ମାଲକାନଗିରିରେ ‘ଲକ୍ଷ୍ମୀ’ ଯୋଜନାର ଶୁଭାରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ‘ଲକ୍ଷ୍ମୀ’ ଯୋଜନାର ଶୁଭାରମ୍ଭ ହୋଇଛି। ଗୁରୁବାର ଦିନ ମାଲକାନଗିରି ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମାଲକାନଗିରି ଜିଲ୍ଲାରେ ଗୁରୁବାର ଦିନ ଗଡ଼ିଛି ୩୬ଟି ବସ୍। ଏହି...

ଜୟପୁର: କାଠ ଫାଳିଆରେ ପିଟି ସ୍ତ୍ରୀକୁ ହତ୍ୟା କରିବା ଅଭିଯୋଗରେ ସ୍ଵାମୀ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): କାଠ ଫାଳିଆରେ ପିଟି ପିଟି ସ୍ତ୍ରୀକୁ ହତ୍ୟା କରିବା ଅଭିଯୋଗରେ ସ୍ୱାମୀକୁ ଗିରଫ କରିଛି ପୋଲିସ। ଏହି ଅଭାବନୀୟ କାଣ୍ଡ ଘଟିଛି ଜୟପୁର ସହର ଡଙ୍ଗାଗୁଡ଼ାରେ। ଗିରଫ ଅଭିଯୁକ୍ତ ହେଉଛନ୍ତି...

ଇସ୍ରାଏଲରୁ ଭାରତୀୟଙ୍କୁ ଫେରାଇ ଆଣିବାକୁ ଉଦ୍ୟମ, ଆରମ୍ଭ ହେଲା ଅପରେସନ ‘ଅଜୟ’

ଓଡ଼ିଶାଲାଇଭ୍ ବ୍ୟୁରୋ ଇସ୍ରାଏଲରେ ଚାଲିଥିବା ଯୁଦ୍ଧ ଯୋଗୁଁ ସେଠାରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା ପାଇଁ ଅଭିଯାନ ଆରମ୍ଭ କରିଛନ୍ତି ଭାରତ ସରକାର। ଏହାର ନାମ ‘ଅପରେସନ ଅଜୟ’ ରଖାଯାଇଛି। ଏଥିରେ ଇସ୍ରାଏଲରୁ...

ବିହାରର ବକ୍ସର ଜିଲ୍ଲାରେ ବଡ଼ଧରଣର ଟ୍ରେନ ଦୁର୍ଘଟଣା, ୪ ଯାତ୍ରୀ ମୃତ ଏବଂ ୭୦ରୁ ଅଧିକ ଆହତ

ଓଡ଼ିଶାଲାଇଭ୍ ବ୍ୟୁରୋ ବିହାରର ବକ୍ସର ଜିଲ୍ଲା ଅନ୍ତର୍ଗତ ରଘୁନାଥପୁର ଷ୍ଟେସନ ନିକଟରେ ବଡ଼ଧରଣର ଟ୍ରେନ ଦୁର୍ଘଟଣା ହୋଇଛି। ମଙ୍ଗଳବାର ରାତିରେ ଉକ୍ତ ଷ୍ଟେସନ ନିକଟରେ ‘ନର୍ଥ ଇଷ୍ଟ୍‌ ଏକ୍ସପ୍ରେସ’ର ୨୧ଟି ବଗି ଲାଇନଚ୍ୟୁତ ହୋଇଛି।...

ୟୁଜିସି-ନେଟ୍ ପରୀକ୍ଷା ପାଇଁ ଜାରି ରହିଛି ଆବେଦନ, ଅକ୍ଟୋବର ୨୮ ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ନାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ୟୁଜିସି-ନେଟ୍ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଅଧ୍ୟାପକ ଓ ଜୁନିୟର ରିସର୍ଚ୍ଚ ଫେଲୋ ପଦ ପାଇଁ ଏହି ପରୀକ୍ଷା...

