ନୟାଗଡ଼: ଅପହୃତା ଯୁବତୀ ଉଦ୍ଧାର, ୪ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ନୟାଗଡ଼ ସହରର ଏକ ଘରୋଇ କ୍ଲିନିକରେ କାମ କରୁଥିବା ଜଣେ ଯୁବତୀଙ୍କୁ ଅପହରଣ କରିନେବା ଘଟଣାରେ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ନୟାଗଡ଼ ସଦର ଥାନା ପୋଲିସ।...

ପୁରୀରେ ଅନୁଷ୍ଠିତ ହେବ ‘ଥାର୍ଡ ଆଇ ଫଟୋଗ୍ରାଫି ଫେଷ୍ଟିଭାଲ’, ଫଟୋ ବଖାଣିବ କଳା ସଂସ୍କୃତିର ଅନନ୍ୟ କାହାଣୀ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀରେ ଅନୁଷ୍ଠିତ ହେବାକୁ ଯାଉଛି ‘ଥାର୍ଡ ଆଇ ଫଟୋଗ୍ରାଫି ଫେଷ୍ଟିଭାଲ’। ପୁରୀ ସ୍ଥିତ ଲଳିତକଳା ଏକାଡେମୀ ପରିସରରେ ଅଗଷ୍ଟ ୧୪ ତାରିଖରୁ ୨୦ ତାରିଖ ଯାଏଁ ଏହି ଫଟୋଗ୍ରାଫି ଫେଷ୍ଟିଭାଲ ଚାଲିବ।...

ତାଜାକିସ୍ତାନର ଅନ୍ତର୍ଜାତୀୟ ବ୍ୟାଡମିଣ୍ଟନ ସିରିଜରେ ଓଡ଼ିଆ ଝିଅଙ୍କ କମାଲ: ସ୍ୱର୍ଣ୍ଣ ଜିତିଲେ ଶ୍ୱେତପର୍ଣ୍ଣା ଓ ଋତୁପର୍ଣ୍ଣା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ଦୁଇ ଷ୍ଟାର ବ୍ୟାଡମିଣ୍ଟନ ଖେଳାଳି ଶ୍ୱେତପର୍ଣ୍ଣା ପଣ୍ଡା ଓ ଋତୁପର୍ଣ୍ଣା ପଣ୍ଡା ଭାରତ ପାଇଁ ଆଣିଛନ୍ତି ଗୌରବ। ଏହି ଦୁଇ ବ୍ୟାଡମିଣ୍ଟନ ଖେଳାଳି ବିଡବ୍ଲ୍ୟୁଏଫ୍ ତାଜାକିସ୍ତାନ ଅନ୍ତର୍ଜାତୀୟ ସିରିଜର ମହିଳା...

ଜନ୍ମମାଟିରେ ସହିଦ ଯବାନ ସୁଶାନ୍ତଙ୍କୁ ଅନ୍ତିମ ବିଦାୟ

ଓଡ଼ିଶାଲାଇଭ୍ ବ୍ୟୁରୋ ପଞ୍ଚଭୂତରେ ଲୀନ ହେଲା ଅମର ସହିଦ ସୁଶାନ୍ତଙ୍କ ପାର୍ଥିବ ଶରୀର। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପର୍ଣ୍ଣ ହେଲା ଶେଷକୃତ୍ୟ। ଶନିବାର ଦିନ ବିରାଟ ଶୋଭାଯାତ୍ରାରେ ସହିଦଙ୍କ ପାର୍ଥିବ ଶରୀର ପହଞ୍ଚିଥିଲା ଜନ୍ମମାଟି...

ତାମ୍ପରା ହ୍ରଦ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପକୁ ଝଟକା, ରୋକ ଲଗାଇଲେ ଏନଜିଟି

ଓଡ଼ିଶାଲାଇଭ୍ ବ୍ୟୁରୋ ଗଞ୍ଜାମ ଜିଲ୍ଲା ତାମ୍ପରା ହ୍ରଦର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପକୁ ନାସନାଲ ଗ୍ରିନ୍‌ ଟ୍ରିବ୍ୟୁନାଲଙ୍କ (ଏନଜିଟି) ଝଟକା ଲାଗିଛି। ହ୍ରଦରେ ସବୁ ପ୍ରକାର ନିର୍ମାଣ ଉପରେ ରୋକ ଲଗାଇଛନ୍ତି ଏନଜିଟି। ଏନେଇ ତଦାରଖ କରିବା...

