ଭୁବନେଶ୍ୱରରେ ଦୁଇ କେନ୍ଦ୍ରମନ୍ତ୍ରୀ, ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଅନୁରାଗ ଠାକୁର ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଦୁଇ କେନ୍ଦ୍ରମନ୍ତ୍ରୀ। ମଙ୍ଗଳବାର...

‘ସ୍ୱକଳ୍ପ’ କାର୍ଯ୍ୟକ୍ରମ ଅଧୀନରେ ଗାନ୍ଧୀ ଜୟନ୍ତୀରୁ ‘ଉଦ୍ୟୋଗୀ ସମ୍ପର୍କ ଅଭିଯାନ’ ଆରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ (ଜଗତସିଂହପୁର/ଭୁବନେଶ୍ୱର): ରାଜ୍ୟ ସରକାରଙ୍କ ଆତ୍ମନିଯୁକ୍ତି ତଥା ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ 'ସ୍ୱକଳ୍ପ' ଅଧୀନରେ ‘ଉଦ୍ୟୋଗୀ ସମ୍ପର୍କ ଅଭିଯାନ’ର ଶୁଭାରମ୍ଭ କରାଯାଇଛି। ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଏଥିପାଇଁ ଏକ ସ୍ୱତନ୍ତ୍ର...

ଉଦିତନଗର ଥାନା ଏଏସଆଇ ଆଲିସା ନରମି ଲୁଗୁନଙ୍କ ମୃତ୍ୟୁକୁ ନେଇ ବଢ଼ୁଛି ସନ୍ଦେହ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ଉଦିତନଗର ଥାନାର ମହିଳା ଏଏସଆଇ ଆଲିସା ନରମି ଲୁଗୁନଙ୍କ ମୃତ୍ୟୁକୁ ନେଇ ବଢ଼ୁଛି ସସପେନ୍ସ। କେମିତି ତାଙ୍କର ମୃତ୍ୟୁ ହେଲା ତା’ର ସଠିକ୍ କାରଣ ଜଣାପଡ଼ିନଥିବାବେଳେ ମାମଲା ରୁଜୁ କରିଛି...

ଏସିଆନ ଗେମ୍ସ: ଭାରତକୁ ଆଉ ଦୁଇଟି ପଦକ

ଓଡ଼ିଶାଲାଇଭ୍ ବ୍ୟୁରୋ ମହିଳା ଷ୍ଟିପଲଚେଜରେ ରୌପ୍ୟ ପଦକ ଜିତିଛନ୍ତି ପାରୁଲ ଚୌଧୁରୀ ଓ ବ୍ରୋଞ୍ଜ ପଦକ ଜିତିଛନ୍ତି ପ୍ରୀତି ହାଙ୍ଗଝୌରେ ଚାଲିଥିବା ୧୯ତମ ଏସିଆନ ଗେମ୍ସରେ ଭାରତକୁ ଆଉ ଦୁଇଟି ପଦକ ମିଳିଛି। ଆଥଲେଟିକ୍ସ ଇଭେଣ୍ଟ...

ୟୁ-ଟର୍ନ ବେଳେ ପଛରୁ ପିଟିଲା କାର୍, ଦୁର୍ଘଟଣାରେ ସ୍କୁଟି ଚାଳକ ଗୁରୁତର

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ନିକଟରେ ଏକ ସ୍କୁଟି ଓ କାର ମଧ୍ୟରେ ହୋଇଛି ଧକ୍କା। ଏଥିରେ ଉଭୟ ସ୍କୁଟି ଚାଳକ ଓ କାର ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରତ୍ୟକ୍ଷଦର୍ଶୀଙ୍କ...

ଏସିଆନ ଗେମ୍ସ: ସେମିଫାଇନାଲରେ ପ୍ରବେଶ କରିଛି ଭାରତୀୟ ପୁରୁଷ ହକି ଦଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଶେଷ ଗ୍ରୁପ ମ୍ୟାଚରେ ବାଂଲାଦେଶକୁ ୧୨-୦ରେ ହରାଇ ଏସିଆନ ଗେମ୍ସ ସେମିରେ ପ୍ରବେଶ କରିଛି ଭାରତୀୟ ପୁରୁଷ ହକି ଦଳ ଚାଇନାରେ ଚାଲିଥିବା ୧୯ତମ ଏସିଆନ ଗେମ୍ସରେ ଭାରତୀୟ ପୁରୁଷ ହକି ଦଳ...

ଲଘୁଚାପ ପ୍ରଭାବ: ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଥିବାରୁ ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି। ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି...

କୋଭିଡ ଭ୍ୟାକ୍ସିନ ଗବେଷଣା ପାଇଁ ୨ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୩ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଫିଜିଓଲୋଜି ବା ମେଡିସିନ କ୍ଷେତ୍ର ପାଇଁ କାଟଲିନ କାରିକୋ ଓ ଡ୍ରିଉ ୱିଜମ୍ୟାନଙ୍କୁ ମିଳିବ ନୋବେଲ ପୁରସ୍କାର। ଚିକିତ୍ସା ବିଜ୍ଞାନରେ ଅଦ୍ଭୁଦ ଆବିଷ୍କାର ପାଇଁ...

ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ମାମଲା: ପ୍ରମାଣ ଖୋଜୁଛି ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ଘଟଣା ଉପରୁ ପରଦା ହଟାଇବାକୁ ପ୍ରୟାସ ଚଳାଇଛି ପୋଲିସ। ସୁସ୍ମିତାଙ୍କୁ ହତ୍ୟା କରାଯାଇଥିବା ପରିବାର ପକ୍ଷରୁ ଅଭିଯୋଗ କରାଯିବା ସହ ଏହି ଘଟଣାର...

ଆରମ୍ଭ ହେଲା ବିଜେଡିର ଜନସମ୍ପର୍କ ପଦଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଅକ୍ଟୋବର ୨ ତାରିଖ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଆରମ୍ଭ ହୋଇଛି ବିଜୁ ଜନତା ଦଳ (ବିଜେଡି)ର ଜନସମ୍ପର୍କ ପଦଯାତ୍ରା। ମୁଖ୍ୟମନ୍ତ୍ରୀ ନବନୀ ପଟ୍ଟନାୟକ ଭୁବନେଶ୍ଵର ଏକାମ୍ର ନିର୍ବାଚନ ମଣ୍ଡଳିରୁ ଜନସମ୍ପର୍କ...