ଓଡ଼ିଶାରେ ଆଇଏଏସ୍ ସ୍ତରରେ ବଡ଼ ଅଦଳବଦଳ, ୧୭ ଜିଲ୍ଲାରେ ନୂଆ ଜିଲ୍ଲାପାଳଙ୍କୁ ଦାୟିତ୍ଵ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି। ରାଜ୍ୟର ୪୧ ଜଣ ଆଇଏଏସ୍ ଅଧିକାରୀଙ୍କୁ ନୂଆ ଦାୟିତ୍ଵ ଦେଇଛନ୍ତି ଓଡ଼ିଶା ସରକାର। ଏହି କ୍ରମରେ ୧୭ଟି ଜିଲ୍ଲାରେ ନୂଆ ଜିଲ୍ଲାପାଳଙ୍କୁ...

ମୟୂରଭଞ୍ଜରେ ଜିଲ୍ଲାସ୍ତରୀୟ କ୍ରୀଡ଼ା ଉତ୍ସବ ଉଦଯାପିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ରାଜ୍ୟ ସରକାରଙ୍କ ଆମ ଓଡ଼ିଶା ନବୀନ ଓଡ଼ିଶା ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାରେ ଜାନୁଆରି ୧୭ ତାରିଖରୁ ଆରମ୍ଭ ହୋଇଥିବା ଜିଲ୍ଲାସ୍ତରୀୟ କ୍ରୀଡ଼ା ଉତ୍ସବ ଉଦଯାପିତ ହୋଇଯାଇଛି। ରବିବାର...

ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ୍: ପ୍ରଥମ ୨ ମ୍ୟାଚରୁ ଓହରିଲେ ବିରାଟ କୋହଲୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ଓ ଇଂଲଣ୍ଡ ମଧ୍ୟରେ ଜାନୁଆରି ୨୫ ତାରିଖରୁ ଆରମ୍ଭ ହେଉଛି ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ୍। ତେବେ ଏହାର ପ୍ରଥମ ୨ଟି ମ୍ୟାଚ ଖେଳିବେନି ବିରାଟ କୋହଲୀ। ସେ...

ଓଡ଼ିଶାର ୨୦ ଜଣ ପୋଲିସଙ୍କୁ ରାଜ୍ୟପାଳ ପଦକ, ସାଧାରଣତନ୍ତ୍ର ଦିବସରେ ହେବେ ସମ୍ମାନିତ

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୪ ସାଧାରଣତନ୍ତ୍ର ଦିବସରେ ରାଜ୍ୟର ୨୦ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମିଳିବ ସମ୍ମାନଜନକ ରାଜ୍ୟପାଳ ପୋଲିସ ପଦକ। ଏନେଇ ୭ଟି ବିଭାଗରେ ରାଜ୍ୟପାଳ ପୋଲିସ ପଦକ ପାଇଁ ତାଲିକା...

ଫୁଲନଖରାଠାରେ ସମ୍ ହସ୍ପିଟାଲର ଦ୍ଵିତୀୟ କ୍ୟାମ୍ପସ ଉଦଘାଟିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): କଟକ-ଭୁବନେଶ୍ୱର ମଝି ଫୁଲନଖରାଠାରେ ନିର୍ମିତ ଆଇଏମଏସ ଓ ସମ ହସ୍ପିଟାଲର ଦ୍ୱିତୀୟ କ୍ୟାମ୍ପସକୁ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟର ରୋଗୀଙ୍କୁ ଏହି ହସ୍ପିଟାଲ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ...

ଓଡ଼ିଶାରେ ଜାରି ରହିଛି ଶୀତଲହରୀ, ଆସନ୍ତାକାଲି ଘନ କୁହୁଡ଼ି ପାଇଁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଶୀତଲହରୀ ଜାରି ରହିଥିବାବେଳେ କିଛି ସ୍ଥାନରେ ବର୍ଷା ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ତାପମାତ୍ରା କମିବା ସହ କୋହଲା ପାଗ ସହ ଲାଗିରହିଛି। ତେବେ ଆଗକୁ ୨ରୁ ୩ ଦିନ...

ଶୁଭ ମୁହୂର୍ତ୍ତରେ ସମ୍ପନ୍ନ ହେଲା ଶ୍ରୀରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା

ଓଡ଼ିଶାଲାଇଭ୍ ବ୍ୟୁରୋ ସବୁ ପ୍ରତୀକ୍ଷାର ଅନ୍ତ ହେଲା। ଶୁଭ ମୁହୂର୍ତ୍ତରେ ଗର୍ଭଗୃହରେ ସମ୍ପନ୍ନ ହୋଇଛି ଶ୍ରୀରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ। ୪୮ ସେକେଣ୍ଡର ଶୁଭ ମୁହୂର୍ତ୍ତରେ ଶ୍ରୀରାମଲାଲାଙ୍କ ବିଗ୍ରହରେ ପ୍ରାଣ ପ୍ରତିଷ୍ଠା କରାଯାଇଛି। ପ୍ରଧାନମନ୍ତ୍ରୀ...

ସାମାଜିକ ଓ ଅର୍ଥନୈତିକ ବିକାଶରେ କୃଷିର ଭୂମିକା ଗୁରୁତ୍ୱପୂର୍ଣ୍ଣ, ଜାଣନ୍ତୁ ଓଡ଼ିଶାରେ କୃଷି କ୍ଷେତ୍ରର ସ୍ଥିତି

ଭାସ୍କର ପରିଚ୍ଛା ଦେଶ ତଥା ରାଜ୍ୟର ସାମାଜିକ ଓ ଅର୍ଥନୈତିକ ବିକାଶରେ କୃଷି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଓଡ଼ିଶାର ଅର୍ଥନୀତିରେ କୃଷି କ୍ଷେତ୍ରର ବିଶେଷ ପ୍ରଭାବ ରହିଛି। ତେବେ କିଛି...

ଆଜି ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା, ଉତ୍ସବମୁଖର ସମଗ୍ର ଅଯୋଧ୍ୟା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଅଯୋଧ୍ୟାର ରାମ ମନ୍ଦିରରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହେବାକୁ ଯାଉଛି। ଏହି ଅବସରରେ ସାରା ଅଯୋଧ୍ୟା ନଗରୀ ଉତ୍ସବମୁଖର ହୋଇଉଠିଛି। ଏଠାକୁ ଦେଶର କୋଣ ଅନୁକୋଣରୁ ଭକ୍ତଙ୍କ ସୁଅ...

ଭାରତୀୟ ରେଳବାଇରେ ୫୬୯୬ଟି ‘ଆସିଷ୍ଟାଣ୍ଟ ଲୋକୋ ପାଇଲଟ’ ପଦବୀରେ ନିଯୁକ୍ତି ସୁଯୋଗ, ଆବେଦନ ଶେଷ ତାରିଖ ଫେବ୍ରୁଆରି ୧୯

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ରେଳବାଇ ପକ୍ଷରୁ ଅନେକ ଆସିଷ୍ଟାଣ୍ଟ ଲୋକୋ ପାଇଲଟ (ଏଏଲପି) ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ରେଳବାଇର ବିଭିନ୍ନ ଜୋନରେ ଆରଆରବି ଅଧୀନରେ ୫,୬୯୬ଟି ଏଏଲପି ପଦବୀ ପୂରଣ...