ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ ପକ୍ଷରୁ ‘ସିଏଚଏସଏଲ୍’ ପରୀକ୍ଷା ପାଇଁ ଜାରି ରହିଛି ଆବେଦନ, ଜୁଲାଇ ୨୪ ଶେଷ...
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସଏସସି) ପକ୍ଷରୁ କମ୍ବାଇନ ହାଇଅର ସେକେଣ୍ଡାରି ଲେଭାଲ (ସିଏଚଏସଏଲ୍) ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷା ମାଧ୍ୟମରେ ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ...
କନ୍ଦାଇଲାଣି କଞ୍ଚାଲଙ୍କା: କିଲୋ ପିଛା ୪୦୦ ଟଙ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
ପରିବା ବଜାରରେ ଏବେ ରାଜ କରୁଛି କଞ୍ଚାଲଙ୍କା। ଦେଖିବାକୁ ଛୋଟ, ହେଲେ ଦାମ ଶୁଣିଲେ ଗ୍ରାହକଙ୍କ ହୋସ୍ ଉଡ଼ିଯାଉଛି। ରୋଷେଇ ଘରୁ ଏବେ କଞ୍ଚାଲଙ୍କାକୁ ବାଦ୍ ଦେବାକୁ ବାଧ୍ୟ ହେଉଛନ୍ତି ଗୃହିଣୀ।
ଏବେ...
ଡିଏନ ଗ୍ରୁପ୍ ଉପରେ ଆୟକର ଚଢ଼ାଉ, କର୍ମଚାରୀଙ୍କ ଘରୁ ୩୦ କୋଟି ଟଙ୍କା ଜବତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରର ପ୍ରମୁଖ ବ୍ୟାବସାୟିକ ପ୍ରତିଷ୍ଠାନ ଡିଏନ ଗ୍ରୁପ୍ ଉପରେ ବୁଧବାର ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଟିକସ ଫାଙ୍କିବା ଅଭିଯୋଗରେ ଡିଏନ ଗ୍ରୁପର ଭୁବନେଶ୍ଵର ସମେତ ୨୦ରୁ ଅଧିକ ସ୍ଥାନରେ...
ବୌଦ୍ଧରେ ୫-ଟି ସଚିବଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼
ଓଡ଼ିଶାଲାଇଭ୍ ବ୍ୟୁରୋ
(ବୌଦ୍ଧରୁ ଶାଶ୍ଵସ ଦେବବ୍ରତ ଦାଶ): ୫-ଟି ସଚିବ ଭିକେ ପାଣ୍ଡିଆନଙ୍କ ବୌଦ୍ଧ ଜିଲ୍ଲା ଗସ୍ତକୁ ବିରୋଧ କରି ତାଙ୍କ କାର ଉପରକୁ ବୁଧବାର ଦିନ ଅଣ୍ଡାମାଡ଼ କରାଯାଇଛି। ଆଜି ଦିନିକିଆ ବୌଦ୍ଧ ଜିଲ୍ଲା...
ସାବାଡ଼ ହେବେ ସରକାରୀ ଡାକ୍ତରଖାନାରେ ବୁଲୁଥିବା ଦଲାଲ, କାର୍ଯ୍ୟାନୁଷ୍ଠାନ ପାଇଁ ଅଣ୍ଟା ଭିଡ଼ିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ
ଓଡ଼ିଶାଲାଇଭ୍ ବ୍ୟୁରୋ
ସରକାରୀ ଡାକ୍ତରଖାନାରେ ଆଉ ଚାଲିବନି ଦଲାଲଙ୍କ ଦଦାଗିରି। ଏବେ ସାବାଡ଼ ହେବେ ଦଲାଲ, ମୁକ୍ତି ପାଇବେ ନିରୀହ ରୋଗୀ।
ଦଲାଲଙ୍କ କବ୍ଜାରେ ରାଜ୍ୟର ସରକାରୀ ଡାକ୍ତରଖାନା। ସରକାରୀ ଡାକ୍ତରଖାନାକୁ ଆସୁଥିବା ରୋଗୀଙ୍କୁ ଭଣ୍ଡେଇ...
କନ୍ଧମାଳ: ଯୁବକଙ୍କୁ ଗଳାକାଟି ହତ୍ୟା
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): ଜଣେ ଯୁବକଙ୍କୁ ଗଳାକାଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ଏହି ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ।...
ବେଦାନ୍ତ ଆଲୁମିନିୟମ ପକ୍ଷରୁ ‘ନିକ୍ଷୟ ମିତ୍ର’ କାର୍ଯ୍ୟକ୍ରମ ଅଧୀନରେ ୫୫୦ ଟିବି ରୋଗୀଙ୍କୁ ସହାୟତା
ଓଡ଼ିଶାଲାଇଭ୍ ବ୍ୟୁରୋ
ବେଦାନ୍ତ ଆଲୁମିନିୟମ ପକ୍ଷରୁ ଝାରସୁଗୁଡ଼ାରେ ଟିବି ମୁକ୍ତ କାର୍ଯ୍ୟକ୍ରମ 'ନିକ୍ଷୟ ମିତ୍ର'ର ପ୍ରଥମ ପର୍ଯ୍ୟାୟ ସଫଳତାର ସହ ଶେଷ କରାଯାଇଛି। କେନ୍ଦ୍ର ସରକାରଙ୍କ ଟିବି ମୁକ୍ତ ଭାରତ ଅଭିଯାନରେ କମ୍ପାନି ପକ୍ଷରୁ...
ରାଜ୍ୟରେ ଆଜିଠୁ ବଢ଼ିବ ବର୍ଷା!
ଓଡ଼ିଶାଲାଇଭ୍ ବ୍ୟୁରୋ
ବୁଧବାର ଦିନ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି। ରାଜଧାନୀ ଭୁବନେଶ୍ଵରର କିଛି ଅଞ୍ଚଳରେ ବର୍ଷା ଲାଗି ରହିଥିବାବେଳେ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର,...
ଆଜିଠୁ ମାଟ୍ରିକ ସାର୍ଟିଫିକେଟ ତ୍ରୁଟି ସଂଶୋଧନ ପ୍ରକ୍ରିୟା ଆରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବୁଧବାରଠାରୁ ମାଟ୍ରିକ ସାର୍ଟିଫିକେଟ ତ୍ରୁଟି ସଂଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାସ କରିଥିବା ଛାତ୍ରଛାତ୍ରୀଙ୍କ ସାର୍ଟିଫିକେଟରେ ଯଦି କୌଣସି...
ଅଜିତ ଅଗରକର ହେଲେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା
ଓଡ଼ିଶାଲାଇଭ୍ ବ୍ୟୁରୋ
ପୂର୍ବତନ ଦ୍ରୁତ ବୋଲର ଅଜିତ ଅଗରକର ଭାରତୀୟ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା ନିଯୁକ୍ତ ହୋଇଛନ୍ତି। ସେ ଏବେ ଚେତନ ଶର୍ମାଙ୍କ ସ୍ଥାନରେ ମୁଖ୍ୟ ଚୟନକର୍ତ୍ତା ଭାବେ ଦାୟିତ୍ଵ ତୁଲାଇବେ। ଏନେଇ...





















