ଆଇସିସି କ୍ରିକେଟ ବିଶ୍ଵକପ: ଆଜି ଶେଷ ଲିଗ୍ ମ୍ୟାଚରେ ଭାରତ-ନେଦରଲାଣ୍ଡସ୍ ଟକ୍କର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇସିସି କ୍ରିକେଟ ବିଶ୍ଵକପର ଶେଷ ଲିଗ୍ ମ୍ୟାଚରେ ଆଜି ମୁହାଁମୁହିଁ ହେବେ ଭାରତ ଓ ନେଦରଲାଣ୍ଡସ୍। ଏହି ମ୍ୟାଚ ଜିତି ବିଶ୍ଵକପ ଲିଗ୍ ପର୍ଯ୍ୟାୟରେ ଅପରାଜୟର ଧାରାକୁ ବଜାୟ ରଖିବାକୁ ପ୍ରସ୍ତୁତ...
ଆଜି ଆଲୋକ ଏବଂ ଉଲ୍ଲାସର ପର୍ବ ଦୀପାବଳି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ହେଉଛି ଆଲୋକ ଏବଂ ଉଲ୍ଲାସର ପର୍ବ ଦୀପାବଳି। ଦୀପାବଳି ପାଇଁ ଗାଁଠୁ ସହର ହୋଇଉଠିଛି ଚଳଚଞ୍ଚଳ। ଧୁମଧାମରେ ଦୀପାବଳି ପାଳନ ପାଇଁ ଏ ବର୍ଷ ଲୋକମାନେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ...
ଦୀପାବଳି ବେଳେ ‘କାର୍ବାଇଡ୍ ଗନ୍’ ବ୍ୟବହାର କରୁଥିଲେ ସାବଧାନ
ଓଡ଼ିଶାଲାଇଭ୍ ବ୍ୟୁରୋ
https://youtu.be/EhjjolPyVh0?si=X3tLfPKMg2ldXCkz
ରାତି ପାହିଲେ ଦୀପାବଳି। ଦୀପାବଳିରେ ବାଣ ଫୁଟାଇବାକୁ ସମସ୍ତେ ପ୍ରସ୍ତୁତ। ଲୋକଙ୍କ ଚାହିଦାକୁ ଦେଖି ଏବେ ବଜାରରେ ମିଳୁଛି ‘କାର୍ବାଇଡ୍ ଗନ୍’ ଭଳି ଏକ ଘାତକ ଜିନିଷ। ଯାହାକୁ ଲୋକେ ବାଣ...
ପୁଷ୍ଟିଶସ୍ୟକୁ ପ୍ରୋତ୍ସାହନ ଦେବାରେ ଆଗରେ ଓଡ଼ିଶା – ରାଜ୍ୟପାଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶେଷ ହେଲା ମିଲେଟସ୍ ମହାକୁମ୍ଭ
ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀ ଉଦଯାପିତ
ସାରା ବିଶ୍ଵ ଦେଖିଲା ଓଡ଼ିଶାର ମିଲେଟସ୍ର ସଫଳତା କାହାଣୀ
କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଭୁବନେଶ୍ଵର ଜନତା ମଇଦାନଠାରେ ଆୟୋଜିତ ଦୁଇଦିନିଆ...
“ଖେଳାଳିମାନଙ୍କ ପୋଷଣକୁ ଆହୁରି ବଢ଼ାଇବ ମିଲେଟ୍ସ”
ଓଡ଼ିଶାଲାଇଭ୍ ବ୍ୟୁରୋ
ଖେଳାଳିଙ୍କୁ ମିଲେଟ୍ସର ଉପକାରିତା ବିଷୟରେ ସଚେତନ କରିବା ପାଇଁ ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀରେ ସ୍ଵତନ୍ତ୍ର ଅଧିବେଶନ।
କ୍ରୀଡ଼ା କ୍ଷେତ୍ରରେ ଖେଳାଳିମାନଙ୍କ ନ୍ୟୁଟ୍ରିସନ ବା ପୋଷଣର ଏକ ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି। ଉତ୍ତମ...
