ନୟାଗଡ଼ରେ ମାତୃ ଓ ଶିଶୁ କଲ୍ୟାଣ ଯୋଜନାର ଅଭାବନୀୟ ଚିତ୍ର, ପ୍ରସବବେଳେ ଚାଲିଗଲା ରକ୍ତହୀନ ଗର୍ଭବତୀ ମା’ ଓ...

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ନୟାଗଡ଼ ଜିଲ୍ଲା ହସ୍ପିଟାଲରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ବୁଧବାର ପ୍ରସବ ସମୟରେ ଜଣେ ମା' ଓ ଗର୍ଭସ୍ଥ ଶିଶୁର ଶୋଚନୀୟ ମୃତ୍ୟୁ ସାଧାରଣରେ ଚିନ୍ତା...

ବିରୋଧୀଙ୍କ ଉପରେ ବର୍ଷିଲେ ନଡ୍ଡା, ଓଡ଼ିଶାରେ ସରକାର ଗଢ଼ିବାକୁ ଆହ୍ୱାନ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଶୁକ୍ରବାର ସେ ଭବାନୀପାଟଣାରେ ଆୟୋଜିତ ବିଜେପିର ଗରିବ କଲ୍ୟାଣ ସମାବେଶରେ ଯୋଗ ଦେଇ କେନ୍ଦ୍ର ସରକାରଙ୍କ...

ହ୍ଵାଇଟ ହାଉସରେ ପ୍ରଧାନମନ୍ତ୍ରୀ: ଭାରତ ଓ ଆମେରିକା ମଧ୍ୟରେ ସ୍ଵାକ୍ଷର ହେଲା ୮ଟି ବଡ଼ ବୁଝାମଣା  

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବେ ୩ ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଗୁରୁବାର ଦିନ ସେ ୱାଶିଂଟନ ସ୍ଥିତ ହ୍ଵାଇଟ ହାଉସରେ ଆମେରିକୀୟ ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ବୈଠକ...

ମୌସୁମୀ ପ୍ରଭାବରେ ଓଡ଼ିଶାରେ ଜାରି ରହିଛି ବର୍ଷା, ୨୪ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳ ବର୍ଷିବ

ଓଡ଼ିଶାଲାଇଭ୍ ବ୍ୟୁରୋ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରାୟ ୨ ସପ୍ତାହ ବିଳମ୍ବରେ ଓଡ଼ିଶାରେ ପହଞ୍ଚିଛି। ଶୁକ୍ରବାର ଦିନ ସମ୍ପୂର୍ଣ୍ଣ ଓଡ଼ିଶାରେ ଅଗ୍ରସର ହୋଇଛି ମୌସୁମୀ। ଏହା ପ୍ରଭାବରେ ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ...

ପୁଣେରେ ରଥଯାତ୍ରା ଅବସରରେ ‘ସ୍ପ୍ରେଡ୍ ହାପିନେସ ଫାଉଣ୍ଡେସନ’ ପକ୍ଷରୁ ଭକ୍ତଙ୍କ ସେବା

ଓଡ଼ିଶାଲାଇଭ୍ ବ୍ୟୁରୋ ମହାରାଷ୍ଟ୍ରର ପୁଣେରେ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଆନନ୍ଦ ଉତ୍ସାହର ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରବାସୀ ଓଡ଼ିଆ ସଂଗଠନ 'ସ୍ପ୍ରେଡ୍ ହାପିନେସ ଫାଉଣ୍ଡେସନ' ତରଫରୁ ଭକ୍ତମାନଙ୍କ ବିଭିନ୍ନ ପ୍ରକାର ସେବା କରଯାଇଥିଲା।...

ଆଡ଼ପ ମଣ୍ଡପ ବିଜେ କଲେ ଶ୍ରୀଜୀଉ, ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପ ବିଜେ କରିଛନ୍ତି ଶ୍ରୀଜୀଉ। ଶୁକ୍ରବାର ସେବାୟତମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଗୋଟି ପହଣ୍ଡିରେ ନେଇ ଆଡ଼ପ ମଣ୍ଡପ ବିଜେ କରାଇଛନ୍ତି। ଶରଧାବାଲିରେ ରଥ ଉପରେ ଗୋଟିଏ ଦିନ ରହିବାପରେ...

ଭାରତୀୟ ବାୟୁ ସେନା ପକ୍ଷରୁ ‘ଆଫକାଟ୍ ପରୀକ୍ଷା’ ପାଇଁ ଜାରି ରହିଛି ଆବେଦନ, ଜୁନ୍ ୩୦ ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ   ଭାରତୀୟ ବାୟୁ ସେନାରେ ବିଭିନ୍ନ ପାଇଲଟ୍ ଓ ଗ୍ରାଉଣ୍ଡ ଡ୍ୟୁଟି ଷ୍ଟାଫ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏଥିପାଇଁ ହେବାକୁ ୨୦୨୩ ଆଫକାଟ୍ ପରୀକ୍ଷା ପାଇଁ ବିଜ୍ଞପ୍ତି ଜାରି...

ମୁକ୍ତା ଯୋଜନାରେ ପ୍ରକଳ୍ପ ପରିଚାଳନା ପାଇଁ ମିଶନ ଶକ୍ତି ମହିଳାଙ୍କୁ ଦିଆଯିବ ଦକ୍ଷତା ବିକାଶ ତାଲିମ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ (ମୁକ୍ତା) ଅନ୍ତର୍ଗତ ବିଭିନ୍ନ ପ୍ରକଳ୍ପଗୁଡ଼ିକୁ ପରିଚାଳନା କରିବା ପାଇଁ ମିଶନ ଶକ୍ତି ଏସଏଚଜି ମହିଳାଙ୍କୁ ଦକ୍ଷତା ବିକାଶ ତାଲିମ ଦିଆଯିବ। ଏଥିପାଇଁ ଜୁନ ୨୨...

ଆଡ଼ପ ମଣ୍ଡପ ବିଜେ କରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଗୁଣ୍ଡିଚା ମନ୍ଦିର ଶରଧାବାଲିରେ ରଥାରୁଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କର ଆରମ୍ଭ ହୋଇଛି ଆଡ଼ପ ମଣ୍ଡପ ବିଜେ ନୀତି। ରଥ ଉପରେ ମହାପ୍ରଭୁଙ୍କ ଦୈନନ୍ଦିନ ନୀତିକାନ୍ତି ଅନୁଷ୍ଠିତ ହୋଇ ସନ୍ଧ୍ୟା ଧୂପ ନୀତି ଶେଷ ହେବା...

ବେଦାନ୍ତ ଆଲୁମିନିୟମ ପକ୍ଷରୁ ଝାରସୁଗୁଡ଼ାରେ ଜିଲ୍ଲାସ୍ତରୀୟ ହକି ଚାମ୍ପିୟନସିପ ଆୟୋଜିତ

ଓଡ଼ିଶାଲାଇଭ୍ ବ୍ୟୁରୋ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଝାରସୁଗୁଡ଼ାରେ ଜିଲ୍ଲାସ୍ତରୀୟ ହକି ଚାମ୍ପିୟନସିପ ଆୟୋଜିତ ହୋଇଯାଇଛି। ଝାରସୁଗୁଡ଼ା ସ୍ଥିତ ବେଦାନ୍ତ କମ୍ପାନିର ଟାଉନସିପରେ ଜୁନ ୧୬ ତାରିଖରୁ ଏହି ଟୁର୍ଣ୍ଣାମେଣ୍ଟର ଆୟୋଜନ କରଯାଇଥିଲା। ଝାରସୁଗୁଡ଼ା ଜିଲ୍ଲା...