ବିବାହ ବିଚ୍ଛେଦ ମାମଲା: ବର୍ଷାଙ୍କୁ ହାଇକୋର୍ଟଙ୍କ ନୋଟିସ୍

ଓଡ଼ିଶାଲାଇଭ୍ ବ୍ୟୁରୋ ସେଲିବ୍ରିଟି କପଲ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ବିବାହ ବିଚ୍ଛେଦ ମାମଲାରେ ପଡ଼ିପାରୁନି ପୂର୍ଣ୍ଣଚ୍ଛେଦ। ଏହି ମାମଲାରେ ମଙ୍ଗଳବାର ଦିନ ବର୍ଷାଙ୍କୁ ନୋଟିସ୍ କରିଛନ୍ତି...

ଆଇସିସି କ୍ରିକେଟ ବିଶ୍ଵକପ: ଆଜି ଦକ୍ଷିଣ ଆଫ୍ରିକା ଓ ନେଦରଲାଣ୍ଡସ୍ ମଧ୍ୟରେ ଚାଲିଛି ମୁକାବିଲା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ମଙ୍ଗଳବାର ଜାରି ରହିଛି ଦକ୍ଷିଣ ଆଫ୍ରିକା ଓ ନେଦରଲାଣ୍ଡସ୍ ମଧ୍ୟରେ ମୁକାବିଲା। ଏଥିରେ ଦକ୍ଷିଣ ଆଫ୍ରିକା ପ୍ରଥମେ ଟସ୍ ଜିତି ବୋଲିଂ କରୁଛି। ହିମାଚଳ ପ୍ରଦେଶର ଧର୍ମଶାଳାରେ...

ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ମାମଲା: ଡିଲିଟ ହୋଇଛି ହୋଟେଲର ସିସିଟିଭି ଡାଟା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ଘଟଣା ଉପରୁ ହଟି ପାରୁନି ପରଦା। ମୃତ୍ୟୁର ୨୮ ଦିନ ପରେ ମଧ୍ୟ ସତ ଖୋଜିବାକୁ ପ୍ରୟାସ ଜାରି ରଖିଛି ପୋଲିସ। ସୁସ୍ମିତା ମିଞ୍ଜଙ୍କ...

ଅକ୍ଟୋବର ୨୯ରୁ ଭୁବନେଶ୍ୱରରୁ ଗୌହାଟୀକୁ ଦୈନିକ ବିମାନସେବା

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଆସାମର ଗୌହାଟୀକୁ ଆରମ୍ଭ ହେବ ସିଧାସଳଖ ବିମାନ ସେବା। ଅକ୍ଟୋବର ୨୯ ତାରିଖରୁ ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ଏହି ରୁଟରେ ଦୈନିକ ବିମାନ ଚଳାଚଳ...
Section 377 Scrapped

ଏଲଜିବିଟିଙ୍କୁ ବଡ଼ ଝଟକା: ସମଲିଙ୍ଗୀ ବିବାହକୁ ସୁପ୍ରିମକୋର୍ଟଙ୍କ ନା

ଓଡ଼ିଶାଲାଇଭ୍ ବ୍ୟୁରୋ ସମଲିଙ୍ଗୀ ବିବାହକୁ ନେଇ ଆସିଲା ସୁପ୍ରିମକୋର୍ଟଙ୍କ ଗୁରୁତ୍ଵପୂର୍ଣ୍ଣ ରାୟ। ସମଲିଙ୍ଗୀ ବିବାହକୁ ସ୍ଵୀକୃତି ଦେବାକୁ ମନା କରିବା ସହ ଆବେଦନ ଖାରଜ କରିଛନ୍ତି ସୁପ୍ରିମକୋର୍ଟ। ବିବାହ ଏକ ମୌଳିକ ଅଧିକାର ନୁହେଁ...

