ନିର୍ବାଚନ ପ୍ରଚାର ବେଳେ ଅଘଟଣ, ଅଳ୍ପକେ ବର୍ତ୍ତିଲେ ତେଲେଙ୍ଗାନା ମନ୍ତ୍ରୀ କେଟିଆର

 ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ନଭେମ୍ବର ୩୦ ତାରିଖରେ ତେଲେଙ୍ଗାନାରେ ବିଧାନସଭା ନିର୍ବାଚନ। ଏଥିପାଇଁ ନିଜ ନିଜ ଦଳର ପ୍ରାର୍ଥୀଙ୍କ ପାଇଁ ଚାଲିଛି ପ୍ରଚାର। ଗୁରୁବାର ଦିନ ଆର୍ମୋର ନିର୍ବାଚନମଣ୍ଡଳୀରେ ନିର୍ବାଚନ ପ୍ରଚାର...

ପୁରୀ ଶ୍ରୀମନ୍ଦିର ଚାରିଦ୍ଵାର ଖୋଲିବା ଦାବିରେ ସାରା ରାଜ୍ୟରେ କଂଗ୍ରେସର ସଂକୀର୍ତ୍ତନ ସତ୍ୟାଗ୍ରହ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିରର ଚାରିଦ୍ଵାର ଖୋଲିବା ଏବଂ ରତ୍ନ ଭଣ୍ଡାରର ମରାମତି କରିବା ଦାବିରେ କଂଗ୍ରେସ ପକ୍ଷରୁ ସାରା ରାଜ୍ୟରେ ଗୁରୁବାର ଦିନ ସଂକୀର୍ତ୍ତନ ସତ୍ୟାଗ୍ରହ ହେଉଛି। ରାଜ୍ୟର ସମସ୍ତ ଶ୍ରୀ ଜଗନ୍ନାଥ ମନ୍ଦିରରେ...

ଭୁବନେଶ୍ଵର ଜନତା ମଇଦାନଠାରେ ଦୁଇଦିନିଆ ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵର ଜନତା ମଇଦାନଠାରେ ଗୁରୁବାର ଦିନଠାରୁ ଦୁଇ ଦିନିଆ ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀ ଆରମ୍ଭ ହୋଇଛି। ଗଛ ଚାରାରେ ପାଣି ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅନ୍ତର୍ଜାତୀୟ ସମ୍ମିଳନୀର ଶୁଭାରମ୍ଭ...

ଚୋରା ମୋବାଇଲ ରାକେଟ ଠାବ, ୯ ଜଣଙ୍କୁ ଗିରଫ କଲା ବିସିଂହପୁର ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): କୋରାପୁଟ ଜିଲ୍ଲା ବିସିଂହପୁର ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ବିସିଂହପୁର ପୋଲିସ ଚୋରା ମୋବାଇଲ ରାକେଟର ପର୍ଦ୍ଦାଫାଶ କରିବା ସହ ୯ ଜଣଙ୍କୁ ଗିରଫ କରିଛି। ଏ ନେଇ...

ଓଏସଏସଏସସି ପକ୍ଷରୁ ରାଜ୍ୟରେ ୨୭୧୨ଟି ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ନଭେମ୍ବର ୨୦ ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ସବୋର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସଏସସି) ପକ୍ଷରୁ ମୋଟ ୨୭୧୨ଟି ପଦବୀ ପାଇଁ ନିଯୁକ୍ତି ସୁଯୋଗ ରହିଛି। ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଖାଲିଥିବା ଲାଇଭଷ୍ଟକ ଇନ୍ସପେକ୍ଟର, ଫରେଷ୍ଟର ଓ ଫରେଷ୍ଟ ଗାର୍ଡ...

ରାୟଗଡ଼ାରୁ ଦୁଇଟି କଲରାପତରିଆ ବାଘଛାଲ ଜବତ, ଦୁଇ ଅଭିଯୁକ୍ତ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ (ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ରାୟଗଡ଼ା ଜିଲ୍ଲା ଚାନ୍ଦିଲି ଥାନା ଅନ୍ତର୍ଗତ ତମ୍ପରା ବିନ୍ଧୁଣି ଛକନିକଟରୁ ଦୁଇଟି କଲରାପତରିଆ ବାଘଛାଲ ସହ ଦୁଇ ଜଣଙ୍କୁ ଗିରଫ କରିଛି ସ୍ପେସାଲ ଟାସ୍କ ଫୋର୍ସ...

