟସଭା ଆସନ ପାଇଁ ଏହି ନିର୍ବାଚନ ହେବ। ଏ ନେଇ ସୋମବାର ଦିନ ଘୋଷଣା...
ଭୁବନେଶ୍ୱର: ପ୍ରଥମ ସୋଆ ଅନ୍ତର୍ଜାତୀୟ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ପ୍ରତିଯୋଗିତା ଉଦ୍ଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରସ୍ଥିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ଵବିଦ୍ୟାଳୟରେ ଆରମ୍ଭ ହୋଇଛି ପ୍ରଥମ ଅନ୍ତର୍ଜାତୀୟ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ପ୍ରତିଯୋଗିତା। ଏଥିରେ ୧୨ଟି ଦେଶର ଚେସ୍ ଖେଳାଳି ଅଂଶଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରେ...
ଓଡ଼ିଶାକୁ ପୁଣି ଫେରିଲା ଶୀତ, ଘନ କୁହୁଡ଼ି ପାଇଁ ୨୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାକୁ ପୁଣି ଫେରିଛି ଶୀତ। ରାଜ୍ୟର ସବୁଠାରୁ ଶୀତୁଅ ସହର ପାଲଟିଛି ଜି.ଉଦୟଗିରି। ଏଠାରେ ରାତିର ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ରେକର୍ଡ କରାଯାଇଛି। ଏହା ସହିତ ୧୦ଟି ସହରରେ ରାତି...
‘ଭୁବନେଶ୍ୱର ସାହିତ୍ୟ ପର୍ବ’ ଉଦଯାପିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ମା’, ମାଟି ଓ ମାତୃଭାଷାର ସେବାରେ ସମର୍ପିତ ହେବାକୁ ଆହ୍ଵାନ ଦେଲା ‘ଭୁବନେଶ୍ୱର ସାହିତ୍ୟ ପର୍ବ’।
ଭୁବନେଶ୍ୱର ସାହିତ୍ୟ ସମାଜ ଟ୍ରଷ୍ଟ ଆନୁକୂଲ୍ୟରେ ଆୟୋଜିତ ହୋଇଥିବା ‘ଭୁବନେଶ୍ୱର ସାହିତ୍ୟ ପର୍ବ’ ଉଦଯାପିତ...
ବୈଷୟିକ ଶିକ୍ଷା ଓ ତାଲିମ ପ୍ରତି ଛାତ୍ରୀମାନଙ୍କ ଭିତରେ ଉତ୍ସାହ: ଛାତ୍ରୀମାନଙ୍କ ଦକ୍ଷତା ବିକାଶ ସହ କ୍ୟାରିୟର ସ୍ୱପ୍ନ...
ଓଡ଼ିଶାଲାଇଭ୍ ବ୍ୟୁରୋ
‘‘ବୈଷୟିକ ଶିକ୍ଷା ବିଷୟରେ ମୋ’ ପରିବାର ଲୋକଙ୍କର ବିଶେଷ ଧାରଣା ନଥିଲା। ତେଣୁ ସେମାନେ ମତେ ଅନ୍ୟ କ୍ଷେତ୍ରରେ କ୍ୟାରିୟର କରିବାକୁ ପରାମର୍ଶ ଦେଉଥିଲେ। ତେବେ ସବୁ ପ୍ରତିବନ୍ଧକକୁ ହଟାଇ ମୁଁ...
ବିବାହ ବନ୍ଧନରେ ବନ୍ଧି ହେଲେ ଚେସ୍ ତାରକା ପଦ୍ମିନୀ ରାଉତ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଅନ୍ତର୍ଜାତୀୟ ଚେସ୍ ତାରକା ପଦ୍ମିନୀ ରାଉତ। ଭୁବନେଶ୍ଵରଠାରେ ବୈଦିକ ରୀତିନୀତିରେ ମୁମ୍ବାଇର ଜୟକିଶିନ ମନାକାନୀଙ୍କ ସହ ପଦ୍ମିନୀଙ୍କର ବିବାହ ସମ୍ପନ୍ନ ହୋଇଛି। ପଦ୍ମିନୀଙ୍କ ବିବାହ ଉତ୍ସବରେ...
ପୁଣି ଏନଡିଏରେ ନୀତୀଶ କୁମାର: ନବମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ
ଓଡ଼ିଶାଲାଇଭ୍ ବ୍ୟୁରୋ
କିଛି ଦିନ ଧରି ବିହାରରେ ଚାଲିଥିବା ରାଜନୈତିକ ଅନିଶ୍ଚିତତାର ଅନ୍ତ ଘଟାଇଛନ୍ତି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ଆରଜେଡି, କଂଗ୍ରେସ ଓ ଅନ୍ୟ ଦଳଗୁଡ଼ିକୁ ନେଇ ଗଠିତ ମହାମେଣ୍ଟ ଛାଡ଼ି ସେ ପୁଣି...





