ଘନଉଛି ଇସ୍ରାଏଲ-ହମାସ ଯୁଦ୍ଧ: ଏବେ ଲେବାନନରେ ହେଜବୋଲ୍ଲା ଆତଙ୍କବାଦୀଙ୍କ ଉପରେ ଇସ୍ରାଏଲର ଏୟାରଷ୍ଟ୍ରାଇକ

ଓଡ଼ିଶାଲାଇଭ୍ ବ୍ୟୁରୋ ଇସ୍ରାଏଲ ଓ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବେ ଉଗ୍ରରୂପ ନେବାରେ ଲାଗିଛି। ଗାଜାରେ ହମାସ ଆତଙ୍କବାଦୀଙ୍କ ଠିକଣାକୁ ଧ୍ୱସ୍ତ କରିବା ସହ ଏବେ ଲେବାନନରେ ଥିବା ହେଜବୋଲ୍ଲା ଆତଙ୍କବାଦୀଙ୍କୁ ଟାର୍ଗେଟ...

ସୁନ୍ଦରଗଡ଼ର ଚିନ୍ତା ବଢ଼ାଉଛି ସ୍କ୍ରବ ଟାଇଫସ, ପୁଣି ୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ର ଚିନ୍ତା ବଢ଼ାଉଛି ସ୍କ୍ରବ ଟାଇଫସ। ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୦ରେ...

ଓଡ଼ିଶାର ସବୁ ମିନି ଅଙ୍ଗନବାଡ଼ି ଏବେ ହେଲା ନିୟମିତ ଅଙ୍ଗନବାଡ଼ି କେନ୍ଦ୍ର, ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଥିବା ସବୁ ୭,୫୭୯ଟି ମିନି ଅଙ୍ଗନବାଡ଼ି ଏବେ ନିୟମିତ ଅଙ୍ଗନବାଡ଼ି କେନ୍ଦ୍ର ଭାବେ ଉନ୍ନୀତ ହୋଇଛି। ଏନେଇ ହୋଇଥିବା ପ୍ରସ୍ତାବକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି। ଏହାଦ୍ଵାରା ରାଜ୍ୟରେ ଶିଶୁ...

ଭାରତୀୟ ଗୁଇନ୍ଦା ବିଭାଗରେ ୬୭୭ଟି ପଦବୀରେ ନିଯୁକ୍ତି ସୁଯୋଗ, ଆବେଦନର ଶେଷ ତାରିଖ ନଭେମ୍ବର ୧୩

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ର ଗୃହ ମନ୍ତ୍ରାଳୟ ଅଧିନସ୍ଥ ଭାରତୀୟ ଗୁଇନ୍ଦା ବିଭାଗ (ଆଇବି) ପକ୍ଷରୁ ମଲ୍ଟି ଟାସ୍କିଂ ଷ୍ଟାଫ’ ଓ ‘ସୁରକ୍ଷା ସହାୟକ (ଡ୍ରାଇଭର)’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏନେଇ...

ବିଶ୍ଵ ଷ୍ଟ୍ରୋକ ଦିବସ ଅବସରରେ ବହୁମୁଖୀ ସଚେତନତା କାର୍ଯ୍ୟକ୍ରମ – ‘ଷ୍ଟ୍ରୋକ ମୁକ୍ତ ଜୀବନ’

ଅଭିଷେକ ରାୟ ଆଇଏଫଆଇ ଫାଉଣ୍ଡେସନ ପକ୍ଷରୁ ତଥା ଓଡ଼ିଶାଲାଇଭ୍‌ ଓ ସ୍ୱାସ୍ଥ୍ୟପ୍ଲସର ମିଳିତ ଆନୁକୂଲ୍ୟରେ ଅକ୍ଟୋବର ୧୬ରୁ ୩୧ ପର୍ଯ୍ୟନ୍ତ ବିଶେଷ ଜନସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ। ବର୍ତ୍ତମାନ ସମୟରେ ସାରା ଦୁନିଆରେ ‘ଷ୍ଟ୍ରୋକ’...