ଫୁଲବାଣୀରେ ବିଜେଡିର ଜନସମ୍ପର୍କ ପଦଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ (ଫୁଲବାଣୀରୁ ସଦାଶିବ ପାତ୍ର): ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମକୁ ଲୋକଙ୍କ ପାଖରେ ପହଞ୍ଚାଇବା ଓ ଲୋକଙ୍କର ନିକଟତର ହେବା ଉଦ୍ଦେଶ୍ୟରେ ଅକ୍ଟୋବର ୨ ତାରିଖରୁ ଆରମ୍ଭ ହୋଇଛି ବିଜେଡିର ଜନସମ୍ପର୍କ...

ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ମାମଲା: ସତ ଖୋଜୁଛି ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ମାମଲା ଉପରୁ ଉଠିପାରୁନି ପରଦା। କଲ ଡିଟେଲ ରେକର୍ଡ (ସିଡିଆର) ଆଧାରରେ ଆରମ୍ଭ ହୋଇଛି ତଦନ୍ତ। ଏ ନେଇ ମଙ୍ଗଳବାର ଦିନ ସୂଚନା...

ପୁଣେର ସ୍ପ୍ରେଡ ହାପିନେସ ଫାଉଣ୍ଡେସନ ପକ୍ଷରୁ ଋତୁସ୍ରାବ ଉପରେ ସାମାଜିକ ସଚେତନତା କାର୍ଯ୍ୟକ୍ରମ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁଣେର ସ୍ପ୍ରେଡ ହାପିନେସ ଫାଉଣ୍ଡେସନ ପକ୍ଷରୁ ଋତୁସ୍ରାବ ଉପରେ ସାମାଜିକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ପୁଣେ ଜିଲ୍ଲା ଶିରୁର ବ୍ଲକ ଅନ୍ତର୍ଗତ ମୋରାଚି ଚିଞ୍ଚୋଲି ଗ୍ରାମସ୍ଥିତ ଜୟ ମହ୍ଲାର ଉଚ୍ଚ...

ଆସିଲା କଟକଣା: ଅଶାଳୀନ ପୋଷାକ ପିନ୍ଧିଲେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ ମନା

ଓଡ଼ିଶାଲାଇଭ୍ ବ୍ୟୁରୋ ଚିରା, ଫଟା ଜିନ୍ସ ପିନ୍ଧି ଯାଇହେବନି ଶ୍ରୀମନ୍ଦିର ଶ୍ରୀମନ୍ଦିର ପ୍ରବେଶ ବେଳେ ହାତକଟା ଡ୍ରେସ ମନା ଆସନ୍ତା ବର୍ଷ ଜାନୁଆରି ପହିଲାରୁ କଡ଼ା ହେବ ନିୟମ ଯାଞ୍ଚ କରିବେ ଜେଟିପି ଓ ପ୍ରତିହାରୀ ସେବକ ଏଣିକି ଯାହା...

ଓଡ଼ିଶାର ପୂର୍ବତନ ପୋଲିସ ଡିଜି ତଥା ଖ୍ୟାତନାମା ଲେଖକ ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ପୂର୍ବତନ ପୋଲିସ ଡିଜି ତଥା ଖ୍ୟାତନାମା ଲେଖକ ଶରତ ଚନ୍ଦ୍ର ମିଶ୍ରଙ୍କର ମଙ୍ଗଳବାର ସକାଳେ ପରଲୋକ ହୋଇଛି। ସେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ...

ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୩-୨୪ ବ୍ୟାଚରେ ନାମଲେଖା ଲାଗି କାଉନସେଲିଂ ଆରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର):ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୩-୨୪ ବ୍ୟାଚ ଲାଗି ନାମଲେଖା ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ବିଭାଗ ଅଧୀନରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ନାମଲେଖା ଲାଗି ସୋମବାରଠାରୁ ପ୍ରାର୍ଥୀମାନଙ୍କର...

ଓଡ଼ିଶାରେ ୨୦ ହଜାର ପ୍ରାଥମିକ ଶିକ୍ଷକ ପଦବୀରେ ନିଯୁକ୍ତି ସୁଯୋଗ, ଆଜି ଆବେଦନର ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୨୦ ହଜାର ପ୍ରାଥମିକ ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ସୁଯୋଗ ରହିଛି। ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ...

କନ୍ଧମାଳ: ଉର୍ମାଗଡ଼ ଜଳପ୍ରପାତରେ ପଡ଼ି ଛାତ୍ର ନିଖୋଜ

ଓଡ଼ିଶାଲାଇଭ୍ ବ୍ୟୁରୋ (ଫୁଲବାଣୀରୁ ସଦାଶିବ ପାତ୍ର): କନ୍ଧମାଳ ଜିଲ୍ଲା ଗୋଚ୍ଛାପଡ଼ା ଥାନା ଅନ୍ତର୍ଗତ ଉର୍ମାଗଡ଼ ଜଳପ୍ରପାତରେ ଖସିପଡ଼ି ଜଣେ ଛାତ୍ର ନିଖୋଜ ହୋଇଛନ୍ତି। ନିଖୋଜ ଛାତ୍ର ହେଉଛନ୍ତି କଟ୍ରିଙ୍ଗିଆ ପଞ୍ଚାୟତ ନାକଡ଼ିସରୁ ଗ୍ରାମର ଲିଙ୍ଗା...

ମୟୂରଭଞ୍ଜ: ଏଟିଏମରୁ ଟଙ୍କା ପାଇ ଫେରାଇଥିବା ହୋମଗାର୍ଡ ସଙ୍ଗୀତା ମାର୍ଣ୍ଡି ପୁରସ୍କୃତ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଏଟିଏମରୁ ଟଙ୍କା ପାଇ ଫେରାଇଥିବା ମୟୂରଭଞ୍ଜ ଜିଲ୍ଲା ବାରିପଦା ଟାଉନ ଥାନାରେ କାର୍ଯ୍ୟରତ ମହିଳା ହୋମଗାର୍ଡ ସଙ୍ଗୀତା ମାର୍ଣ୍ଡିଙ୍କୁ ପୁରସ୍କୃତ କରାଯାଇଛି। ଜିଲ୍ଲା ପୋଲିସ ଏବଂ ଷ୍ଟେଟ...

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ କୁଇ ଓ ଦେଶିଆ ଭାଷା ଉପରେ ପ୍ରଶିକ୍ଷଣ ଶିବିରର ଶୁଭାରମ୍ଭ  

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକମାନଙ୍କ ପାଇଁ କୁଇ ଓ ଦେଶିଆ ଭାଷା ଉପରେ ତିନିଦିନିଆ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଛି। ସୋମବାର ବିଶ୍ୱବିଦ୍ୟାଳୟର କୁଳପତି...