ଦୀପାବଳି ସମୟରେ ପ୍ରଦୂଷଣ ଚିନ୍ତା: ବାଣ ଫୁଟାଇବା ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଜାରି କଲା ମାର୍ଗଦର୍ଶିକା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ବଡ଼ ବଡ଼ ସହରରେ ବଢ଼ୁଥିବା ପ୍ରଦୂଷଣ ଏବେ ସମସ୍ତଙ୍କ ଚିନ୍ତା ବଢ଼ାଇଛି। ଦୀପାବଳିରେ ପ୍ରଦୂଷଣ ନିୟନ୍ତ୍ରଣ ବାହାରକୁ ଯାଇ ବିଭିନ୍ନ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ...
କୋଲକାତାରୁ ଓଡ଼ିଶା ଆସୁଥିବା ବସରେ ଭୟାବହ ଅଗ୍ନିକାଣ୍ଡ: ଜଣେ ମହିଳା ଯାତ୍ରୀଙ୍କ ମୃତ୍ୟୁ ଓ ଏକାଧିକ ଆହତ
ଓଡ଼ିଶାଲାଇଭ୍ ବ୍ୟୁରୋ
କୋଲକାତାରୁ ଓଡ଼ିଶା ଆସୁଥିବା ଏକ ବସରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି। ମୃତ ମହିଳା ଜଣଙ୍କ ନାଁ ପୁଷ୍ପାଞ୍ଜଳି...
ବିଶ୍ୱ ଦକ୍ଷତା କେନ୍ଦ୍ରରେ ଆଧୁନିକ ଲାଇବ୍ରେରି ଢାଞ୍ଚାରେ ‘ଶିକ୍ଷା ସାଧନ କେନ୍ଦ୍ର’ର ଲୋକାର୍ପଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ସ୍ୱତନ୍ତ୍ର ରିଡିଙ୍ଗ ପଡ୍ ଓ ଅତ୍ୟାଧୁନିକ ଏଆର୍/ଭିଆର୍ ବ୍ୟବସ୍ଥା
ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିସରରେ ଆଧୁନିକ ଲାଇବ୍ରେରି ଢାଞ୍ଚାରେ ଲର୍ଣ୍ଣିଂ ରିସୋର୍ସ ସେଣ୍ଟର ବା ଶିକ୍ଷା ସାଧନ...
ବିଶ୍ୱ ଦକ୍ଷତା କେନ୍ଦ୍ରର ଦ୍ୱିତୀୟ କ୍ୟାମ୍ପସ ପାଇଁ ଏମଓୟୁ, ଖୋଲିବ ୯ଟି ନୂଆ ତାଲିମ ପାଠ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶାର ଅଭିଯାନ ଆଉ ଗୋଟିଏ ପାଦ ଆଗକୁ ବଢ଼ିଛି। ରାଜ୍ୟର ଯୁବକଯୁବତୀଙ୍କୁ ଅତ୍ୟାଧୁନିକ ତଥା ଶିଳ୍ପ-ଉପଯୋଗୀ ତାଲିମ ଦେବା ପାଇଁ ରାଜ୍ୟ ସରକାର ବିଶ୍ୱ ଦକ୍ଷତା...
କୋରାପୁଟରୁ ମହିଳାଙ୍କ ରକ୍ତ ଜୁଡ଼ୁବୁଡ଼ୁ ଶବ ଉଦ୍ଧାର, ହତ୍ୟା ସନ୍ଦେହ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): ରକ୍ତ ଜୁଡୁବୁଡୁ ଅବସ୍ଥାରେ କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଥାନା ଅନ୍ତର୍ଗତ ଗୁପ୍ତେଶ୍ୱର ପଞ୍ଚାୟତ ସୁକୁନାଳ ନିକଟରୁ ଜଣେ ମହିଳାଙ୍କର ଶବ ଉଦ୍ଧାର କରାଯାଇଛି। ମହିଳା ଜଣଙ୍କୁ ଗଳାକାଟି ହତ୍ୟା କରାଯାଇଥିବା...





















