ଓଡ଼ିଶାରେ ଆରମ୍ଭ ହେଲାଣି ଶୀତ, ୨ରୁ ୩ ଦିନ ମଧ୍ୟରେ ଆହୁରି କମିବ ତାପମାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏବେ ଧୀରେ ଧୀରେ ଆରମ୍ଭ ହେଲାଣି ଶୀତ ଲହରୀ। ରାଜ୍ୟରେ ୨ରୁ ୩ ଦିନ ମଧ୍ୟରେ ପରାଦ ଆହୁରି ତଳମୁହାଁ ହେବ। ଏହି ସମୟରେ ପାଗ ଶୁଖିଲା ରହିବ। ଏନେଇ...
ବରଗଡ଼ ଜିଲ୍ଲା ଅମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣା: ଶତାଧିକ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ବରଗଡ଼ ଜିଲ୍ଲାର ଅମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣା ପରେ ଏବେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆରମ୍ଭ କରିଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ୧୦୦ରୁ ଅଧିକ ଅଭିଯୁକ୍ତଙ୍କ ବିରୋଧରେ ମାମଲା...
ମହିଳା ସାମ୍ବାଦିକାଙ୍କୁ ମାଡ଼ ଘଟଣା: ଟୁଟୁ ନାୟକଙ୍କ ଜାମିନ ଆବେଦନ ଉପରେ ନଭେମ୍ବର ୮ରେ ଶୁଣାଣି
ଓଡ଼ିଶାଲାଇଭ୍ ବ୍ୟୁରୋ
ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ଘଟଣାରେ ଗିରଫ ହୋଇ ବିଚାରବିଭାଗୀୟ ହାଜତରେ ଥିବା ସିନେ ପ୍ରଯୋଜକ ଟୁଟୁ ନାୟକଙ୍କ ଜାମିନ ଆବେଦନ ତାରିଖ ଘୁଞ୍ଚିଲା। ଆସନ୍ତା ନଭେମ୍ବର ୮ ତାରିଖରେ ଟୁଟୁ...
ଦିଲ୍ଲୀ ଦୃଷ୍ଟାନ୍ତ: ବାୟୁ ପ୍ରଦୂଷଣ ଚିନ୍ତା
ଓଡ଼ିଶାଲାଇଭ୍ ବ୍ୟୁରୋ
ବର୍ତ୍ତମାନ ରାଜଧାନୀ ଦିଲ୍ଲୀର ସ୍ଥିତିକୁ ଅନୁଶୀଳନ କଲେ ଆଗକୁ ଏକ ଭୟଙ୍କର ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ଦେଖାଯାଉଛି। ବିଶ୍ଵ ତମାମ ପ୍ରଦୂଷଣ ନିୟନ୍ତ୍ରଣ ଲାଗି ଚିନ୍ତା ପ୍ରକଟ କରାଯାଉଛି। ଦୀର୍ଘ...
ଆଇସିସି କ୍ରିକେଟ ବିଶ୍ଵକପ: କୋହଲୀଙ୍କ ଜନ୍ମଦିନରେ ଭାରତର ବିରାଟ ବିଜୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ନିଜ ଜନ୍ମଦିନରେ ୪୯ତମ ଦିନିକିଆ ଶତକ ମାରିଲେ ବିରାଟ କୋହଲୀ
ସଚିନଙ୍କ ଦିନିକିଆ ଶତକର ରେକର୍ଡର ସମକକ୍ଷ ହେଲେ କୋହଲୀ
ଇଡେନ ଗାର୍ଡେନ୍ସରେ ଦକ୍ଷିଣ ଆଫ୍ରିକାକୁ ୨୪୩ ରନରେ ହରାଇଲା ଟିମ୍ ଇଣ୍ଡିଆ
ଚଳିତ ଆଇସିସି...
