ରାୟଗଡ଼ାରେ ତୃତୀୟ ରେଳଲାଇନ କାର୍ଯ୍ୟର ସମୀକ୍ଷା କଲେ ସେଫ୍ଟି କମିଶନର
ଓଡ଼ିଶାଲାଇଭ୍ ବ୍ୟୁରୋ
(ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ରାୟଗଡ଼ା-ସିଙ୍ଗାପୁର ତୃତୀୟ ରେଳ ଲାଇନ କାର୍ଯ୍ୟର ସମୀକ୍ଷା କରିଛନ୍ତି ସେଫ୍ଟି କମିଶନର ବ୍ରିଜେଶ କୁମାର ମିଶ୍ର। ରେଳବାଇ ବିଭାଗର ସେଫ୍ଟି କମିଶନର ବ୍ରିଜେଶ କୁମାର ମିଶ୍ର...
ସାଧାରଣତନ୍ତ୍ର ଦିବସ: ଓଡ଼ିଶାର ୧୫ ପୋଲିସଙ୍କୁ ଜାତୀୟ ସାହସିକତା ପୁରସ୍କାର, ୨ ଜଣଙ୍କୁ ରାଷ୍ଟ୍ରପତି ପଦକ
ଓଡ଼ିଶାଲାଇଭ୍ ବ୍ୟୁରୋ
ସାଧାରଣତନ୍ତ୍ର ଦିବସ ପୂର୍ବରୁ ଜାତୀୟ ସାହସିକତା ଓ ସେବା ପୁରସ୍କାର ଘୋଷଣା କରାଯାଇଛି। ଚଳିତବର୍ଷ ମୋଟ ୧,୧୩୨ ଜଣ ପୋଲିସକର୍ମୀ ଏହି ପୁରସ୍କାର ପାଇବେ। ପୋଲିସ, ଅଗ୍ନିଶମ, ହୋମଗାର୍ଡ, ସିଭିଲ ଡିଫେନ୍ସ...
ସମ୍ବଲପୁରରେ ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ, ଜାନୁଆରି ୨୭ରେ ରାଜ୍ୟର ସବୁ ଶିକ୍ଷାନୁଷ୍ଠାନରେ ଛୁଟି ଘୋଷଣା
ଓଡ଼ିଶାଲାଇଭ୍ ବ୍ୟୁରୋ
ସମ୍ବଲପୁରରେ ଶନିବାର ଜାନୁଆରି ୨୭ ତାରିଖରେ ଉଦଘାଟିତ ହେବାକୁ ଯାଉଛି ସମଲେଇ ପ୍ରକଳ୍ପ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପର ଲୋକାର୍ପଣ କରିବେ। ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବକୁ ଦୃଷ୍ଟିରେ ରଖି...
ଆଜି ପବିତ୍ର ପୌଷ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ମହାପ୍ରଭୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପବିତ୍ର ପୌଷ ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ। ରତ୍ନସିଂହାସନରେ ମହାପ୍ରଭୁଙ୍କର ଅଭିଷେକ ନୀତି ପରେ ସୁନାବେଶ ସମ୍ପନ୍ନ ହେବ। ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ...
ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ: ସଞ୍ଜୀବ ପଣ୍ଡା ହେଲେ ଟୁଇନସିଟି ପୋଲିସ କମିଶନର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର। ବୁଧବାର ଦିନ ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଭୁବନେଶ୍ୱର-କଟକ ଟୁଇନସିଟିର ପୋଲିସ କମିଶନର ଭାବେ...
ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ୩୦ ଜଣ ବୈଜ୍ଞାନିକ ସମ୍ବର୍ଦ୍ଧିତ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=kSNecSGxF2M
ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୨୦୨୧ ଓ ୨୦୨୨ ମସିହା ପାଇଁ...
ଆସନ୍ତାକାଲିଠୁ ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ୍, ହାଇଦ୍ରାବାଦରେ ମୁହାଁମୁହିଁ ହେବ ଦୁଇ ଦଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି ଆରମ୍ଭ ହେଉଛି ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ୍। ଏଥିପାଇଁ ପ୍ରସ୍ତୁତ ହୋଇଛି ଭାରତୀୟ ଦଳ। ହାଇଦ୍ରାବାଦର ରାଜୀବ ଗାନ୍ଧୀ ଷ୍ଟାଡିୟମରେ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ଖେଳାଯିବ। ସିରିଜ୍ ପାଇଁ ଦଳରେ...
କଂଗ୍ରେସରେ ଯୋଗ ଦେଲେ ବଳଭଦ୍ର ମାଝି
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେଡିର ପୂର୍ବତନ ବିଧାୟକ ବଳଭଦ୍ର ମାଝି ବୁଧବାର ଦିନ କଂଗ୍ରେସରେ ଯୋଗ ଦେଇଛନ୍ତି। କଳାହାଣ୍ଡି ଜିଲ୍ଲା ସଦର ମହକୁମା ଭବାନୀପାଟଣାରେ ଆୟୋଜିତ କଂଗ୍ରେସର ମିଶ୍ରଣ ପର୍ବରେ ନିଜ ସମର୍ଥକଙ୍କ ସହ ବଳଭଦ୍ର...
ପୁରୀ ଜିଲ୍ଲା ସତ୍ୟବାଦୀରେ ଲୋକାର୍ପିତ ହେଲା ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଜିଲ୍ଲା ସତ୍ୟବାଦୀରେ ଲୋକାର୍ପିତ ହୋଇଛି ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଏହାର ଉଦଘାଟନ କରିଛନ୍ତି। ଏଠାରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବା...
ଓଡ଼ିଶା ବାୟୋଟେକ୍ନୋଲୋଜି ନୀତି ୨୦୨୪: ରାଜ୍ୟରେ ବାୟୋ-ଅର୍ଥନୀତିର ନୂଆ ଚାବିକାଠି
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ଆସିବାକୁ ଯାଉଛି ନୂଆ ବାୟୋଟେକ୍ନୋଲୋଜି ନୀତି। ନିକଟରେ ହୋଇଥିବା ରାଜ୍ୟ କ୍ୟାବିନେଟ ବୈଠକରେ ଓଡ଼ିଶା ବାୟୋଟେକ୍ନୋଲୋଜି ନୀତି ୨୦୨୪କୁ ମଞ୍ଜୁରୀ ମିଳିଛି। ଓଡ଼ିଶାରେ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ବ୍ୟାପକ ପୁଞ୍ଜିନିବେଶ ସହ...





















