ଓଡ଼ିଶାରେ ଜାରି ରହିବ ଘନ କୁହୁଡ଼ି, ୬ ଦିନ ଯାଏଁ ବର୍ଷା!
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଗାମୀ ୩ ଦିନ ଯାଏଁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ିର ସମ୍ଭାବନା ରହିଛି। ଜାନୁଆରି ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଥିବା...
ବୌଦ୍ଧ ସୀମାନ୍ତ ରାଣୀପଥର ଗ୍ରାମରୁ କଲରାପତରିଆ ବାଘଛାଲ ଜବତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ-କନ୍ଧମାଳ ସୀମାନ୍ତ ରାଣୀପଥର ଗ୍ରାମରୁ କଲରାପତରିଆ ବାଘଛାଲ ଜବତ କରିଛି ସ୍ପେସାଲ ଟାସ୍କ ଫୋର୍ସ (ଏସଟିଏଫ)। ବେଆଇନ ଭାବେ କଲରାପତରିଆ ବାଘଛାଲ କାରବାର କରିବା ଅଭିଯୋଗରେ ଜଣକୁ...
ଓଡ଼ିଶାରେ ନିର୍ମାଣ ହେବ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ, ଖର୍ଚ୍ଚ ହେବ ୪୬୦୦ କୋଟି ଟଙ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ନିର୍ମାଣ ହେବ। ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସବୁ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିପାଇଁ ୪,୬୦୦ କୋଟି...
ସାନିଆ ମିର୍ଜାଙ୍କଠାରୁ ଅଲଗା ହେବା ପରେ ତୃତୀୟ ବିବାହ କଲେ ସୋଏବ ମଲିକ
ଓଡ଼ିଶାଲାଇଭ୍ ବ୍ୟୁରୋ
ସାନିଆ ମିର୍ଜାଙ୍କଠାରୁ ଅଲଗା ହେବା ପରେ ପୁଣି ଥରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ପାକିସ୍ତାନ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ସୋଏବ ମଲିକ। ତୃତୀୟ ଥର ପାଇଁ ସୋଏବ ପାକିସ୍ତାନୀ...
ରୋଗୀଙ୍କୁ ଆଣ୍ଟିବାୟୋଟିକ୍ ଦେବା ପାଇଁ କାରଣ ସ୍ପଷ୍ଟ କରିବେ ଡାକ୍ତର, ବିନା ପ୍ରେସକ୍ରିପସନରେ ମିଳିବନି ଔଷଧ
ଓଡ଼ିଶାଲାଇଭ୍ ବ୍ୟୁରୋ
ଏବେ ରୋଗୀଙ୍କୁ ଆଣ୍ଟିବାୟୋଟିକ୍ ଦେବା ପାଇଁ ପ୍ରେସକ୍ରିପସନରେ କାରଣ ସ୍ପଷ୍ଟ କରିବେ ଡାକ୍ତର। ସେମାନେ ରୋଗୀଙ୍କୁ ମନଇଚ୍ଛା ଆଣ୍ଟିବାୟୋଟିକ୍ ଦେଇପାରିବେ ନାହିଁ। ଏନେଇ ମେଡିକାଲ କଲେଜ ଓ ସବୁ ଡାକ୍ତରଙ୍କୁ କେନ୍ଦ୍ର...
ଓଡ଼ିଶା-ଛତିଶଗଡ଼ ସୀମାରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ମୃତ
ଓଡ଼ିଶାଲାଇଭ୍ ବ୍ୟୁରୋ
ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଶନିବାର ହୋଇଥିବା ଏହି ଏନକାଉଣ୍ଟରରେ ତିନି ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ...
ଜଳେଶ୍ଵରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ଦେହାନ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ବାଲେଶ୍ୱର ଜିଲ୍ଲା ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କର ଶନିବାର ସକାଳେ ଦେହାନ୍ତ ହୋଇଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ...
ଚିଲିକାରେ ଆରମ୍ଭ ହେଲା ଡଲଫିନ ଗଣନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଚିଲିକାରେ ଶନିବାର ସକାଳ ୬ଟାରୁ ଡଲଫିନ ଗଣନା ଆରମ୍ଭ ହୋଇଛି।
ଡଲଫିନ ଗଣନା ପାଇଁ ୧୮ଟି ଟିମ୍ ସାମିଲ ହୋଇଛନ୍ତି। ପ୍ରତି ଟିମରେ ୮ରୁ ୧୦ ଜଣ ସଦସ୍ୟ ରହିଛନ୍ତି। ଭିଡିଓଗ୍ରାଫି, ଫଟୋଗ୍ରାଫି,...
ଓଡ଼ିଶାରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ରୋକ ଲଗାଇଲେ ହାଇକୋର୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଚାଲିଥିବା କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଉପରେ ରୋକ ଲଗାଇଛନ୍ତି ହାଇକୋର୍ଟ। କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ଅଭିଯୋଗକୁ ନେଇ ହୋଇଥିବା ମାମଲାର ଶୁଣାଣି କରି ଶନିବାର ହାଇକୋର୍ଟ ନିଯୁକ୍ତି...
ପୂର୍ବତନ ସାଂସଦ ତଥା ଆଇପିଏସ୍ ଅଧିକାରୀ ଅନାଦି ଚରଣ ସାହୁଙ୍କ ପରଲୋକ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୂର୍ବତନ ସାଂସଦ ତଥା ଅବସରପ୍ରାପ୍ତ ଆଇପିଏସ୍ ଅଧିକାରୀ ଅନାଦି ଚରଣ ସାହୁଙ୍କ ପରଲୋକ ଘଟିଛି। ଶୁକ୍ରବାର କଟକ ସିଡିଏ ସ୍ଥିତ ବାସଭବନରେ ୮୪ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ...





















