ବିବାହ ପଞ୍ଜୀକରଣ କାର୍ଯ୍ୟାଳୟରେ ହାଜର ହେଲେ ସୋମାଲିକା, ଆସିଲେନି ବିଜୟ ଶଙ୍କର
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକସ୍ଥିତ ବିବାହ ପଞ୍ଜୀକରଣ କାର୍ଯ୍ୟାଳୟରେ ହାଜର ହେଲେ ସୋମାଲିକା ଦାଶ। କିନ୍ତୁ ହାଜର ହୋଇନାହାନ୍ତି ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଏବଂ ତାଙ୍କ ବାନ୍ଧବୀ। ବିବାହ ବିବାଦକୁ ନେଇ ତିନିଜଣଙ୍କୁ...
ଉତ୍ତମ ସ୍ଵାସ୍ଥ୍ୟ ପାଇଁ ଅଣ୍ଡାର ଆବଶ୍ୟକତା
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://youtu.be/3I5DMxzsUFI?si=ewDR8bqgmpYKvwEa
ଅଣ୍ଡାରେ ପ୍ରୋଟିନର ମାତ୍ରା ଭରପୂର ରହିଥିବାରୁ ଏହା ପିଲାଙ୍କଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତଙ୍କ ପାଇଁ ଲାଭଦାୟକ। ଅଣ୍ଡା ଉଭୟ ଶାରୀରିକ ଏବଂ ମାନସିକ ବିକାଶରେ ସହାୟକ ହୋଇଥାଏ। ଗର୍ଭାବସ୍ଥାରେ ଯଦି...
ବନକଲାଗି ନୀତି ପାଇଁ ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି, ବୁଧବାର ଦିନ କାର୍ତ୍ତିକ-କୃଷ୍ଣ ଦଶମୀ ତିଥିରେ ପୁରୀ ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।
ଦ୍ଵିତୀୟ ଭୋଗମଣ୍ଡପ ଭୋଗ ନୀତି...
ପୂର୍ବତନ ବାଚସ୍ପତି ମହେଶ୍ଵର ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବିଶିଷ୍ଟ ବ୍ୟକ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ମହେଶ୍ଵର ମହାନ୍ତିଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ବିଶିଷ୍ଟ ବ୍ୟକ୍ତି ବିଶେଷ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହେଶ୍ଵର ମହାନ୍ତିଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି।...
ଆଜି ଛତିଶଗଡ଼ ଓ ମିଜୋରାମରେ ବିଧାନସଭା ନିର୍ବାଚନ, କଡ଼ା ସୁରକ୍ଷା ମଧ୍ୟରେ ଚାଲିଛି ଭୋଟ ଗ୍ରହଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ଛତିଶଗଡ଼ ଓ ମିଜୋରାମରେ ବିଧାନସଭା ନିର୍ବାଚନ ଆରମ୍ଭ ହୋଇଛି ମତଦାନ। ମଙ୍ଗଳବାର ଛତିଶଗଡ଼ର ମୋଟ ୯୦ ଆସନ ମଧ୍ୟରୁ ୨୦ଟି ଆସନରେ ମତଦାନ ହେଉଥିବାବେଳେ ମିଜୋରାମର ସମସ୍ତ ୪୦ଟି ଯାକ ଆସନରେ...
ଓଡ଼ିଶାର ବରିଷ୍ଠ ରାଜନେତା ତଥା ପୂର୍ବତନ ବାଚସ୍ପତି ମହେଶ୍ଵର ମହାନ୍ତିଙ୍କ ପରଲୋକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ବରିଷ୍ଠ ରାଜନେତା ମହେଶ୍ଵର ମହାନ୍ତିଙ୍କ ପରଲୋକ ଘଟିଛି। ଗତ କିଛିଦିନ ଧରି ଗୁରୁତର ଅସୁସ୍ଥ ରହିବା ପରେ ମଙ୍ଗଳବାର ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର...
ଭାରତୀୟ ଗୁଇନ୍ଦା ବିଭାଗରେ ୬୭୭ଟି ପଦବୀରେ ନିଯୁକ୍ତି ପାଇଁ ଜାରି ରହିଛି ଆବେଦନ, ନଭେମ୍ବର ୧୩ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦ୍ର ଗୃହ ମନ୍ତ୍ରାଳୟ ଅଧିନରେ ଥିବା ଭାରତୀୟ ଗୁଇନ୍ଦା ବିଭାଗରେ ଅନେକ (ଆଇବି) ମଲ୍ଟି ଟାସ୍କିଂ ଷ୍ଟାଫ’ ଓ ‘ସୁରକ୍ଷା ସହାୟକ (ଡ୍ରାଇଭର)’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ରହିଛି। ଏନେଇ...
ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ମାମଲା: ଆସିଲା ଭିସେରା ରିପୋର୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
“ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କୁ ହତ୍ୟା କରାଯାଇ ନାହିଁ। ପାଣିରେ ବୁଡ଼ି ତାଙ୍କର ମୃତ୍ୟୁ ହୋଇଛି”, ଭିସେରା ରିପୋର୍ଟ ଆସିବା ପରେ ଏହା କହିଛନ୍ତି ତଦନ୍ତକାରୀ ଅଧିକାରୀ ଡିଏସପି ବନିତା...
ସୁନ୍ଦରଗଡ଼: ବ୍ଲକ ସ୍ତରରେ ଲୋକେ ପାଉଛନ୍ତି ମାଗଣା ଫିଜିଓଥେରାପି ସେବା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିର ସମୟରେ ଦେଖାଦେଉଥିବା ବିଭିନ୍ନ ଶାରୀରିକ ରୋଗର ମୁକାବିଲା ପାଇଁ ଫିଜିଓଥେରାପି ଏକ ବଳିଷ୍ଠ ମାଧ୍ୟମ ପାଲଟିଛି। ଭିନ୍ନକ୍ଷମ ବ୍ୟକ୍ତି, ବରିଷ୍ଠ ନାଗରିକ ତଥା ଶାରୀରିକ ସମସ୍ୟାର ସମ୍ମୁଖୀନ ହେଉଥିବା ଅନ୍ୟ...
ବିଶ୍ଵରେ ଜନସଂଖ୍ୟା ଅଭିବୃଦ୍ଧି ଓ ଜୀବନଯାପନ ପ୍ରଣାଳୀ
ଭାସ୍କର ପରିଚ୍ଛା
ବିଶ୍ଵରେ ଜନସଂଖ୍ୟା କ୍ଷେତ୍ରରେ ଏକ ନୂଆ ରେକର୍ଡ଼ ସୃଷ୍ଟି ହୋଇଛି। ନିକଟ ଅତୀତରେ ୮୦୦ କୋଟି ଟପିଛି ବିଶ୍ୱ ଜନସଂଖ୍ୟା। ତେବେ ଜନସଂଖ୍ୟା ଆହୁରି ବଢ଼ିବ ବୋଲି ଆକଳନ କରିଛି ମିଳିତ ଜାତିସଂଘ।...





















