ବନ୍ୟାରେ ନୟାଗଡ଼ର ୫୦ରୁ ଅଧିକ ଗାଁ ଜଳବନ୍ଦୀ, ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ମହାନଦୀରେ ଆସିଥିବା ବନ୍ୟାରେ ନୟାଗଡ଼ ଜିଲ୍ଲାର ୫୦ରୁ ଅଧିକ ଗାଁ ପ୍ରଭାବିତ ହୋଇଛି। ଜିଲ୍ଲାର ଗଣିଆଁ, ଖଣ୍ଡପଡ଼ା ଏବଂ ଭାପୁର ବ୍ଲକ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହିସବୁ ବ୍ଲକର...

ମହାନଦୀ ଉପରମୁଣ୍ଡରେ ପ୍ରବଳ ବର୍ଷିବ, ବଢ଼ିବ ଜଳସ୍ତର

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଗୁରୁବାରଠାରୁ ବର୍ଷା କମିବ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଛତିଶଗଡ଼ ମୁହାଁ ହୋଇଛି। ଏହା ପ୍ରଭାବରେ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା...

ସମ୍ଭାବ୍ୟ ବନ୍ୟାକୁ ନେଇ ପୁରୀ ଜିଲ୍ଲାରେ ବ୍ୟାପକ ପ୍ରସ୍ତୁତି, ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଓଡ଼ିଶାଲାଇଭ୍ ବ୍ୟୁରୋ ମହାନଦୀର ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ସମ୍ଭାବ୍ୟ ବନ୍ୟାକୁ ନେଇ ଚିନ୍ତା ବଢ଼ିଛି। ପୁରୀ ଜିଲ୍ଲାରେ ବନ୍ୟା ସମ୍ଭାବନା ଥିବାରୁ ଏହାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ...

ଅଗଷ୍ଟ ୪ରେ ଓଡ଼ିଶା ଆସିବେ ଅମିତ ଶାହ

ଓଡ଼ିଶାଲାଇଭ୍ ବ୍ୟୁରୋ ଅଗଷ୍ଟ ୪ ତାରିଖରେ ଦୁଇଦିନିଆ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଏହି ଗସ୍ତ ସମୟରେ ଅମିତ ଶାହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏପଟେ ଶାହଙ୍କ...

ଏଣିକି ସହଜ ହେବ ନକଲି ଔଷଧ ଚିହ୍ନଟ, ସବୁ ଔଷଧରେ ରହିବ କ୍ୟୁଆର କୋଡ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ନକଲି ଔଷଧ କାରବାରକୁ ରୋକିବା ପାଇଁ ଏବେ ପ୍ରତ୍ୟେକ ଔଷଧ ଉପରେ କ୍ୟୁଆର କୋଡ ଲାଗିବାକୁ ଯାଉଛି। ଏଥିପାଇଁ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ (ଡିସିଜିଆଇ) ଦେଶର ୩୦୦...

ଲଗାଣ ବର୍ଷାରେ ଫୁଲୁଛି ବୈତରଣୀ ଓ ମହାନଦୀ, ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି

ଓଡ଼ିଶାଲାଇଭ୍ ବ୍ୟୁରୋ ସାରା ଓଡ଼ିଶାରେ ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ମହାନଦୀ, ବୈତରଣୀ ଭଳି ବଡ଼ ନଦୀରେ ଜଳ ବିପଦ ସଙ୍କେତ ପାର କରିଛି। ଏଥିପାଇଁ ନଦୀର ତଳିଆ...

ବଢ଼ୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୨ଟି ଗେଟ୍

ଓଡ଼ିଶାଲାଇଭ୍ ବ୍ୟୁରୋ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଉଥିବାରୁ ଗୁରୁବାର ଦିନ ଆଉ ୨ଟି ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ୬୧୦ ଫୁଟ ରହିଛି। ଏବେ ହୀରାକୁଦ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡକୁ ୧...

ରାଜଧାନୀରେ ମେଟ୍ରୋ ପ୍ରକଳ୍ପ: ଗଠନ ହେଲା ‘ଭୁବନେଶ୍ଵର ମେଟ୍ରୋ ରେଳ କର୍ପୋରେସନ’

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵର ମେଟ୍ରୋ ପ୍ରକଳ୍ପ ପାଇଁ ଗଠନ ହୋଇଛି ‘ଭୁବନେଶ୍ଵର ମେଟ୍ରୋ ରେଳ କର୍ପୋରେସନ’ (ବିଏମଆରସି)। ଏହାର ସିଇଓ ଓ ମହାପ୍ରବନ୍ଧକଙ୍କୁ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ବିଏମଆରସିର ସିଇଓ ଭାବେ ଶିବପ୍ରସାଦ...

ସିଏପିଏଫ ଓ ଦିଲ୍ଲୀ ପୋଲିସରେ ‘ସବ ଇନ୍ସପେକ୍ଟର’ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ଅଗଷ୍ଟ ୧୫ ଶେଷ...

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ସରକାରଙ୍କ ଗୃହ ବିଭାଗ ଅଧିନସ୍ଥ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବଳରେ (ସିଏପିଏଫ) ଏବଂ ଦିଲ୍ଲୀ ପୋଲିସରେ ‘ସବ ଇନ୍ସପେକ୍ଟର’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଦିଲ୍ଲୀ ପୋଲିସ...

ବର୍ଷାରେ ଉବୁଟୁବୁ ବୌଦ୍ଧ: ବନ୍ୟା ଯୋଗୁଁ ଜିଲ୍ଲାର ଅନେକ ଅଞ୍ଚଳରେ ଯାତାୟାତ ଠପ୍

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ପ୍ରବଳ ବର୍ଷାରେ ଉବୁଟୁବୁ ହେଉଛି ବୌଦ୍ଧ ଜିଲ୍ଲା। ସୋମବାରଠାରୁ ଲଘୁଚାପ ଜନିତ ବର୍ଷା ଯୋଗୁଁ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟା ଯୋଗୁଁ ଅନେକ ଅଞ୍ଚଳରେ...