ବୁର୍ଲା ମେଡିକାଲରେ ହେଲା ବୋରୱେଲରୁ ଉଦ୍ଧାର ଶିଶୁ କନ୍ୟାର ନାମକରଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଥାନା ଅନ୍ତର୍ଗତ ଲାରିପାଲି ଗାଁ ନିକଟ ଜଙ୍ଗଲରେ ଥିବା ପରିତ୍ୟକ୍ତ ବୋରୱେଲରୁ ଉଦ୍ଧାର ହୋଇଥିବା ଶିଶୁ କନ୍ୟାର ଏକୋ ଏକୋଇଶିଆ ସହ ନାମକରଣ କରାଯାଇଛି। ବୁର୍ଲା ଭୀମସାର...
ନୂଆବର୍ଷରେ ଶକ୍ତିଶାଳୀ ଭୂମିକମ୍ପରେ ଥରିଲା ଜାପାନ, ବଡ଼ଧରଣର ସୁନାମି ପାଇଁ ଆଲର୍ଟ ଜାରି
ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆବର୍ଷରେ ଶକ୍ତିଶାଳୀ ଭୂମିକମ୍ପରେ ଥରିଯାଇଛି ଜାପାନ। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୬ ରହିଥିଲା। ତେବେ ଭୂମିକମ୍ପରେ କୌଣସି ଲୋକଙ୍କ ଜୀବନହାନି ହୋଇନଥିଲେ ମଧ୍ୟ ଦେଶରେ ବଡ଼ ସୁନାମି ଆସିବାର ଆଶଙ୍କା...
ରାଜ୍ୟରେ ବଢ଼ୁଛି କୋଭିଡ ମାମଲା: ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଛୁଇଁଲା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଧୀରେ ଧୀରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ସକ୍ରିୟ ମାମଲା...
ଜାନୁଆରି ୪ରୁ ଚିଲିକାରେ ପକ୍ଷୀ ଗଣନା, ନିୟୋଜିତ ହେବେ ୨୧ଟି ଟିମ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଚିଲିକା ହ୍ରଦରେ ଜାନୁଆରି ୪ ତାରିଖରୁ ଆରମ୍ଭ ହେବ ପକ୍ଷୀ ଗଣନା। ଏଥିରେ ୨୧ଟି ଟିମ୍ ନିୟୋଜିତ ହେବେ। ଚଳିତ ଶୀତ ଋତୁରେ ହ୍ରଦକୁ କେତେ ସଂଖ୍ୟାରେ ବିଦେଶୀ ପକ୍ଷୀ ଆସିଛନ୍ତି...
ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟଣା: ସ୍ଵାମୀଙ୍କ ଅକାଳ ବିୟୋଗ ପରେ ଆତ୍ମହତ୍ୟା କଲେ ସ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱର ପାଣ୍ଡରାସ୍ଥିତ ହାଇଟେକ୍ ହସ୍ପିଟାଲର ତୃତୀୟ ମହଲାରେ ଗତ ବର୍ଷ ଡିସେମ୍ବର ୨୯ ତାରିଖରେ ଏସିରେ ଗ୍ୟାସ ଫିଲିଂ ବେଳେ ବିସ୍ଫୋରଣ ଘଟି ୪ ଜଣ ଗୁରୁତର ଭାବେ ଆହତ ହୋଥିଲେ।...
ଭୁବନେଶ୍ଵର ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆବର୍ଷରେ ବହୁ ପ୍ରତୀକ୍ଷିତ ଭୁବନେଶ୍ଵର ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ ହୋଇଛି। ସୋମବାର ବାରଙ୍ଗରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପର ପ୍ରଥମ...
ବରିଷ୍ଠ ନେତା ଡକ୍ଟର ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ହଟାଇଲା ବିଜେଡି
ଓଡ଼ିଶାଲାଇଭ୍ ବ୍ୟୁରୋ
ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଡକ୍ଟର ଦାମୋଦର ରାଉତଙ୍କ ଉପରୁ ସୋମବାର ଦିନ ବହିଷ୍କାର ଆଦେଶ ହଟାଇଲା ବିଜୁ ଜନତା ଦଳ। ନୂଆ ବର୍ଷ ଅବସରରେ ବିଜେଡି ସୁପ୍ରିମୋ ନବୀନ...
ନୂଆବର୍ଷରେ ଇସ୍ରୋର ନୂଆ ମହାକାଶ ମିଶନ, ସଫଳତାର ସହ ଲଞ୍ଚ ହେଲା ‘ଏକ୍ସପୋସାଟ୍’
ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆବର୍ଷରେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଲଞ୍ଚ କରିଛି ୨୦୨୪ର ପ୍ରଥମ ମହାକାଶ ମିଶନ। ସୋମବାର ସକାଳ ୯ଟା ୧୦ରେ ଇସ୍ରୋ ପକ୍ଷରୁ ଏକ୍ସ-ରେ ପୋଲାରିମେଟ୍ରି ସାଟେଲାଇଟ୍ ବା ଏକ୍ସପୋସାଟକୁ...
ଆଜି ନୂଆବର୍ଷ: ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ନୂଆବର୍ଷ। ଏହି ଅବସରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସକାଳୁ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ଜମିଛି। ସମସ୍ତେ ଧାଡ଼ିରେ ଯାଇ ବଡ଼ଠାକୁରଙ୍କ ଦର୍ଶନ କରୁଛନ୍ତି। ଏଥିପାଇଁ ଶ୍ରୀମନ୍ଦିରରେ ସବୁ ବ୍ୟବସ୍ଥା...
ଆସିଛି ନୂଆବର୍ଷ ୨୦୨୪, ସଭିଙ୍କ ପାଇଁ ଆଣିଛି ନୂଆ ସମ୍ଭାବନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଡିସେମ୍ବର ୩୧ ତାରିଖ ରାତି ୧୨ଟା। ବଦଳିଛି କ୍ୟାଲେଣ୍ଡର। ସବୁ ଅପେକ୍ଷାର ଅନ୍ତ ହୋଇ ଆସିଛି ନୂଆବର୍ଷ ୨୦୨୪। ଖୁବ ଧୁମଧାମରେ ନୂଆବର୍ଷକୁ ସ୍ଵାଗତ କରୁଛନ୍ତି ସଭିଏଁ।
ନୂଆବର୍ଷକୁ ସ୍ଵାଗତ କରିବା ପୂର୍ବରୁ...





















