ବୈଦେଶିକ ମନ୍ତ୍ରାଳୟର ନୂଆ ମୁଖପାତ୍ର ହେଲେ ରଣଧୀର ଜୈସୱାଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ବୈଦେଶିକ ମନ୍ତ୍ରାଳୟର ନୂଆ ମୁଖପାତ୍ର ହୋଇଛନ୍ତି ରଣଧୀର ଜୈସୱାଲ। ତାଙ୍କୁ ବର୍ତ୍ତମାନ ମନ୍ତ୍ରାଳୟର ମୁଖପାତ୍ର ଥିବା ଅରିନ୍ଦମ ବାଗଚିଙ୍କ ସ୍ଥାନରେ ଏହି ନୂଆ ଦାୟିତ୍ଵ ମିଳିଛି। ଏନେଇ ବୈଦେଶିକ ମନ୍ତ୍ରାଳୟ...
ଦ୍ଵିତୀୟ ଟେଷ୍ଟରେ ଟିମ୍ ଇଣ୍ଡିଆର ଘାତକ ବୋଲିଂ, ଦକ୍ଷିଣ ଆଫ୍ରିକା ୫୫ ରନରେ ଅଲଆଉଟ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ଵିତୀୟ ଟେଷ୍ଟ ମ୍ୟାଚ ବୁଧବାରଠାରୁ ଆରମ୍ଭ ହୋଇଛି। କେପଟାଉନରେ ଖେଳାଯାଉଥିବା ଏହି ଟେଷ୍ଟରେ ଦକ୍ଷିଣ ଆଫ୍ରିକା ବଡ଼ ବ୍ୟାଟିଂ ବିପର୍ଜୟର ସାମ୍ନା କରିଛି। ଟିମ୍...
ବଢ଼ୁଛି କୋଭିଡ ମାମଲା: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭ ଛୁଇଁଲା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଦିନକୁ ଦିନ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ସକ୍ରିୟ ମାମଲା...
ଆଦାନୀ-ହିଣ୍ଡେନବର୍ଗ ମାମଲା: ସେବି ତଦନ୍ତରେ ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଦାନୀ-ହିଣ୍ଡେନବର୍ଗ ମାମଲାରେ ‘ସିକ୍ୟୁରିଟିଜ୍ ଆଣ୍ଡ୍ ଏକ୍ସଚେଞ୍ଜ୍ ବୋର୍ଡ ଅଫ୍ ଇଣ୍ଡିଆ’ (ସେବି) ଚଳାଇଥିବା ତଦନ୍ତରେ ହସ୍ତକ୍ଷେପ କରିବାକୁ ମନା କରିଛନ୍ତି ସୁପ୍ରିମକୋର୍ଟ। ବୁଧବାର ଉକ୍ତ ପ୍ରସଙ୍ଗରେ ଆବେଦନର ଶୁଣାଣି କରି ସର୍ବୋଚ୍ଚ...
ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ପୁଣି ଜଣେ ଆହତଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱର ପାଣ୍ଡରାସ୍ଥିତ ହାଇଟେକ୍ ହସ୍ପିଟାଲର ତୃତୀୟ ମହଲାରେ ଗତ ବର୍ଷ ଡିସେମ୍ବର ୨୯ ତାରିଖରେ ବିସ୍ଫୋରଣ ଘଟି ୪ ଜଣ ଗୁରୁତର ଆହତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ପୁଣି ଜଣେ ଆହତଙ୍କର...
ଓଡ଼ିଶାରେ ନର୍ସିଂ, ଫାର୍ମାସି ଓ ଆଲାଏଡ ମେଡିକାଲ ଛାତ୍ରଛାତ୍ରୀଙ୍କ ବଢ଼ିଲା ମାସିକ ଷ୍ଟାଇପେଣ୍ଡ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ନର୍ସିଂ, ଫାର୍ମାସି ତଥା ଆଲାଏଡ ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ବୃଦ୍ଧି ହୋଇଛି। ଏହି ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁମୋଦନ ମିଳିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର...
ଓଡ଼ିଶାରେ ବଢ଼ୁଛି କୁହୁଡ଼ି, ୧୧ ଜିଲ୍ଲାରେ ଜାରି ହେଲା ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏବେ ଶୀତ କମୁଥିବାବେଳେ କୁହୁଡ଼ି ବଢ଼ିବାରେ ଲାଗିଛି। କିଛି ଦିନ ଧରି ରାଜ୍ୟର ଅଧିକାଂଶ ଅଞ୍ଚଳରେ ସକାଳୁ ଘନ କୁହୁଡ଼ି ପଡ଼ୁଥିବା ଦେଖିବାକୁ ମିଳୁଛି। ଏଥିପାଇଁ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ...
ଖୋର୍ଦ୍ଧାରେ ଚାଞ୍ଚଲ୍ୟ: ଲୁହାଛଡ଼ରେ ମୁଣ୍ଡକୁ ପିଟି ସାଙ୍ଗକୁ ହତ୍ୟା!
ଓଡ଼ିଶାଲାଇଭ୍ ବ୍ୟୁରୋ
ଦୀର୍ଘ ଦିନ ହେଲା ଯେଉଁ ସାଙ୍ଗ ସହ ଗୋଟିଏ ଘରେ ରହିଆସୁଥିଲା, ସେହି ସାଙ୍ଗକୁ ଅତିନିର୍ମମ ଭାବେ ଏକ ଲୁହା ଛଡ଼ରେ ମୁଣ୍ଡକୁ ପିଟିପିଟି ହତ୍ୟା କଲା ସାଙ୍ଗ। ଏଭଳି ଅଭିଯୋଗ...
୩୦ ବର୍ଷରେ ପାଦ ଥାପିଛି ବୌଦ୍ଧ ଜିଲ୍ଲା
ଓଡ଼ିଶାଲାଇଭ୍ ବ୍ୟୁରୋ
(ବୌଦ୍ଧରୁ ଦେବବ୍ରତ ଦାଶ): ୩୦ ବର୍ଷରେ ପାଦ ଥାପିଛି ବୌଦ୍ଧ ଜିଲ୍ଲା। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରୟାସରେ ୧୯୯୪ ମସିହା ଜାନୁଆରି ୨ ତାରିଖରେ ଅଭିବକ୍ତ କନ୍ଧମାଳ ଜିଲ୍ଲାରୁ ଅଲଗା...
ଶ୍ରୀରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସାମିଲ ହେବାକୁ ଅଯୋଧ୍ୟାରୁ ଶ୍ରୀକ୍ଷେତ୍ରକୁ ଆସିଲା ନିମନ୍ତ୍ରଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୌଷ ମାସ ଦ୍ୱାଦଶୀ ତିଥିରେ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ରଙ୍କ ଜନ୍ମ ସ୍ଥାନରେ ଶ୍ରୀରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ସମ୍ପନ୍ନ ହେବ। ଏହି ଭବ୍ୟ ସମାରୋହରେ ସାମିଲ ହେବା ଲାଗି ମଙ୍ଗଳବାର ଦିନ...





