ଜନ୍ମମାଟିରେ ସହିଦ ଯବାନ ସୁଶାନ୍ତ ଖୁଣ୍ଟିଆଙ୍କ ପାର୍ଥିବ ଶରୀର, ସମଗ୍ର ଅଞ୍ଚଳରେ ଶୋକାକୁଳ ପରିବେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଜନ୍ମମାଟିକୁ ଫେରିଲା ସହିଦ ସୁଶାନ୍ତ କୁମାର ଖୁଣ୍ଟିଆଙ୍କ ପାର୍ଥିବ ଶରୀର। ଶନିବାର କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ପହଞ୍ଚିଛି ସିଆରପିଏଫ ଯବାନ ସୁଶାନ୍ତଙ୍କ ମରଶରୀର। ତାଙ୍କୁ ଶେଷ ଦର୍ଶନ କରିବା ପାଇଁ ଅନେକ...

୩୦ ହାଜରରୁ ଅଧିକ ‘ଗ୍ରାମ୍ୟ ଡାକ ସେବକ’ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ଅଗଷ୍ଟ ୨୩ ଶେଷ...

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ସରକାରଙ୍କ ଡାକ ବିଭାଗ ପକ୍ଷରୁ ୩୦ ହାଜର ୪୧ଟି ଗ୍ରାମ୍ୟ ଡାକ ସେବକ (ଜିଡିଏସ) ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏଥିରେ ଭାରତରେ ବିଭିନ୍ନ ରାଜ୍ୟର ଗ୍ରାମାଞ୍ଚଳରେ...

ଓଡ଼ିଶା କନଫରେନ୍ସ ଅଫ୍ ୟୁଥ୍ ୨୦୨୩ – ୩ ଦିନ ଧରି ଜଳବାୟୁ ପରିବର୍ତ୍ତନ ଓ ପରିବେଶ ସୁରକ୍ଷା...

ଓଡ଼ିଶାଲାଇଭ ବ୍ୟୁରୋ  (ଭୁବନେଶ୍ୱର): ୟୁନିସେଫ୍ ନେତୃତ୍ୱରେ ପରିଚାଳିତ ‘ୟୁଥ୍ ଫର୍ ୱାଟର’ ପ୍ଲସ୍ ଅଭିଯାନ ପକ୍ଷରୁ ଚାଲିଥିବା ‘ଓଡ଼ିଶା କନଫରେନ୍ସ ଅଫ୍ ୟୁଥ୍-୨୦୨୩’ ଶୁକ୍ରବାର ଦିନ ଶେଷ ହୋଇଯାଇଛି। ଭୁବନେଶ୍ୱରଠାରେ ୩ ଦିନ ଧରି...

ପୁରୀ ଜିଲ୍ଲାରେ ୪ଟି ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପକୁ କ୍ୟାବିନେଟ ଅନୁମୋଦନ

ଓଡ଼ିଶାଲାଇଭ୍ ବ୍ୟୁରୋ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକରେ ୧୯ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ପୁରୀ ଜିଲ୍ଲରେ ୪ଟି ଗ୍ରାମ୍ୟ ପାନୀୟ ଜଳ ଯୋଗାଣ...

ଜମି ବନ୍ଦୋବସ୍ତ ଆଇନ-୧୯୮୩ର ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଜମି ବନ୍ଦୋବସ୍ତ ଆଇନ-୧୯୮୩କୁ ଅଧିକ ସରଳ କରିବା ପାଇଁ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟରେ ରାଜ୍ୟ ସରକାରଙ୍କ ମଞ୍ଜୁରୀ ମିଳିଛି। ଏଥିରେ ଖାସମାହାଲ, ନଜୁଲ, ଗ୍ରାମକଣ୍ଠ କରମବୋକ ଓ ଆବାଦୀ କିସମର ଜମିକୁ...