ଡିସେମ୍ବର ୪ରେ ମିଜୋରାମ ବିଧାନସଭା ନିର୍ବାଚନ ଫଳାଫଳ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ତେଲେଙ୍ଗାନା ଏବଂ ମିଜୋରାମରେ ବିଧାନସଭା ନିର୍ବାଚନ ଶେଷ ହୋଇଥିବାବେଳେ ୪ଟି ରାଜ୍ୟରେ ନିର୍ବାଚନ ଫଳାଫଳ ଡିସେମ୍ବର ୩ ତାରିଖରେ ପ୍ରକାଶ ପାଇବ। କିନ୍ତୁ ମିଜୋରାମର ଭୋଟ ଗଣତି...

କଂଗ୍ରେସରେ ସାମିଲ ହେଲେ କୋରାପୁଟର ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ

ଓଡ଼ିଶାଲାଇଭ୍ ବ୍ୟୁରୋ କଂଗ୍ରେସରେ ସାମିଲ ହେଲେ କୋରାପୁଟର ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ। ଶନିବାର ଦିନ ଭୁବନେଶ୍ୱରସ୍ଥିତ କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ଜୟରାମ ପାଙ୍ଗୀ ଦଳରେ ଯୋଗ ଦେଇଛନ୍ତି। ଏହି...

ଭୋଟର ତାଲିକାରେ ଯୋଡ଼ି ହେଲେ ଓଡ଼ିଶାର ୫ ଲକ୍ଷରୁ ଅଧିକ ନୂଆ ଭୋଟର

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ସଜବାଜ ଆରମ୍ଭ କରିଛନ୍ତି ନିର୍ବାଚନ ଆୟୋଗ। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ସରିଛି। ଏଥିରେ ୫ ଲକ୍ଷରୁ ଅଧିକ ନୂଆ...

ବାରିପଦାରେ ପୋଖରୀରେ ବୁଡ଼ି ଭାଇ ଭଉଣୀଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ପୋଖରୀରେ ବୁଡ଼ି ଦୁଇ ଭାଇ ଭଉଣୀଙ୍କର ମୃତ୍ୟୁ ହୋଇଛି। ଏହିଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବାରିପଦା ଥାନା ମହୁଲିଆ ଗାଁ ମଝିସାହିରେ। ମୃତକମାନେ ହେଲେ ସ୍ଵର୍ଗତ ଲବ ମାଝିଙ୍କ...

ଇସ୍ରାଏଲ-ହମାସ ଯୁଦ୍ଧବିରତି ଶେଷ, ଗାଜାରେ ପୁଣି ଆରମ୍ଭ ହେଲା ବୋମା ବର୍ଷଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଇସ୍ରାଏଲ ଓ ହମାସ ମଧ୍ୟରେ ୭ ଦିନର ଯୁଦ୍ଧବିରତି ଶେଷ ହେବାପରେ ଗାଜାରେ ପୁଣି ଯୁଦ୍ଧ ଆରମ୍ଭ ହୋଇଛି। ଶୁକ୍ରବାର ଯୁଦ୍ଧବିରତି ଶେଷ ହେବାର ପ୍ରଥମ ୯୦ ମିନିଟ ମଧ୍ୟରେ ଇସ୍ରାଏଲ...

ଚାକିରିରୁ ବହିଷ୍କୃତ ହେଲେ ବୈପାରିଗୁଡ଼ା ଥାନା ଆଇଆଇସି ସୁଶାନ୍ତ କୁମାର ଶତପଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ ଦ୍ଵାରା ଗିରଫ ହୋଇଥିବା ବୈପାରୀଗୁଡ଼ା ଥାନା ଆଇଆଇସି ସୁଶାନ୍ତ କୁମାର ଶତପଥୀଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ପୋଲିସ ବାବୁ ଠୁଳ କରିଥିବା...

ପାରାଦୀପ: ଜାହାଜରୁ ୨୨୦ କୋଟି ଟଙ୍କାର କୋକେନ୍ ଜବତ ମାମଲା, ତନାଘନା କରୁଛି ଏନସିବି

ଓଡ଼ିଶାଲାଇଭ୍ ବ୍ୟୁରୋ ପାରାଦୀପ ବନ୍ଦରରେ ଜାହାଜରୁ ୨୨୦ କୋଟି ଟଙ୍କାର କୋକେନ୍ ଜବତ ହେବା ସରା ରାଜ୍ୟରେ ଚହଳ ସୃଷ୍ଟି କରିଛି। ଏହି ବେଆଇନ ନିଶା ଦ୍ରବ୍ୟର ଚୋରଚାଲାଣ ଉପରୁ ପରଦା ହଟାଇବା ପାଇଁ...

ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ବୋସ୍‌ ଇଞ୍ଜିନିୟରିଂ କଲେଜର ଶତବାର୍ଷିକୀ ଓ ବିପିଏଫଟିଆଇର ୨୫ତମ ପୂର୍ତ୍ତି ଉତ୍ସବ ଲାଗି ପ୍ରସ୍ତୁତି...

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): କଟକସ୍ଥିତ ବୋସ୍‌ ଇଞ୍ଜିନିୟରିଂ କଲେଜର ଶତବାର୍ଷିକୀ ଉତ୍ସବ ଏବଂ ବିଜୁ ପଟ୍ଟନାୟକ ଫିଲ୍ମ ଆଣ୍ଡ ଟେଲିଭିଜନ ଇନଷ୍ଟିଚ୍ୟୁଟ ଅଫ୍‌ ଓଡ଼ିଶାର (ବିପିଏଫଟିଆଇଓ) ୨୫ତମ ପୂର୍ତ୍ତି ଉତ୍ସବ ଖୁବଶୀଘ୍ର ପାଳନ କରାଯିବ।...

ଆନ୍ଧ୍ରପ୍ରଦେଶରେ ଉପକୂଳ ଛୁଇଁବ ସମ୍ଭାବ୍ୟ ବାତ୍ୟା, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ!

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେବ। ଏହା ସୋମବାର ସନ୍ଧ୍ୟାରେ...

ଜାନୁଆରି ୨ରୁ ୧୨ ଯାଏଁ ଯୁକ୍ତ ୨ ପ୍ରାକ୍ଟିକାଲ, ଫେବୃଆରି ୧୬ରୁ ଥିଓରି ପରୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଜାନୁଆରି ୨ ତାରିଖରୁ ଆରମ୍ଭ ହେଉଛି ଯୁକ୍ତ ୨ ପ୍ରାକ୍ଟିକାଲ ପରୀକ୍ଷା। ଯୁକ୍ତ ୨ ବିଜ୍ଞାନ, କଳା ଓ ବଣିଜ୍ୟ ବିଭାଗର ବିଭିନ୍ନ ବିଷୟରେ ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ।...