୮.୧୫ ପ୍ରତିଶତକୁ ବଢ଼ିଲା ଇପିଏଫ ସୁଧହାର, ଉପକୃତ ହେବେ ୬ କୋଟିରୁ ଅଧିକ କର୍ମଚାରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତରେ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ) ସୁଧହାରକୁ ବଢ଼ାଇଛନ୍ତି କେନ୍ଦ୍ର ସରକାର। ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଇପିଏଫ ଖାତାଧାରୀଙ୍କୁ ପୂର୍ବ ବର୍ଷ ତୁଳନାରେ ୦.୦୫ ପ୍ରତିଶତ ଅଧିକ ସୁଧ ମିଳିବ।...
ମୟୂରଭଞ୍ଜ: କଲରାପତରିଆ ବାଘ ଛାଲ ବିକ୍ରି କରିବା ଅଭିଯୋଗରେ ଗିରଫ ଅଭିଯୁକ୍ତ ହସ୍ପିଟାଲ ବେଡରୁ ଫେରାର
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): କଲରାପତରିଆ ବାଘ ଶିକାର କରି ଛାଲ ବିକ୍ରି କରିବା ଅଭିଯୋଗରେ ରବିବାର ଦିନ ଗିରଫ ହୋଇଥିବା ଅଭିଯୁକ୍ତ ହସ୍ପିଟାଲ ବେଡରୁ ଚମ୍ପଟ ମାରିଛନ୍ତି। ଏହି ଘଟଣା ଘଟିଛି...
ୱାର୍ଲ୍ଡ ସ୍କିଲ ସେଣ୍ଟରରେ ଦକ୍ଷତା ବିକାଶ ପାଇଁ ୧ ବର୍ଷିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ, ଆବେଦନର ଶେଷ ତାରିଖ ଅଗଷ୍ଟ...
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ଯୁବକ ଯୁବତୀଙ୍କର ଦକ୍ଷତା ବିକାଶ ନିମନ୍ତେ ସୁଯୋଗ ଆଣିଛି ଭୁବନେଶ୍ଵର ସ୍ଥିତ ୱାର୍ଲ୍ଡ ସ୍କିଲ ସେଣ୍ଟର ବା ବିଶ୍ଵ ଦକ୍ଷତା କେନ୍ଦ୍ର। ଏଠାରେ ଆଇଟିଆଇ ଓ ଡିପ୍ଲୋମା ପାସ୍ କରିଥିବା...
ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ପାଇଁ ଜୋରଦାର ପ୍ରସ୍ତୁତି, ମୁତୟନ ହେବେ ୩୬ ପ୍ଲାଟୁନ ଫୋର୍ସ
ଓଡ଼ିଶାଲାଇଭ୍ ବ୍ୟୁରୋ
ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।
ମଙ୍ଗଳବାର ଦିନ ବାୟୁସେନାର ସ୍ଵତନ୍ତ୍ର ବିମାନ ଯୋଗେ ଭୁବନେଶ୍ଵରରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।...
ଜ୍ଞାନବାପୀ ମସଜିଦ ମାମଲା: ଦୁଇ ଦିନ ପାଇଁ ଏଏସଆଇ ସର୍ଭେ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ବାରାଣାସୀ ସ୍ଥିତ ଜ୍ଞାନବାପୀ ମସଜିଦ୍ ପରିସରରେ ଏଏସଆଇର ସର୍ଭେ କାମ ବନ୍ଦ କରିବା ଲାଗି ସୋମବାର ଦିନ ନିର୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଆସନ୍ତା ଜୁଲାଇ ୨୬ ତାରିଖ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ...
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ମଙ୍ଗଳବାରରୁ ରାଜ୍ୟରେ ବଢ଼ିବ ବର୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଏବେ ମୌସୁମୀ ସହ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୋମବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା...
ଖୋଲିଲା ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର, ସୋମବାର ସକାଳୁ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ପୁରୀବାସୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦୀର୍ଘ ଦିନର ଅପେକ୍ଷା ପରେ ଖୋଲିଛି ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର। ସୋମବାର ସକାଳ ୭ ଟାରୁ କେବଳ ପୁରୀର ଭକ୍ତମାନେ ଏହି ଦ୍ୱାର ଦେଇ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ପ୍ରବେଶ...
ବଢ଼ୁଛି ହୀରାକୁଦ ଜଳସ୍ତର, ଖୋଲିଲା ଆଉ ୩ଟି ଗେଟ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଉପରମୁଣ୍ଡରେ ବର୍ଷା ଯୋଗୁଁ ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ରବିବାର ଦିନ ୫ଟି ଗେଟ୍ ଖୋଲାଯାଇ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଥିବାବେଳେ ସୋମବାର ଦିନ ଆଉ ୩ଟି ଗେଟ୍...
ଧରାପଡ଼ିଲା ଆନ୍ତଃରାଜ୍ୟ ପ୍ରଶ୍ନପତ୍ର ଲିକ୍ ରାକେଟ, ଓଏସଏସସି ପକ୍ଷରୁ ଜେଇ(ସିଭିଲ୍) ମୁଖ୍ୟ ଲିଖିତ ପରୀକ୍ଷା ରଦ୍ଦ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସଏସସି) ପକ୍ଷରୁ ଜୁଲାଇ ୧୬ ତାରିଖରେ ହୋଇଥିବା ଜୁନିୟର ଇଞ୍ଜିନୟର (ସିଭିଲ) ମୁଖ୍ୟ ଲିଖିତ ପରୀକ୍ଷାକୁ ରଦ୍ଦ କରାଯାଇଛି। ଏହି ପରୀକ୍ଷାରେ ପ୍ରଶ୍ନପତ୍ର ଲିକକୁ ନେଇ...
ଏଫଆଇଏଚ୍ ପ୍ରୋ-ଲିଗ ହକି ୨୦୨୩-୨୪: ଭୁବନେଶ୍ଵରରୁ ଅଭିଯାନ ଆରମ୍ଭ କରିବ ଟିମ୍ ଇଣ୍ଡିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ଏଫଆଇଏଚ୍ ପ୍ରୋ-ଲିଗ ହକି ୨୦୨୩-୨୪ ପାଇଁ ଖେଳସୂଚୀ ଘୋଷିତ ହୋଇଛି। ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଭୁବନେଶ୍ଵର ସ୍ଥିତ କଳିଙ୍ଗ ଷ୍ଟାଡିୟମରୁ ମ୍ୟାଚ ଖେଳି ଏହି ଟୁର୍ଣ୍ଣାମେଣ୍ଟରେ ନିଜର...





