ଜନ୍ମମାଟିରେ ପହଞ୍ଚିଲା ସହିଦ ଓଡ଼ିଆ ଯବାନ ପ୍ରକାଶ ଚନ୍ଦ୍ର ସିଅଳଙ୍କ ପାର୍ଥିବ ଶରୀର, ଆଜି ହେବ ଅନ୍ତିମ ସଂସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ଛତିଶଗଡ଼ରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ସହିଦ ହୋଇଥିବା ଓଡ଼ିଆ ଯବାନ ପ୍ରକାଶ ଚନ୍ଦ୍ର ସିଅଳଙ୍କ ପାର୍ଥିବ ଶରୀର ନିଜ ଜନ୍ମମାଟି ବାଲେଶ୍ଵର ଜିଲ୍ଲା ବାହାନଗା ବ୍ଲକ୍‌ ଗୋପାଳପୁର ଗ୍ରାମରେ ପହଞ୍ଚିଛି। ଯବାନଙ୍କ ମୃତ୍ୟୁକୁ...
bus-strike-Paralakhemundi

ଡିସେମ୍ବର ୧ରୁ ରାଜ୍ୟରେ ପୁଣି ବସ୍ ଧର୍ମଘଟ, ଚେତାବନୀ ଦେଲା ଘରୋଇ ବସ୍ ମାଲିକ ସଂଘ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଡିସେମ୍ବର ୧ ତାରିଖରୁ ପୁଣି ଆରମ୍ଭ ହେବ ବସ୍ ଧର୍ମଘଟ। ସରକାର ଦାବି ପୂରଣ କରୁନଥିବାରୁ ଘରୋଇ ବସ୍ ମାଲିକମାନେ ପୁଣି ଆନ୍ଦୋଳନ ପାଇଁ ସଜବାଜ ହୋଇଛନ୍ତି। ସାରା ରାଜ୍ୟରେ...

ଓମ୍ବାଡସି ସହାୟତାରେ ନୂଆ ରୂପ ପାଇଛି ‘ରାଉରକେଲା ସରକାରୀ ଆଇଟିଆଇ’ ଏବଂ ‘ଉତ୍କଳମଣି ଗୋପବନ୍ଧୁ ଇନଷ୍ଟିଚ୍ୟୁଟ ଅଫ୍ ଇଞ୍ଜିନିୟରିଂ’

ଓଡ଼ିଶାଲାଇଭ୍ ବ୍ୟୁରୋ ବିଭିନ୍ନ ଖଣି ପ୍ରଭାବିତ ଜିଲ୍ଲାରେ ଯୁବପିଢ଼ିଙ୍କ ଦକ୍ଷତା ବିକାଶ ଲାଗି ‘ଓମ୍ବାଡସି’ର ପ୍ରୋତ୍ସାହନ (ରାଉରକେଲା): ରାଉରକେଲାସ୍ଥିତ ସରକାରୀ ଆଇଟିଆଇ ଏବଂ ଉତ୍କଳମଣି ଗୋପବନ୍ଧୁ ଇନଷ୍ଟିଚ୍ୟୁଟ ଅଫ୍ ଇଞ୍ଜିନିୟରିଂ (ୟୁଜିଆଇଇ) ଏବେ ନୂଆ ରୂପ...

ମହିଳା ସାମ୍ବାଦିକାଙ୍କୁ ମାଡ଼ ଘଟଣା: ପ୍ରଯୋଜକ ଟୁଟୁ ନାୟକଙ୍କୁ ମିଳିଲା ଜାମିନ

ଓଡ଼ିଶାଲାଇଭ୍ ବ୍ୟୁରୋ ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ଘଟଣାରେ ଗିରଫ ହୋଇ ବିଚାରବିଭାଗୀୟ ହାଜତରେ ଥିବା ସିନେ ପ୍ରଯୋଜକ ଟୁଟୁ ନାୟକଙ୍କୁ ମିଳିଲା ଜାମିନ। ବୁଧବାର ଦିନ ଜଣେ ଜାମିନଦାର ଏବଂ ୫୦ ହଜାର...