ପୁରୀ ସ୍ଵର୍ଗଦ୍ଵାରରେ ଅନ୍ତିମ ସଂସ୍କାର ପାଇଁ ୱେବସାଇଟ ଲୋକାର୍ପିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ସ୍ଵର୍ଗଦ୍ଵାରରେ ଅନ୍ତିମ ସଂସ୍କାର କରିବା ପାଇଁ ଆଉ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିବାକୁ ପଡ଼ିବନି। ସ୍ଵର୍ଗଦ୍ଵାରରେ ଶବଦାହ ଲାଗି ଆଗୁଆ ସ୍ଥାନ ବୁକିଂ କରିହେବ। ଏଥିପାଇଁ swargadwar.com ୱେବସାଇଟ...
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ବର୍ଷା ପାଇଁ ଓଡ଼ିଶାର ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଏବେ ଲଘୁଚାପର ରୂପ ନେଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅବପାତରେ ପରିଣତ ହେବ। ଏହା ପ୍ରଭାବରେ ଗୁରୁବାର ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାରେ...
କାହିଁକି ବଢ଼ୁଛି ଡାଏବେଟିସ୍?
ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ
https://youtu.be/fOk0xZls_mk?si=4NuwH0aIKdPOfBMr
ଜୀବନଶୈଳୀରେ ପରିବର୍ତ୍ତନ ଏବଂ ଖାଦ୍ୟପେୟରେ ଅନିୟମିତତା ଯୋଗୁଁ ଏବେ ବିଭିନ୍ନ ଶାରୀରିକ ସମସ୍ୟା ଦେଖାଦେଉଛି। ଏଥିମଧ୍ୟରୁ ସବୁଠାରୁ ବଡ଼ ସମସ୍ୟା ପାଲଟିଛି ଡାଏବେଟିସ୍। ଏବେ ଘରେ ଘରେ କାହାକୁ ନା...
ବିଶ୍ଵର ଡାଏବେଟିସ୍ କ୍ୟାପିଟାଲ ପାଲଟିଛି ଭାରତ, ରୋଗୀଙ୍କ ସଂଖ୍ୟା ୧୦ କୋଟି ପାର୍
ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ
ଭାରତରେ ଉଦବେଗଜନକ ଭାବେ ବଢ଼ୁଛି ଡାଏବେଟିସ୍ ରୋଗୀଙ୍କ ସଂଖ୍ୟା
ଆଜିର ସମୟରେ ଡାଏବେଟିସ୍ ବା ମଧୁମେହ ରୋଗ ବିଶ୍ଵରେ ଏକ ବଡ଼ ସ୍ୱାସ୍ଥ୍ୟ ସମସ୍ୟା ଭାବେ ମୁଣ୍ଡ ଟେକିଛି। ବିଶ୍ଵର ପ୍ରାୟ...
ନଭେମ୍ବର ୨୧ରେ ଓଡ଼ିଶା ବିଧାନସଭା ଉପବାଚସ୍ପତି ନିର୍ବାଚନ
ଓଡ଼ିଶାଲାଇଭ୍ ବ୍ୟୁରୋ
ନଭେମ୍ବର ୨୧ ତାରିଖରେ ଓଡ଼ିଶା ବିଧାନସଭା ଉପବାଚସ୍ପତି ନିର୍ବାଚନ। ସକାଳ ୯ଟା ୩୦ ମିନିଟରେ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ବିଧାନସଭାର ସମସ୍ତ ସଦସ୍ୟଙ୍କୁ ଚିଠିଲେଖି ଜଣାଇଛନ୍ତି ବିଧାନସଭା ସଚିବ ଦାସରଥୀ...
ସୋନପୁର: ବୋରଓ୍ଵେଲରୁ ଉଦ୍ଧାର ହୋଇଥିବା ବୃଦ୍ଧାଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
(ସୋନପୁର): ବୋରଓ୍ଵେଲରୁ ଉଦ୍ଧାର ହୋଇଥିବା ବୃଦ୍ଧା ଦୁଃଖୀ ନେଗୀଙ୍କର ମୃତ୍ୟୁ ହୋଇଛି। ମଙ୍ଗଳବାର ଦିନ ତାଙ୍କୁ ଉଦ୍ଧାର କରି ସୋନପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତରଖାନାରେ ପହଞ୍ଚିବା...
ସୋନପୁର: ଗଭୀର ବୋରୱେଲରେ ଖସି ପଡ଼ିଥିବା ବୃଦ୍ଧାଙ୍କୁ ଉଦ୍ଧାର କଲା ଅଗ୍ନିଶମ ବାହିନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଗଭୀର ବୋରୱେଲରେ ଖସି ପଡ଼ିଲେ ୮୦ ବର୍ଷୀୟ ବୃଦ୍ଧା। ସୋନପୁର ଜିଲ୍ଲା କଇଁଫୁଲ ଗାଁରେ ଘଟିଥିଲା ଏଭଳି ଅଭାବନୀୟ ଘଟଣା। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ତାଙ୍କୁ ଉଦ୍ଧାର କରିଛନ୍ତି। ବୃଦ୍ଧ...
ଆଜି ଶିଶୁ ଦିବସ – ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମ ଜୟନ୍ତୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ହେଉଛି ଶିଶୁ ଦିବସ। ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମଦିନ। ଆଜିର ଦିନକୁ ସ୍କୁଲ ଏବଂ କଲେଜ ଆଦି ବିଭିନ୍ନ ସ୍ଥାନରେ ବେଶ ଉତ୍ସାହର ସହ ପାଳନ...
ଆଜି ‘ବିଶ୍ଵ ମଧୁମେହ ଦିବସ’: ଅନେକ ଘାତକ ରୋଗର କାରଣ ପାଲଟୁଛି ‘ମଧୁମେହ’
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
ବର୍ତ୍ତମାନ ଘରେ ଘରେ ଡାଏବେଟିସ୍। ପିଲାଠାରୁ ବୁଢ଼ାଙ୍କ ପର୍ଯ୍ୟନ୍ତ ‘ଡାଏବେଟିସ୍’ କବଳରେ ପଡ଼ୁଛନ୍ତି। ଡାଏବେଟିସ୍ ଏମିତି ଏକ ରୋଗ ଯାହା ଅନେକ ଘତକ ରୋଗର ମୂଳ କାରଣ ବୋଲି ଡାକ୍ତର...
ସିଆଇଏସଏଫରେ ୨୪୮ଟି ହେଡ କନଷ୍ଟେବଳ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ନଭେମ୍ବର ୨୮ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତ ସରକାରଙ୍କ ଗୃହ ମନ୍ତ୍ରାଳୟନ ଅଧିନସ୍ଥ କେନ୍ଦ୍ରୀୟ ଔଦ୍ୟଗିକ ସୁରକ୍ଷା ବାହିନୀରେ (ସିଆଇଏସଏଫ) ୨୪୮ଟି ‘ହେଡ କନଷ୍ଟେବଳ’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ରହିଛି। ସିଆଇଏସଏଫର ବିଭିନ୍ନ ବିଭାଗରେ ଖାଲିଥିବା ଏହିସବୁ...





