ଗାଡ଼ି ଯାଞ୍ଚ ବେଳେ ୨୯ କେଜି ଗଞ୍ଜେଇ ସହ ୧୨ ଲକ୍ଷ ଟଙ୍କା ଜବତ କଲା ମୟୂରଭଞ୍ଜ ପୋଲିସ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ପୋଲିସ ଓଡ଼ିଶା-ପଶ୍ଚିମବଙ୍ଗ ସୀମାରେ ଗାଡ଼ି ଯାଞ୍ଚ କରୁଥିବାବେଳେ ଗୋଟିଏ ଗାଡ଼ିରୁ ୨୯ କିଲୋଗ୍ରାମ ଗଞ୍ଜେଇ ଜବତ କରିଛି। ଏହା ସହ ସମ୍ପୃକ୍ତ...
ଜନ୍ମମାଟିରେ ପହଞ୍ଚିଲା ସହିଦ ଓଡ଼ିଆ ଯବାନ ପ୍ରତାପ ରଞ୍ଜନ ପରିଡ଼ାଙ୍କ ପାର୍ଥିବ ଶରୀର, ଆଜି ହେବ ଅନ୍ତିମ ସଂସ୍କାର
ଓଡ଼ିଶାଲାଇଭ୍ ବ୍ୟୁରୋ
ମେଘାଳୟରେ ସହିଦ ହୋଇଥିବା ଓଡ଼ିଆ ଯବାନ ପ୍ରତାପ ରଂଜନ ପରିଡ଼ାଙ୍କ ପାର୍ଥିବ ଶରୀର ନିଜ ଜନ୍ମମାଟି ପୁରୀ ଜିଲ୍ଲା ଗୋପସ୍ଥିତ ମଲ୍ଲଗ୍ରାମରେ ପହଞ୍ଚିଛି। ସୋମବାର ସେଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ।...
ଆଜିଠୁ ଭୁବନେଶ୍ୱରରୁ ଜୟପୁରକୁ ଉଡ଼ିଲା ଦ୍ଵିତୀୟ ବିମାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରୁ କୋରାପୁଟ ଜିଲ୍ଲାର ଜୟପୁରକୁ ଉଡ଼ିଲା ଦ୍ଵିତୀୟ ବିମାନ। ସୋମବାରଠାରୁ ଜୟପୁରକୁ ଦ୍ଵିତୀୟ ଏହି ବିମାନସେବା ଆରମ୍ଭ ହୋଇଛି। ଇଣ୍ଡିଆ ୱାନ ଏୟାରଲାଇନ୍ସ ପକ୍ଷରୁ ସପ୍ତାହକୁ ଦୁଇଦିନ ସୋମବାର ଓ ଶୁକ୍ରବାର...
ଆଇସିସି କ୍ରିକେଟ ବିଶ୍ଵକପ: ଆଜି ଇଡେନ ଗାର୍ଡେନ୍ସରେ ଭାରତ-ଦକ୍ଷିଣ ଆଫ୍ରିକା ଟକ୍କର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇସିସି କ୍ରିକେଟ ବିଶ୍ଵକପରେ ଆଜି ମୁହାଁମୁହିଁ ହେବେ ଭାରତ ଓ ଦକ୍ଷିଣ ଆଫ୍ରିକା। ଏହି ମ୍ୟାଚରେ ନିଜର ଅପରାଜୟର ଧାରାକୁ ବଜାୟ ରଖିବାକୁ ପ୍ରସ୍ତୁତ ହୋଇଛି ଟିମ୍ ଇଣ୍ଡିଆ। କୋଲକାତାର ଇଡେନ...
ମହିଳା ସାମ୍ବାଦିକାଙ୍କୁ ମାଡ଼ ଘଟଣା: ଜେଲ୍ ଗଲେ ପ୍ରଯୋଜକ ଟୁଟୁ ନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ଘଟଣାରେ ଗିରଫ ହୋଇଥିବା ପ୍ରଯୋଜକ ଟୁଟୁ ନାୟକ ଜେଲ୍ ଗଲେ। ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି। ଏହି ଘଟଣାରେ ପଚରାଉଚରା...





















