ଆଇସିସି ବିଶ୍ୱକପ୍: ନ୍ୟୁଜିଲାଣ୍ଡ ବିପକ୍ଷରେ ଦମଦାର ବିଜୟ ହାସଲ କରି ଫାଇନାଲରେ ଟିମ୍ ଇଣ୍ଡିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇସିସି କ୍ରିକେଟ୍ ବିଶ୍ୱକପ୍ ଫାଇନାଲରେ ପ୍ରବେଶ କରିଛି ଟିମ୍ ଇଣ୍ଡିଆ। ବୁଧବାର ପ୍ରଥମ ସେମିଫାଇନାଲରେ ଦଳ ନ୍ୟୁଜିଲାଣ୍ଡକୁ ୭୦ ରନରେ ପରାସ୍ତ କରି ଫାଇନାଲକୁ ଯାଇଛି। ମ୍ୟାଚରେ ୭ଟି ୱିକେଟ ନେଇ...
ଏସସିଏସଟିଆରଟିଆଇ ପକ୍ଷରୁ ‘ଜନଜାତୀୟ ଗୌରବ ଦିବସ’ ପାଳନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ଆଦିବାସୀ ସଂସ୍କୃତି ଓ କଳାକୁ ନେଇ ଭୁବନେଶ୍ୱରସ୍ଥିତ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ।
(ଭୁବନେଶ୍ୱର): ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା...
ନଭେମ୍ବର ୨୦ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷିବ!
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଥିବା ସୁଦୃଶ୍ୟ ଲଘୁଚାପ ଏକ ଅବପାତରେ ପରିଣତ ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ...
ଡାଏବେଟିସ୍କୁ ରୋକିବେ କେମିତି?
ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ
https://youtu.be/m4mucAUhoWw?si=AY3SFkzA_qisVb0U
ଡାଏବେଟିସ୍କୁ ନେଇ ଏବେ ଚିନ୍ତା ବଢ଼ିବାରେ ଲାଗିଛି। ସଚେତନତାର ଅଭାବ ଏବଂ ଚିକିତ୍ସାରେ ଅବହେଳା କାରଣରୁ ଡାଇବେଟିସ୍ ଦ୍ଵାରା ପୀଡ଼ିତ ବ୍ୟକ୍ତିଙ୍କୁ ବିଭିନ୍ନ ଜଟିଳ ସମସ୍ୟାର ସମ୍ମୁଖିନ ହେବାକୁ ପଡ଼ୁଛି।...
ଦୁବାଇର ତାନସିକ୍ କମ୍ପାନିରେ ନିଯୁକ୍ତି ପାଇଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ଶେଷ କରିଥିବା ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ଜାତୀୟ ତଥା ଅନ୍ତର୍ଜାତୀୟ କମ୍ପାନିରେ ନିଯୁକ୍ତି ସୁଯୋଗ ଦିଆଯାଉଛି। ମଙ୍ଗଳବାର ଦିନ ବିଶ୍ୱ...
ଜମ୍ମୁ-କଶ୍ମୀରର ଡୋଡ଼ାରେ ଭୟଙ୍କର ଦୁର୍ଘଟଣା: ଖାଇକୁ ବସ୍ ଖସି ୩୦ ଯାତ୍ରୀଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜମ୍ମୁ-କଶ୍ମୀରର ଡୋଡ଼ା ଜିଲ୍ଲାରେ ବୁଧବାର ଦିନ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ଗୋଟିଏ ବସ୍ ଖାଇକୁ ଖସିଯିବାରୁ ୩୦ ଜଣ ଯାତ୍ରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତାହତଙ୍କ ସଂଖ୍ୟା ଆହୁରି...
ପରଲୋକରେ ସାହାରା ଇଣ୍ଡିଆ ଗ୍ରୁପ୍ର ପ୍ରତିଷ୍ଠାତା ସୁବ୍ରତ ରୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ସାହାରା ଇଣ୍ଡିଆ ଗ୍ରୁପ୍ର ପ୍ରତିଷ୍ଠାତା ସୁବ୍ରତ ରୟଙ୍କର ହୃଦଘାତରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ଅସୁସ୍ଥତା କାରଣରୁ ଦୀର୍ଘ ଦିନ ହେଲା ସେ ଡାକ୍ତରଖାନାରେ...
ଆଇସିସି କ୍ରିକେଟ ବିଶ୍ଵକପ: ଆଜି ପ୍ରଥମ ସେମିଫାଇନାଲରେ ଭାରତ-ନ୍ୟୁଜିଲାଣ୍ଡ ଟକ୍କର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇସିସି କ୍ରିକେଟ ବିଶ୍ଵକପରେ ଲିଗ୍ ପର୍ଯ୍ୟାୟ ସରିବା ପରେ ଆଜିଠୁ ଆରମ୍ଭ ହେଉଛି ସେମିଫାଇନାଲ ମୁକାବିଲା। ବୁଧବାର ପ୍ରଥମ ସେମିଫାଇନାଲରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ। ମ୍ୟାଚକୁ ନେଇ ଉଭୟ...
ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଭୁବନେଶ୍ୱର ମେଟ୍ରୋ...
ଡାଏବେଟିସ୍ର ଲକ୍ଷଣକୁ ଚିହ୍ନନ୍ତୁ
ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ
https://youtu.be/V6jHdLn9xLA?si=r0oTr1zabTe2l2EX
ବର୍ତ୍ତମାନ ସମୟରେ ସାରା ବିଶ୍ଵରେ ‘ଡାଏବେଟିସ୍’ ବା ‘ମଧୁମେହ’ ଏକ ବଡ଼ ସ୍ୱାସ୍ଥ୍ୟଗତ ସମସ୍ୟା ପାଲଟିଛି। ଡାଏବେଟିସ୍ ଯୋଗୁଁ ବିଭିନ୍ନ ରୋଗ ମଧ୍ୟ ସୃଷ୍ଟି ହେଉଛି। ଠିକ୍ ସମୟରେ ଡାଇବେଟିସ୍ର...





















