କେନ୍ଦୁଝର: ବରଯାତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍, ୫ ମୃତ
ଓଡ଼ିଶାଲାଇଭ୍ ବ୍ୟୁରୋ
କନିଆ ଘର ଆଗରେ ନାଚୁଥିବାବେଳେ ବରଯାତ୍ରୀଙ୍କ ଉପରେ ଏକ ଟ୍ରକ୍ ଚଢ଼ିଯିବାରୁ ୫ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ୨୦ ନମ୍ବର ଜାତୀୟ ରାଜପଥର କୁଡ଼ିଆଘାଟି...
ଆଜି ପବିତ୍ର ବାହୁଡ଼ା ଯାତ୍ରା: ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିବେ ଶ୍ରୀଜୀଉ
ଓଡ଼ିଶାଲାଇଭ୍ ବ୍ୟୁରୋ
ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ଚଳଚଞ୍ଚଳ ହୋଇଛି ଶ୍ରୀକ୍ଷେତ୍ର। ନଅ ଦିନର ଯାତ୍ରା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାପ୍ରଭୁ। ଏଥିପାଇଁ ବୁଧବାର ସକାଳୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଶରଧାବାଲିରେ ଘଣ୍ଟଘଣ୍ଟା...
‘ଆଇବିପିଏସ୍’ ପକ୍ଷରୁ ‘ଆରଆରବି’ ନିଯୁକ୍ତି ପରୀକ୍ଷା ପାଇଁ ଜାରି ରହିଛି ଆବେଦନ, ଜୁନ୍ ୩୦ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତର ବିଭିନ୍ନ ଆଞ୍ଚଳିକ ଗ୍ରାମ୍ୟ ବ୍ୟାଙ୍କ (ଆରଆରବି)ଗୁଡ଼ିକରେ ଅନେକ ଗ୍ରୁପ ‘ଏ’, ‘ଗ୍ରୁପ ‘ବି’ ଓ ଗ୍ରୁପ ‘ସି’ ଅଫିସର ଓ ଅନ୍ୟାନ୍ୟ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି।...
ତଦନ୍ତ କରି ଓଡ଼ିଶା କ୍ୟାଡର ଆଇଏଏସ ଅଧିକାରୀଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଓଡ଼ିଶାକୁ କେନ୍ଦ୍ରର ଚିଠି
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା କ୍ୟାଡରର ଜଣେ ଆଇଏଏସ ଅଧିକାରୀଙ୍କ ବିରୋଧରେ ହୋଇଥିବା ଅଭିଯୋଗର ସଠିକ୍ ଭାବେ ତଦନ୍ତ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର।
ଓଡ଼ିଶା କ୍ୟାଡରର ଜଣେ...
ପତ୍ନୀ ହତ୍ୟା ମାମଲା: ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ କାରାଦଣ୍ଡ
ଓଡ଼ିଶାଲାଇଭ୍ ବ୍ୟୁରୋ
ପତ୍ନୀ ଶଶିରେଖା ଗମାଙ୍ଗ ହତ୍ୟା ମାମଲାରେ ଗୁଣପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ମଙ୍ଗଳବାର ଦିନ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଭୁବନେଶ୍ଵର ସ୍ପେଶାଲ କୋର୍ଟ।
ଦଫା ୩୦୨ ଆଧାରରେ ଆଜୀବନ କାରାଦଣ୍ଡ...
କିଲୋ ପିଛା ୧୦୦ ଟଙ୍କା ଟପିଲା ଟମାଟୋ ଦର
ଓଡ଼ିଶାଲାଇଭ୍ ବ୍ୟୁରୋ
ଦେଖୁ ଦେଖୁ ୧୦୦ ଟଙ୍କା ଟପିଲା ଟମାଟୋ ଦର। କିଲୋ ପିଛା ୩୦ରୁ ୪୦ ଟଙ୍କାରେ ବିକ୍ରି ହେଉଥିବା ଟମାଟୋ ଆଜି ୧୨୦ ଟଙ୍କାରେ ବିକ୍ରି ହେଉଛି।
ଟମାଟୋ ଦର ଶୁଣି ଛାନିଆଁ...
ପୁଣି ବଢ଼ିଲା ଯୁକ୍ତ ୨ ଆବେଦନ ଅବଧି, ଜୁଲାଇ ୭ରୁ ପ୍ରଥମ ପର୍ଯ୍ୟାୟ ନାମଲେଖା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଯୁକ୍ତ ୨ ନାମଲେଖା ପାଇଁ ଆବେଦନର ଅବଧି ପୁଣି ବଢ଼ିଛି। ନାମଲେଖା ପାଇଁ ଆବେଦନର ସମୟକୁ ଜୁନ୍ ୨୬ ପରିବର୍ତ୍ତେ ଜୁନ୍ ୩୦କୁ ବୃଦ୍ଧି କରାଯାଇଛି। ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ...
କୋରାପୁଟ: କାରକୁ ଧକ୍କା ଦେଲା ଟ୍ୟାଙ୍କର, ଗୋଟିଏ ପରିବାରର ୩ ମୃତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): ଟ୍ୟାଙ୍କର ସହ କାରର ମୁହାଁମୁହିଁ ଧକ୍କା ହେବା ଫଳରେ ଗୋଟିଏ ପରିବାର ୩ ଜଣଙ୍କର ଜୀବନ ଚାଲିଯାଇଛି। ଏହି ଅଭାବନୀୟ ଘଟଣା କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ୨୬...
ଭାରତରେ ଆଇସିସି କ୍ରିକେଟ ବିଶ୍ଵକପ ୨୦୨୩: ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚରୁ ଅଭିଯାନ ଆରମ୍ଭ କରିବ ଟିମ୍ ଇଣ୍ଡିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତରେ ହେବାକୁଥିବା ଆଇସିସି କ୍ରିକେଟ ବିଶ୍ଵକପ ୨୦୨୩ ପାଇଁ ଖେଳସୂଚୀ ଜାରି ହୋଇଛି। ଚଳିତବର୍ଷ ଅକ୍ଟୋବର ୫ରୁ ନଭେମ୍ବର ୧୯ ତାରିଖ ଯାଏଁ କ୍ରିକେଟର ଏହି ମେଗା ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ।...
ବାହୁଡ଼ା ଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର, ଆଜି ଶ୍ରୀଜୀଉଙ୍କ ସନ୍ଧ୍ୟା ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ଯାତ୍ରା ପରେ ଏବେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ଚଳଚଞ୍ଚଳ ହୋଇଛି ଶ୍ରୀକ୍ଷେତ୍ର। ଏହାପୂର୍ବରୁ ମଙ୍ଗଳବାର ନବମୀ ତିଥିରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସନ୍ଧ୍ୟା ଦର୍ଶନ ଆରମ୍ଭ ହୋଇଛି। ଶ୍ରୀଗୁଣ୍ଡିଚା ମନ୍ଦିରର ଜନ୍ମବେଦୀରେ...





