ଆଇସିସି ବିଶ୍ଵକପ: ଆଫଗାନିସ୍ତାନର ଭଲ ବ୍ୟାଟିଂ, ଭାରତ ଆଗରେ ୨୭୩ ରନର ଟାର୍ଗେଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ବୁଧବାର ଖେଳାଯାଉଛି ଭାରତ-ଆଫଗାନିସ୍ତାନ ମ୍ୟାଚ। ଏଥିରେ ଆଫଗାନିସ୍ତାନ ପ୍ରଥମ ଇନିଂସରେ ବ୍ୟାଟିଂ କରି ଭାରତ ଆଗରେ ୨୭୩ ରନର ଟାର୍ଗେଟ ରଖିଛି। ବୁଧବାର ମ୍ୟାଚ ଆରମ୍ଭରେ ଆଫଗାନିସ୍ତାନ ଟସ୍...

ଯାଜପୁର: ବ୍ରାହ୍ମଣୀ ନଦୀରେ ବୁଡ଼ିଗଲେ ଦୁଇ ସାଙ୍ଗ

ଓଡ଼ିଶାଲାଇଭ୍ ବ୍ୟୁରୋ ଯାଜପୁର ଜିଲ୍ଲା ଧର୍ମଶାଳା ଗୋକର୍ଣ୍ଣେଶ୍ଵର ନିକଟ ବ୍ରାହ୍ମଣୀ ନଦୀରେ ବୁଡ଼ି ଦୁଇ ସାଙ୍ଗଙ୍କର ବୁଧବାର ଦିନ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଜାରକା କୁମାରୀ ଗାଁର ଦିବ୍ୟରଞ୍ଜନ ମହାରଣା ଏବଂ ଗୋବିନ୍ଦ...

ବଦଳିଲା ରାଜସ୍ଥାନ ବିଧାନସଭା ନିର୍ବାଚନ ତାରିଖ, ନଭେମ୍ବର ୨୩ ନୁହେଁ ୨୫ରେ ଭୋଟ

ଓଡ଼ିଶାଲାଇଭ୍ ବ୍ୟୁରୋ ବଦଳିଲା ରାଜସ୍ଥାନ ବିଧାନସଭା ନିର୍ବାଚନ ତାରିଖ। ନଭେମ୍ବର ୨୩ ନୁହେଁ ୨୫ ତାରିଖରେ ହେବ ମତଦାନ। ଏ ନେଇ ବୁଧବାର ଦିନ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କେବଳ...

ଇସ୍ରାଏଲରେ ହମାସ ଆତଙ୍କବାଦୀଙ୍କ ବର୍ବର କାଣ୍ଡ, ୪୦ ଶିଶୁଙ୍କୁ ବିଭତ୍ସ ହତ୍ୟା

ଓଡ଼ିଶାଲାଇଭ୍ ବ୍ୟୁରୋ ଇସ୍ରାଏଲ ଓ ପଲେଷ୍ଟାଇନ ଆତଙ୍କବାଦୀ ସଂଗଠନ ହମାସ ମଧ୍ୟରେ ଜାରି ରହିଛି ଭୟଙ୍କର ଯୁଦ୍ଧ। ଏହି ଯୁଦ୍ଧରେ ଦିନ ବିତିବା ସହ ହମାସର ଗୋଟିଏ ପରେ ଗୋଟିଏ କଳା କାରନାମା ସାମ୍ନାକୁ...

ପଠାନକୋଟ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ଶାହିଦ ଲତିଫ ନିହତ

ଓଡ଼ିଶାଲାଇଭ୍ ବ୍ୟୁରୋ ପଠାନକୋଟ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ଶାହିଦ ଲତିଫକୁ ପାକିସ୍ତାନରେ ହତ୍ୟା କରାଯାଇଛି। ଅଜଣା ବ୍ୟକ୍ତିଙ୍କ ଗୁଳିରେ ଲତିଫର ମୃତ୍ୟୁ ହୋଇଛି। ଗତ ୨୦୧୬ ମସିହାରେ ପଞ୍ଜାବର ପଠାନକୋଟ ଏୟାରଫୋର୍ସ ଷ୍ଟେସନରେ ହୋଇଥିବା ଆତଙ୍କବାଦୀ...