କଶ୍ମୀରର ମୋଷ୍ଟ ଓ୍ଵାଣ୍ଟେଡ ସଇଦ ଈଶାନ ବୁଖାରୀ ଯାଜପୁରରୁ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ କ୍ରାଇମବ୍ରାଞ୍ଚ ଏସଟିଏଫ କବ୍ଜାରେ କଶ୍ମୀରର ମୋଷ୍ଟ ଓ୍ଵାଣ୍ଟେଡ ସଇଦ ଈଶାନ ବୁଖାରୀ। କେତେବେଳେ ନିଜକୁ ଡାକ୍ତର ତ କେତେବେଳେ ପିଏମଓ ଅଫିସର କର୍ମଚାରୀ ଭାବେ ପରିଚୟ ଦେଇ ଦୀର୍ଘ ୫ ବର୍ଷ...

ଆସନ୍ତାକାଲିଠାରୁ ଭାରତ-ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜ୍, ଟିମ୍ ଇଣ୍ଡିଆର ଯୁବ ଖେଳାଳିଙ୍କ ଉପରେ ରହିବ ନଜର

ଓଡ଼ିଶାଲାଇଭ୍ ବ୍ୟୁରୋ ରବିବାରରୁ ଆରମ୍ଭ ହେଉଛି ଭାରତ-ଦକ୍ଷିଣ ଆଫ୍ରିକା ଦିନିକିଆ କ୍ରିକେଟ୍ ସିରିଜ୍। ଏଥିପାଇଁ ଭାରତୀୟ ଦଳରେ ବହୁ ଯୁବ ଖେଳାଳିମାନଙ୍କୁ ସାମିଲ କରାଯାଇଛି। ସିରିଜରେ କେ ଏଲ ରାହୁଲ ଦଳର ନେତୃତ୍ୱ ନେବେ।...

ରାଉରକେଲାରେ ଝାଡ଼ାବାନ୍ତିରେ ୪ ଜଣଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲାରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଦୁଇଦିନରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ପ୍ରାୟ ୧୦୨ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ରାଉରକେଲା ଆଇଜିଏଚ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏ ନେଇ ଶନିବାର...

ପୁରୀ: ନୂଆବର୍ଷରୁ ଶ୍ରୀମନ୍ଦିରକୁ ପଲିଥିନ ନେବା ବାରଣ, କଡ଼ାକଡ଼ି ହେବ ନିୟମ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆବର୍ଷରୁ ଶ୍ରୀମନ୍ଦିର ଭିତରକୁ ନେଇ ହେବନି ପଲିଥିନ ବ୍ୟାଗ। ଶ୍ରୀମନ୍ଦିରକୁ ପଲିଥିନ ମୁକ୍ତ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ଏହାକୁ କଡ଼ାକଡ଼ି ଭାବେ ଲାଗୁ କରାଯିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ...

ବିଜୟ ଦିବସ: ଆଜିର ଦିନରେ ଭାରତ ଆଗରେ ଧରାଶାୟୀ ହୋଇଥିଲା ପାକିସ୍ତାନ

ଓଡ଼ିଶାଲାଇଭ୍ ବ୍ୟୁରୋ ୧୯୭୧ ମସିହାରେ ଭାରତ-ପାକିସ୍ତାନ ମଧ୍ୟରେ ହୋଇଥିବା ଘମାଘୋଟ ଯୁଦ୍ଧରେ ଡିସେମ୍ଵର ୧୬  ତାରିଖ ଦିନ ଧରାଶାୟୀ ହୋଇଥିଲା ପାକସ୍ତାନ, ବଡ଼ ବିଜୟ ହାସଲ କରିଥିଲା ଭାରତ। ୧୬ ଡିସେମ୍ଵର, ଭାରତୀୟ ଇତିହାସ ପୃଷ୍ଠାରେ ଏକ ସ୍ଵର୍ଣ୍ଣିମ ଦିନ। ଏହି ଦିନ ପାକିସ୍ତାନଠାରୁ...

ବୌଦ୍ଧ ଡିଷ୍ଟିଲାରି ସହ ସମ୍ପୃକ୍ତି ଅଭିଯୋଗରେ ଶକ୍ତି ମଲ୍ଟିଏୟାର ଆଣ୍ଡ ଲିମୋନେଡ କମ୍ପାନିରେ ଆୟକର ଚଢ଼ଉ

ଓଡ଼ିଶାଲାଇଭ୍ ବ୍ୟୁରୋ ମଦ ବ୍ୟବସାୟୀଙ୍କ କଳା ସଂମ୍ରାଜ୍ୟକୁ ନେଇ ଚାଲିଛି ଖୋଳତାଡ଼। ବୌଦ୍ଧ ଡିଷ୍ଟିଲାରି ପ୍ରାଇଭେଟ ଲିମିଟେଡ ସହ ସମ୍ପୃକ୍ତି ଅଭିଯୋଗରେ ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ରାୟନୃସିଂହପୁର ପଞ୍ଚାୟତ ମାଛିଆ ଗାଁରେ ଚାଲିଛି...

ପୁରୀ ଜିଲ୍ଲାରେ ନିର୍ମାଣ ହେବ ୭ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ, ଖର୍ଚ୍ଚ ହେବ ୧୪ କୋଟି ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଜିଲ୍ଲାର ୪ଟି ବ୍ଲକର ୭ଟି ଗ୍ରାମପଞ୍ଚାୟତରେ ନିର୍ମାଣ ହେବ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ। ଏହି ୭ଟି ବାତ୍ୟା ଆଶ୍ରୟସ୍ଥଳୀ ପାଇଁ ମୋଟ ୧୪ କୋଟି ଟଙ୍କା ଖର୍ଚ୍ଚ ହେବ। ଶନିବାର...

ଓଡ଼ିଶାରେ ବଢ଼ୁଛି ଶୀତ ପ୍ରକୋପ, ୧୦ ଡିଗ୍ରୀ ତଳେ ୬ ସହର

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ପାରଦ ଖସିବା ସହ ଶୀତ ବଢ଼ିବାରେ ଲାଗିଛି। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା କମିଛି। ଶୁକ୍ରବାର ରାତିରେ ଓଡ଼ିଶାର ୬ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା।...

ଆଜି ପବିତ୍ର ଧନୁ ସଂକ୍ରାନ୍ତି, ଶ୍ରୀମନ୍ଦିରରେ ଆରମ୍ଭ ହେଲା ପହିଲି ଭୋଗ ନୀତି

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ଧନୁ ସଂକ୍ରାନ୍ତି। ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ପହିଲି ଭୋଗ ନୀତି। ଏହା ମକର ସଂକ୍ରାନ୍ତି ଯାଏଁ ଚାଲିବ। ଏହାସହ ଆଜି ମହାପ୍ରଭୁଙ୍କ ପାଖରେ ଧନୁ ମୁଆଁ ମଧ୍ୟ...

ରାୟଗଡ଼ା ସହରରେ କଲେଜ ଛାତ୍ରଙ୍କୁ ହତ୍ୟା

ଓଡ଼ିଶାଲାଇଭ୍ ବ୍ୟୁରୋ (ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ରାୟଗଡ଼ା ସହରରେ ଜଣେ କଲେଜ ଛାତ୍ରଙ୍କୁ ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ହତ୍ୟା କରାଯାଇଛି। ମୃତକ ହେଉଛନ୍ତି ରାୟଗଡ଼ା ସ୍ଵୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ଦ୍ଵିତୀୟ...