ଅଧିକାରୀଙ୍କ ନିଯୁକ୍ତି ଓ ବଦଳି କ୍ଷମତା ଦିଲ୍ଲୀ ସରକାରଙ୍କ ହାତରେ ରହିବ: ସୁପ୍ରିମକୋର୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିଲ୍ଲୀ ସରକାର ଏବଂ ଉପରାଜ୍ୟପାଳଙ୍କ ମଧ୍ୟରେ ଲାଗି ରହିଥିବା ବିବାଦ ଉପରେ ଗୁରୁବାର ଦିନ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି ସୁପ୍ରିମକୋର୍ଟ। ଅଧିକାରୀମାନଙ୍କ ନିଯୁକ୍ତି ଏବଂ ବଦଳି କ୍ଷମତା ଦିଲ୍ଲୀ ସରକାରଙ୍କ ହାତରେ...
ଆଜି ପ୍ରଧାନମନ୍ତ୍ରୀଙ୍କୁ ନୂଆଦିଲ୍ଲୀରେ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଚାରିଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ଅପରାହ୍ଣ ୪ ଟା ୩୦ରେ ନୂଆଦିଲ୍ଲୀଠାରେ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟର ସ୍ଵାର୍ଥ...
ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୋକା’
ଓଡ଼ିଶାଲାଇଭ୍ ବ୍ୟୁରୋ
ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୋକା’। ଗୁରୁବାର ମଧ୍ୟରାତି ସୁଦ୍ଧା ଏହା ଭୀଷଣ ବାତ୍ୟାର ରୂପ ନେଇ ଆସନ୍ତା ୧୨ ତାରିଖ ସନ୍ଧ୍ୟା ସୁଦ୍ଧା ଅତିଭୀଷଣ ବାତ୍ୟାର ରୂପ ନେବାର...
ଶାନ୍ତିଶୃଙ୍ଖଳାର ସହ ସରିଲା ଝାରସୁଗୁଡ଼ା ଉପନିର୍ବାଚନ, ଇଭିଏମରେ ସିଲ୍ ପ୍ରାର୍ଥୀଙ୍କ ଭାଗ୍ୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶାନ୍ତିଶୃଙ୍ଖଳାର ସହ ସରିଲା ଝାରସୁଗୁଡ଼ା ଉପନିର୍ବାଚନ ଲାଗି ମତଦାନ। ଏବେ ଇଭିଏମରେ ସିଲ୍ ହୋଇ ରହିଛି ପ୍ରାର୍ଥୀଙ୍କ ଭାଗ୍ୟ। ଆସନ୍ତା ୧୩ ତାରିଖରେ ଜଣାପଡ଼ିବ ଝାରସୁଗୁଡ଼ା ଭୋଟର କାହା ଉପରେ କରିଛନ୍ତି...
ରାୟଗଡ଼ା ଓ ବାଲେଶ୍ଵରରେ ମହୁମାଛି ଆକ୍ରମଣରେ ୧ ମୃତ, ୧୮ ଆହତ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ କରଞ୍ଜ ଗ୍ରାମରେ ବୁଧବାର ଦିନ ମହୁମାଛି ଆକ୍ରମଣରେ ୧୮ ଜଣ ଆହତ ହୋଇଛନ୍ତି।
ଠାକୁରାଣୀଙ୍କ ଘଟପର୍ବ ସମୟରେ ଏକ ଗଛ ମୂଳେ ନିଆଁ ଜାଳି...
ସୁନ୍ଦରଗଡ଼ରେ ‘ମିଶନ ଜୀବିକା’ ଅଧୀନରେ ଅର୍ଥକାରୀ ଫସଲକୁ ପ୍ରୋତ୍ସାହନ, ଲାଭବାନ ହେଉଛନ୍ତି ଆଦିବାସୀ ଚାଷୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଚାଷୀମାନଙ୍କ ଆୟକୁ ବହୁ ଗୁଣିତ କରିବା ଲାଗି ଅର୍ଥକାରୀ ଫସଲ ଚାଷ ଉପରେ ବିଶେଷ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର। ଏହି କ୍ରମରେ ସୁନ୍ଦରଗଡ଼ ଜିଲ୍ଲାର ଆଦିବାସୀ ଚାଷୀମାନେ ବିଭିନ୍ନ ପୁଷ୍ଟିଶସ୍ୟ...
ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ: ଅପରାହ୍ଣ ୫ଟା ସୁଦ୍ଧା ୬୮.୧୨ ପ୍ରତିଶତ ମତଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ଲାଗି ବୁଧବାର ଦିନ ଭୋଟ ଗ୍ରହଣ କରାଯାଇଛି। ଏଠାରେ ଅପରାହ୍ଣ ୫ଟା ସୁଦ୍ଧା ୬୮.୧୨ ପ୍ରତିଶତ ମତଦାନ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ...
ଇମ୍ରାନଙ୍କ ଗିରଫ ପରେ ପାକିସ୍ତାନରେ ଗୃହଯୁଦ୍ଧ ପରିସ୍ଥିତି
ଓଡ଼ିଶାଲାଇଭ୍ ବ୍ୟୁରୋ
ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଗିରଫ ହେବା ପରେ ଦେଶରେ ଗୃହଯୁଦ୍ଧ ଭଳି ପରିସ୍ଥିତି ଉପୁଜିଛି। ଇମ୍ରାନଙ୍କ ସମର୍ଥକମାନେ ଅସନ୍ତୋଷ ଜାହିର କରିଛନ୍ତି। ବିଭିନ୍ନ ସ୍ଥାନରେ ଭଙ୍ଗାରୁଜା ସହ ନିଆଁ...
ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ: ଅପରାହ୍ଣ ୩ଟା ସୁଦ୍ଧା ୫୫.୨୦ ପ୍ରତିଶତ ମତଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ଲାଗି ଶାନ୍ତିଶୃଙ୍ଖଳା ମଧ୍ୟରେ ମତଦାନ ଜାରି ରହିଛି। ଏଠାରେ ଅପରାହ୍ଣ ୩ଟା ସୁଦ୍ଧା ୫୫.୨୦ ପ୍ରତିଶତ ମତଦାନ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ...
ଆସୁଛି ବାତ୍ୟା ମୋକା, ଓଡ଼ିଶା ଉପରେ ପଡିବନି ପ୍ରଭାବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ରାତି ସୁଦ୍ଧା ବାତ୍ୟାର ରୂପ ନେବାର ସମ୍ଭାବନା ରହିଥିବା ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ତେବେ ଓଡ଼ିଶା ଉପରେ ବାତ୍ୟାର...





















