ଆହାର କେନ୍ଦ୍ର ପରିଚାଳନା କମିଟି ପାଇଁ ୨୦ କୋଟି ଟଙ୍କା ମଞ୍ଜୁର କଲେ ରାଜ୍ୟ ସରକାର
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟି ପାଇଁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ରାଜ୍ୟ ସରକାର। ଏହି ଅର୍ଥ ମୁଖ୍ୟମନ୍ତ୍ରୀଙ୍କ ରିଲିଫ...
ଓଡ଼ିଶା ଛୁଇଁଲା ମୌସୁମୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଦିନ ଓଡ଼ିଶା ଛୁଇଁଛି। ଓଡ଼ିଶାର ମାଲକାନଗିରି, କୋରାପୁଟ, ଗଜପତି ଜିଲ୍ଲାରେ ଅଗ୍ରସର ହୋଇଛି ମୌସୁମୀବାୟୁ। ଏଥିପାଇଁ ଏବେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ...
କ୍ୟାବିନେଟ ନିଷ୍ପତ୍ତି: ରାଜ୍ୟରେ ଦୁଇ ବର୍ଷରେ ନିର୍ମାଣ ହେବ ୩ ହଜାର ୪୦୪ କିଲୋମିଟର ରାସ୍ତା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ସରକାରଙ୍କ କ୍ୟାବିନେଟ ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତା ହୋଇଥିବା ଏହି ବୈଠକରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ରାଜ୍ୟର ଦୁର୍ଗମ ଅଞ୍ଚଳରେ ଗମନାଗମନର...
ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କ ଆଡ଼ପ ମଣ୍ଡପ ବିଜେ ନୀତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ମନ୍ଦିର ଶରଧାବାଲିରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ତିନି ରଥ। ରଥାରୁଢ଼ ମହାପ୍ରଭୁ ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ରଥ ଉପରେ ଦର୍ଶନ ଦେଉଛନ୍ତି। ଗୁରୁବାର ଦିନ ରଥାରୁଢ଼ ଚତୁର୍ଦ୍ଧା ମୂର୍ତ୍ତିଙ୍କର ଆଡ଼ପ ମଣ୍ଡପ...
ଆରପାରିରେ ପ୍ରସିଦ୍ଧ ‘ଅମୁଲ ଗାର୍ଲ’ ବିଜ୍ଞାପନର ସ୍ରଷ୍ଟା ସିଲଭେଷ୍ଟର ଡାକୁହ୍ନା
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରସିଦ୍ଧ 'ଅମୁଲ ଗାର୍ଲ' ମାସ୍କଟ ତିଆରି କରିଥିବା ମୁଖ୍ୟ ବ୍ୟକ୍ତି ସିଲଭେଷ୍ଟର ଡାକୁହ୍ନାଙ୍କ ଦେହାନ୍ତ ହୋଇଛି। ମୁମ୍ବାଇରେ ମଙ୍ଗଳବାର ବିଳମ୍ବିତ ରାତିରେ ୯୩ ବର୍ଷ ବୟସରେ ସେ ମୃତ୍ୟୁବରଣ କରିଛନ୍ତି। ତାଙ୍କ...
ଆଜିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ଗର୍ଭଗୃହର ଯାଞ୍ଚ ଓ ମରାମତି କାର୍ଯ୍ୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀମନ୍ଦିର ଗର୍ଭଗୃହର ଯାଞ୍ଚ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏଥିଲାଗି ଭାରତୀୟ ପ୍ରତ୍ନତତ୍ତ୍ଵ ବିଭାଗ (ଏଏସଆଇ)ର ୪ ଜଣିଆ ବୈଷୟିକ ଟିମ ପୁରୀରେ ପହଞ୍ଚିଛନ୍ତି। ରଥଯାତ୍ରା ସମୟରେ ଶ୍ରୀଜୀଉ ଶ୍ରୀମନ୍ଦିରରେ ନଥିଲାବେଳେ...
ଓପିଏସସି ପକ୍ଷରୁ ‘ସହକାରୀ ବନ ସଂରକ୍ଷକ’ ଓ ‘ଫରେଷ୍ଟ ରେଞ୍ଜର’ ପଦବୀ ପାଇଁ ଜାରି ରହିଛି ଆବେଦନ, ଜୁନ୍...
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ବିଭିନ୍ନ ସହକାରୀ ବନ ସଂରକ୍ଷକ ଓ ଫରେଷ୍ଟ ରେଞ୍ଜର ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ‘ଓଡ଼ିଶା...
ଡାଏବେଟିସ୍ ନିୟନ୍ତ୍ରଣ ପାଇଁ ଯୋଗ
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
[youtube https://www.youtube.com/watch?v=7kPjBC4k9nw]
ଯୋଗ ଶରୀର ସଙ୍ଗେ ସଙ୍ଗେ ମନକୁ ବି ସୁସ୍ଥ ରଖିଥାଏ। ଯୋଗ ଦ୍ଵାରା ଶରୀରର ବିଭିନ୍ନ ସମସ୍ୟା ଦୂର ମଧ୍ୟ ହୋଇଥାଏ। ଏପରିକି ଯୋଗ ଦ୍ଵାରା ଡାଏବେଟିସକୁ ନିୟନ୍ତ୍ରଣ...
ରାଜ୍ୟ କ୍ୟାବିନେଟରେ ୧୫ଟି ପ୍ରସ୍ତାବକୁ ମଞ୍ଜୁରି
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୁଧବାର ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୧୫ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି ରାଜ୍ୟ ସରକାର।
ସୌରା ଭାଷାକୁ ସମ୍ବିଧାନର ଅଷ୍ଟମ...
ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଅନ୍ତର୍ଜାତୀୟ ଯୋଗ ଦିବସ
ଓଡ଼ିଶାଲାଇଭ୍ ବ୍ୟୁରୋ
(କୋରାପୁଟ): କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପରିସରରେ ବୁଧବାର ଦିନ ନବମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି। ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଚକ୍ରଧର ତ୍ରିପାଠୀ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରି...





















