ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଓମ୍ବାଡସିର ୨୭ତମ ‘ବୋର୍ଡ ଅଫ୍‌ ଡାଇରେକ୍ଟର୍ସ’ ବୈଠକ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଓଡ଼ିଶା ଖଣିଜ ପଦାର୍ଥ ଧାରକ ଅଞ୍ଚଳ ଉନ୍ନୟନ ନିଗମର (ଓମ୍ବାଡସି) ୨୭ତମ ବୋର୍ଡ ଅଫ୍‌ ଡାଇରେକ୍ଟର୍ସ ବୈଠକ ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଗୁରୁବାର ଦିନ ମୁଖ୍ୟ ଶାସନ ସଚିବ...

କଟକ ସବରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ହାଜର ହେଲେନି ସୋମାଲିକା ଦାଶ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡି ବିଧାୟକ ବିଜୟ ଶଙ୍କର ଦାସ ବିବାହ ବିବାଦ ମାମଲାରେ ଆସିଛି ନୂଆ ମୋଡ଼। ଗୁରୁବାର ଦିନ କଟକ ସବରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ହାଜର ହୋଇଥାନ୍ତେ ସୋମାଲିକା ଦାଶ, କିନ୍ତୁ ସେ ଆସିଲେନି।...

ନବରଙ୍ଗପୁରରେ ଲକ୍ଷ୍ମୀ ବସ ଯୋଜନାର ଶୁଭାରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ନବରଙ୍ଗପୁର ଜିଲ୍ଲାରେ ଲକ୍ଷ୍ମୀ ବସ ଯୋଜନାର ଶୁଭାରମ୍ଭ ହୋଇଛି। ଗୁରୁବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାରେ ପରିବହନ ସେବା ଯୋଗାଇବ ୪୪ଟି ଲକ୍ଷ୍ମୀ ବସ। ଲକ୍ଷ୍ମୀ ଯୋଜନାର...

ବଢ଼ିବ ଦେଶର ସାମରିକ ଶକ୍ତି, ୯୭ଟି ‘ତେଜସ୍’ ବିମାନ ଓ ୧୫୬ଟି ‘ପ୍ରଚଣ୍ଡ’ ହେଲିକପ୍ଟର କିଣିବାକୁ ମିଳିଲା ମଞ୍ଜୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତର ସାମରିକ ଶକ୍ତିକୁ ବୃଦ୍ଧି କରିବା ପାଇଁ ପ୍ରତିରକ୍ଷା ବାହିନୀରେ ସାମିଲ ହେବ ଅଧିକ ତେଜସ ବିମାନ ଓ ଲାଇଟ କମ୍ବାଟ୍ ହେଲିକପ୍ଟର ‘ପ୍ରଚଣ୍ଡ’। ଗୁରୁବାର କେନ୍ଦ୍ର ପ୍ରତିରକ୍ଷା ଅଧିଗ୍ରହଣ ପରିଷଦର...

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗର କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢ଼ୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି କୋଟିପତି କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢ଼ୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଗୁରୁବାର ଦିନ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ...

ଓଡ଼ିଶା ଉପରୁ ଟଳିଲା ବିପଦ, ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ମୁହାଁ ହେବ ବାତ୍ୟା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଉପରୁ ଟଳିଛି ବାତ୍ୟା ବିପଦ। ବଙ୍ଗୋପସାଗରରେ ଆସୁଥିବା ବାତ୍ୟା ଏବେ ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ମୁହାଁ ହେବ। ଡିସେମ୍ବର ୪ ତାରିଖରେ ଏହା ଉପକୂଳ ଛୁଇଁବାର ସମ୍ଭାବନା ରହିଛି।...

ଦେଶର ପ୍ରଥମ ଏଡିସି ହେଲେ ଓଡ଼ିଶା ଝିଅ ମନୀଷା ପାଢ଼ୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ଝିଅ ବାୟୁସେନା ଅଧିକାରୀ ମନୀଷା ପାଢ଼ୀ ହେଲେ ଦେଶର ପ୍ରଥମ ଏଡ୍ ଡି କ୍ୟାମ୍ପ (ଏଡିସି)। ବୁଧବାର ଦିନ ରାଜଭବନଠାରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମିଜୋରାମର ରାଜ୍ୟପାଳ ଡକ୍ଟର ହରି...

ଓଡ଼ିଶାରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ଅନଲାଇନ ନିଟ୍ ଏବଂ ଜେଇଇ କୋଚିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଏବେ ଓଡ଼ିଶାର ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀମାନେ ମାଗଣା ନିଟ୍ ଏବଂ ଜେଇଇ କୋଚିଂ ପାଇପାରିବେ। ଛାତ୍ରଛାତ୍ରୀଙ୍କୁ ଅନଲାଇନରେ କୋଚିଂ ଯୋଗାଇବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।...

ଜି.ଉଦୟଗିରି ଏନଏସି ଅଧ୍ୟକ୍ଷ ଉପନିର୍ବାଚନ ଫଳାଫଳ: ବିଜେଡିର ଦେବସ୍ମିତା ଶତପଥୀ ବିଜୟୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ଫୁଲବାଣୀରୁ ସଦାଶିବ ପାତ୍ର): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର (ଏନଏସି) ଅଧ୍ୟକ୍ଷ ଉପନିର୍ବାଚନ ଫଳାଫଳ ଗୁରୁବାର ଘୋଷଣା ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ଦେବସ୍ମିତା ଶତପଥୀ ବଡ଼ ବ୍ୟବଧାନରେ...

ଆଜି ତେଲେଙ୍ଗାନା ବିଧାନସଭା ନିର୍ବାଚନ, ୧୧୯ଟି ଆସନ ପାଇଁ ଚାଲିଛି ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ତେଲେଙ୍ଗାନା ବିଧାନସଭା ନିର୍ବାଚନ ଲାଗି ଚାଲିଛି ମତଦାନ। ଗୁରୁବାର ସକାଳ ୭ଟାରୁ ସନ୍ଧ୍ୟା ୫ଟା ଯାଏଁ ମତଦାନ ଚାଲିବ। କିନ୍ତୁ ମାଓବାଦୀ ଅଧ୍ୟୁଷିତ ୧୩ଟି ଆସନରେ ଅପରାହ୍ଣ...