ଭିଜିଲାନ୍ସ ଜାଲରେ ନୟାଗଡ଼ ଏମଭିଆଇ ପଞ୍ଚାନନ ବେହେରା

ଓଡ଼ିଶାଲାଇଭ୍ ବ୍ୟୁରୋ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ନୟାଗଡ଼ ଜିଲ୍ଲା ମୋଟର ଯାନ ନିରୀକ୍ଷକ (ଏମଭିଆଇ) ପଞ୍ଚାନନ ବେହେରାଙ୍କ ୭ଟି ଠିକଣା ଉପରେ ଭିଜିଲାନ୍ସ ବଭାଗ ପକ୍ଷରୁ ଏକକାଳୀନ ଚଉଢ଼ କରାଯାଇଛି।...

ନୂଆଦିଲ୍ଲୀ: ବର୍ଷ ୨୦୨୩ ପାଇଁ ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୩ ପାଇଁ ଭାରତୀୟ ଖେଳାଳିମାନଙ୍କୁ ମିଳିଲା ଜାତୀୟ କ୍ରୀଡ଼ା ପୁରସ୍କାର ବ୍ୟାଡମିଣ୍ଟନ ତାରକା ସାତ୍ତ୍ଵିକ ସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀଙ୍କୁ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର କ୍ରିକେଟର ମହମ୍ମଦ ଶାମିଙ୍କ ସହ ୨୬...

ବୌଦ୍ଧରେ ପୁଣି ମାଓବାଦୀ ପୋଷ୍ଟର

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧରେ ପୁଣି ଲାଗିଲା ମାଓବାଦୀ ପୋଷ୍ଟର। ଗଞ୍ଜେଇ ଚାଷକୁ ପ୍ରତ୍ସାହନ ଦେଉଥିବା ପୋଲିସକୁ ଟାର୍ଗେଟ କରି ଏହି ପୋଷ୍ଟର ଲଗାଯାଇଛି। ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ...

ବହୁ ପ୍ରତୀକ୍ଷିତ ମାମଲକାନଗିରି ବିମାନବନ୍ଦର ଉଦଘାଟିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଉଦଘାଟନ ହେଲା ବହୁ ପ୍ରତୀକ୍ଷିତ ମାଲକାନଗିରି ବିମାନବନ୍ଦର। ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ବିମାନବନ୍ଦରକୁ ଉଦଘାଟନ କରିଛନ୍ତି। ଉଦଘାଟନ ପରେ ମୁଖ୍ୟମନ୍ତ୍ରୀ ଟର୍ମିନାଲ-୨ ପରିଦର୍ଶନ କରିଥିଲେ। ମାଲକାନଗିରି ବିମାନବନ୍ଦର ଲୋକାର୍ପିତ...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକର୍ପଣ ପାଇଁ ସଜେଇ ହେଉଛି ପୁରୀ: ଅତିଥି ଦେଖିବେ ମହାରାଜା ପୁରୁଷୋତ୍ତମ ଦେବ ଓ...

ଭାସ୍କର ପରିଚ୍ଛା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ଶ୍ରୀକ୍ଷେତ୍ରରେ ଏକାଠି ହେବେ ଦେଶର ପ୍ରମୁଖ ଦେବପୀଠର ମୁଖ୍ୟ। ଏଥିରେ ବହୁ ଧର୍ମଗୁରୁ, ସାଧୁସନ୍ଥ, ବିଶିଷ୍ଟ ବ୍ୟକ୍ତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ବିଗତ...

ଓଡ଼ିଶାରେ ବଢ଼ୁଛି ବାୟୁ ପ୍ରଦୂଷଣ, ରାଜ୍ୟର ୬ ସହରରେ ସାଂଘାତିକ ସ୍ଥିତି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ବାୟୁ ପ୍ରଦୂଷଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ରାଜ୍ୟର ବଡ଼ ବଡ଼ ସହରରେ ବାୟୁ ପ୍ରଦୂଷଣର ମାତ୍ରା ସାଂଘାତିକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ତଥ୍ୟ...

ପଞ୍ଚମ ଥର ପାଇଁ ବାଂଲାଦେଶର ପ୍ରଧାନମନ୍ତ୍ରୀ ହେଲେ ଶେଖ୍ ହସିନା

ଓଡ଼ିଶାଲାଇଭ୍ ବ୍ୟୁରୋ ପଞ୍ଚମ ଥର ପାଇଁ ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି ଶେଖ୍ ହସିନା। ମୋଟ ୩୦୦ ଆସନରୁ ୨୨୩ଟି ଆସନରେ ହସିନାଙ୍କ ଦଳ ଆଓ୍ଵାମୀ ଲିଗ୍ ବିପୁଳ ବିଜୟ ହାସଲ କରିଛି। ବିଜୟ...

ଜୟପୁରରେ ଭାଲୁ ଆତଙ୍କ, ସନ୍ଧ୍ୟା ହେଲେ ପଡ଼ିଯାଉଛି ଲୋକଙ୍କ ତାଟି କବାଟ

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): କୋରାପୁଟ ଜିଲ୍ଲା ଜୟପୁରରେ ଦେଖିବାକୁ ମିଳିଛି ଭାଲୁ ଆତଙ୍କ। ଗତ ତିନିରୁ ଚାରିଦିନ ହେଲା ୪ଟି ଭାଲୁ ଜଙ୍ଗଲ ଛାଡ଼ି ଗାଁ ମୁହାଁ ହୋଇଛନ୍ତି। ଭାଲୁମାନେ ଜନବସତି ଆଡ଼କୁ ଆସୁଥିବାରୁ...

ଭାରତ-ମାଳଦ୍ୱୀପ କୂଟନୈତିକ ସମ୍ପର୍କରେ ତିକ୍ତତା, ସୋସିଆଲ ମିଡିଆରେ ଲାଗି ରହିଛି ‘ବୟକଟ୍ ମାଳଦ୍ୱୀପ’ ଟ୍ରେଣ୍ଡ

ଓଡ଼ିଶାଲାଇଭ୍ ବ୍ୟୁରୋ ଏବେ ମାଳଦ୍ୱୀପ ଓ ଭାରତ ମଧ୍ୟରେ ଥିବା କୂଟନୈତିକ ସମ୍ପର୍କରେ ତିକ୍ତତା ଦେଖାଦେଇଛି। ମାଳଦ୍ୱୀପ ସରକାରଙ୍କ କେତେକ ମନ୍ତ୍ରୀଙ୍କ ଭାରତ ବିରୋଧରେ ଅପମାନଜନକ ମନ୍ତବ୍ୟ ପରେ ଏହି ମାମଲା ଏବେ ଗୁରୁତର...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ବଳଭଦ୍ର ମାଝି

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ବଳଭଦ୍ର ମାଝି। ବିଜେଡିର ପ୍ରାଥମିକ ସଦସ୍ୟ ପଦବୀରୁ ସେ ଇସ୍ତଫା ଦେଇଛନ୍ତି। ସୋମବାର ଦିନ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିଜର...