ବାଙ୍ଗିରିପୋଷି ଦ୍ଵାରଶୁଣୀ ଘାଟି ଦୁର୍ଘଟଣା: ମୃତକଙ୍କ ପରିବାର ଲାଗି ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି...
ଓଡ଼ିଶାଲାଇଭ୍ ବ୍ୟୁରୋ
ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦ୍ଵାରଶୁଣୀ ଘାଟିରେ ବୁଧବାର ସକାଳେ ଯାତ୍ରାପାର୍ଟି ଟ୍ରକ୍ ଓଲଟି ୬ ଜଣଙ୍କର ମୃତ୍ୟୁକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ମୃତକଙ୍କ ଶୋକସନ୍ତପ୍ତ...
ଇଣ୍ଡିଆ ମେଣ୍ଟକୁ ଝଟ୍କା: ମମତାଙ୍କ ଘୋଷଣା ଏକଲା ନିର୍ବାଚନ ଲଢ଼ିବ ଟିଏମସି
ଓଡ଼ିଶାଲାଇଭ୍ ବ୍ୟୁରୋ
ବିରୋଧୀଙ୍କ ମହାମେଣ୍ଟ ‘ଇଣ୍ଡିଆ’କୁ ବଡ଼ ଝଟ୍କା। କାରଣ ପଶ୍ଚିମବଙ୍ଗରୁ ଟିଏମସି ଏକଲା ନିର୍ବାଚନ ଲଢ଼ିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ।
ଲୋକସଭା ନିର୍ବାଚନ ପୂର୍ବରୁ ବିରୋଧୀଙ୍କ ମହାମେଣ୍ଟ ‘ଇଣ୍ଡିଆ’କୁ ପଶ୍ଚିମବଙ୍ଗରୁ...
ବାଙ୍ଗିରିପୋଷି ଦ୍ଵାରଶୁଣୀ ଘାଟିରେ ଓଲଟିଲା ଯାତ୍ରାପାର୍ଟି ଟ୍ରକ, ୬ ଜଣଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦ୍ଵାରଶୁଣୀ ଘାଟିରେ ବୁଧବାର ସକାଳେ ଗୋଟିଏ ଯାତ୍ରାପାର୍ଟି ଟ୍ରକ୍ ଓଲଟି ପଡ଼ିବାରୁ ୬ ଜଣଙ୍କର ମୃତ୍ୟୁ ହୋଇଛି। ଏହି ମର୍ମନ୍ତୁତ ଦୁର୍ଘଟଣାରେ ଗୁରୁତର ଆହତ ବ୍ୟକ୍ତିଙ୍କୁ ଚିକିତ୍ସା ପାଇଁ...
ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା, ୨ ଦିନ ପରେ ବଦଳିବ ପାଗ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏବେ ବିଭିନ୍ନ ସ୍ଥାନରେ ବର୍ଷା ସହ ପାଗ କୋହଲା ରହୁଛି। ଏହାଫଳରେ ରାଜ୍ୟରେ ଅଧିକ ଥଣ୍ଡା ଅନୁଭୂତ ହେଉଛି। ଆଗାମୀ ୨ ଦିନ ଯାଏଁ ରାଜ୍ୟର ଅନେକ ସ୍ଥାନରେ ବର୍ଷା...
ଆସାମରେ କଂଗ୍ରେସର ଭାରତ ଯୋଡ଼ ନ୍ୟାୟ ଯାତ୍ରାବେଳେ ହିଂସା, ରାହୁଲ ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ
ଓଡ଼ିଶାଲାଇଭ୍ ବ୍ୟୁରୋ
କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ବିରୋଧରେ ଆସାମରେ ମାମଲା ରୁଜୁ ହୋଇଛି। ଆସାମରେ କଂଗ୍ରେସର ଭାରତ ଯୋଡ଼ ନ୍ୟାୟ ଯାତ୍ରାବେଳେ ସେଠାରେ ହିଂସା ସୃଷ୍ଟି କରିବା ଏବଂ ସର୍ବସାଧାରଣ ସମ୍ପତ୍ତି ନଷ୍ଟ...
ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ମିଳିବ ଭାରତରତ୍ନ ସମ୍ମାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ମିଳିବ ଭାରତରତ୍ନ ସମ୍ମାନ। ମରଣୋତ୍ତର ଭାବେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। ଏ ନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ଜାରି କରାଯାଇଛି।
ଜାନୁଆରି ୨୪...
କେନ୍ଦୁଝର: ପାଇପ ଲାଇନ ମରାମତି ବେଳେ ମାଟି ଅତଡ଼ା ଧସି ୨ ଶ୍ରମିକଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଅନ୍ତର୍ଗତ କମାରଜୋଡ଼ାଠାରେ ପାଇପ ଲାଇନ ମରାମତି କାମ ଚାଲିଥିବା ବେଳେ ମାଟି ଅତଡ଼ା ଧସି ଦୁଇଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ତଲକହଟିଙ୍ଗ ଅଞ୍ଚଳର...
କୋରାପୁଟ: ଚିକିତ୍ସା ଅଭାବରୁ ହରିଣର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ନିକଟ ପାହାଡ଼ରୁ ଗୁଣ୍ଠାଗୁଡ଼ା ଗ୍ରାମ ଆଡ଼କୁ ଆସିଥିବା ଗୋଟିଏ ଗର୍ଭବତୀ ହରିଣର ଚିକିତ୍ସା ଅଭାବରୁ ମୃତ୍ୟୁ ହୋଇଛି।
ମଙ୍ଗଳବାର ଦିନ ଗୋଟିଏ ହରିଣ ଗୁଣ୍ଠାଗୁଡ଼ା ଗ୍ରାମ ନିକଟରେ...
ପୁରୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କଲେ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପୁରୀ ଗସ୍ତ କରିଛନ୍ତି। ପୁରୀରେ ପହଞ୍ଚି ପ୍ରଥମେ ସେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ଶ୍ରୀମନ୍ଦିରରେ ଦର୍ଶନ ସାରି ସେ ପରିକ୍ରମା ପ୍ରକଳ୍ପ ଓ ଶ୍ରୀଜଗନ୍ନାଥବଲ୍ଲଭ...
ବୌଦ୍ଧରୁ ୧୪୩ କେଜି ଗଞ୍ଜେଇ ଜବତ, ଜଣେ ଗିରଫ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲା ପୁରୁଣା କଟକ ଥାନା ଅନ୍ତର୍ଗତ କଳାଖଣ୍ଡି ଗ୍ରାମ ନିକଟରୁ ମଙ୍ଗଳବାର ଦିନ ପୋଲିସର ସ୍ପେସାଲ ଟାସ୍କ ଫୋର୍ସ (ଏସଟିଏଫ) ପ୍ରାୟ ୧୪୩ କେଜି ଗଞ୍ଜେଇ...





















