ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୫-୨୬ ଜୁନ ସେସନରେ ନାମଲେଖା: ଅନଲାଇନ ଆବେଦନର ଶେଷ ତାରିଖ ମେ’ ୩
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ୱ ଦକ୍ଷତା କେନ୍ଦ୍ରରେ ମୋଟ ୭ଟି ବିଷୟରେ ଅତ୍ୟାଧୁନିକ ତାଲିମ ପାଠ୍ୟକ୍ରମ
ଅନ୍ତର୍ଜାତୀୟ ମାନର ଭିତ୍ତିଭୂମି ସାଙ୍ଗକୁ ଅତ୍ୟାଧୁନିକ ଲାବୋରେଟୋରି
ଅନ୍ୟ ରାଜ୍ୟର ପ୍ରାର୍ଥୀଙ୍କ ପାଇଁ ୧୦ ପ୍ରତିଶତ ପର୍ଯ୍ୟନ୍ତ ସିଟ୍ ସଂରକ୍ଷଣ
(ଭୁବନେଶ୍ୱର): ଭୁବନେଶ୍ୱର...
ଓରେରାର ପ୍ରଶାସନିକ ସଦସ୍ୟ ପ୍ରଦୀପ କୁମାର ବିଶ୍ଵାଳଙ୍କ ଅବସର ଗ୍ରହଣ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ଵର): ଓଡ଼ିଶା ରିୟଲ ଇଷ୍ଟେଟ ରେଗୁଲେଟୋରି ଅଥରିଟି (ଓରେରା) ର ପ୍ରଶାସନିକ ସଦସ୍ୟ ପ୍ରଦୀପ କୁମାର ବିଶ୍ଵାଳ ଶୁକ୍ରବାର ଦିନ ଅବସର ଗ୍ରହଣ କରିଛନ୍ତି।
ଏହି ଅବସରରେ ଓରେରା ସମ୍ମିଳନୀ କକ୍ଷଠାରେ ଏକ...
ଢେଙ୍କାନାଳ: ଆଇଆଇଏମସିରେ ଓଡ଼ିଆ ସାମ୍ବାଦିକତା ପାଠ୍ୟକ୍ରମ ପାଇଁ ଆବେଦନର ଶେଷ ତାରିଖ ମେ’ ୧୦
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଢେଙ୍କାନାଳ ସ୍ଥିତ ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମସି) ରେ ଓଡ଼ିଆ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଛି। ଆବେଦନର ଶେଷ ତାରିଖ...
ପ୍ରକାଶ ପାଇଲା ମାଟ୍ରିକ୍ ରେଜଲ୍ଟ: ଏଥର ବି ବାଜି ମାରିଲେ ଝିଅ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ପ୍ରକାଶ ପାଇଲା ମାଟ୍ରିକ୍ ରେଜଲ୍ଟ। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ମାଟ୍ରିକ୍ ପରୀକ୍ଷା ୨୦୨୫ ଫଳାଫଳ ଶୁକ୍ରବାର ଦିନ ପ୍ରକାଶିତ ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ...
ବାଲେଶ୍ୱରରେ ଗୀତଗୋବିନ୍ଦ ରଚୟିତା କବି ଜୟଦେବଙ୍କ ଜୟନ୍ତୀ ପାଳିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ଚଳିତ ବର୍ଷ ବାଲେଶ୍ୱର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୀତଗୋବିନ୍ଦ ରଚୟିତା କବି ଜୟଦେବଙ୍କ ଜୟନ୍ତୀ ପାଳିତ ହୋଇଯାଇଛି।
ଜୟନ୍ତୀ ସମାରୋହରେ ବାଲେଶ୍ଵର...
ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଲା ବନ ବିଭାଗ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷା ଓ ସଂରକ୍ଷଣ ପାଇଁ ବନବିଭାଗ ପକ୍ଷରୁ ଏକ ଅଭିନବ ପ୍ରୟାସ ଆରମ୍ଭ ହୋଇଛି। ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବାରିପଦାଠାରେ ଆୟୋଜିତ ହୋଇଛି...
ଭୁବନେଶ୍ଵର: ଓଡ଼ିଶା ରିୟଲ ଇଷ୍ଟେଟ୍ ରେଗୁଲେଟୋରି ଅଥରିଟି ପକ୍ଷରୁ ‘ରେରା’ ଦିବସ ପାଳିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ଵର): ଓଡ଼ିଶା ରିୟଲ ଇଷ୍ଟେଟ୍ ରେଗୁଲେଟୋରି ଅଥରିଟି (ଓରେରା) ପକ୍ଷରୁ ଗୁରୁବାର ପାଳିତ ହୋଇଛି ‘ରେରା’ ଦିବସ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ମୁଖ୍ୟ ସୂଚନା କମିଶନର ମନୋଜ କୁମାର ପରିଡ଼ା ମୁଖ୍ୟ ଅତିଥି...
ମୟୂରଭଞ୍ଜ: ଜିଲ୍ଲାସ୍ତରୀୟ କୃଷକ ଦିବସ -୨୦୨୫ ପାଳିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ପବିତ୍ର ଅକ୍ଷୟ ତୃତୀୟ ଅବସରରେ ମୟୂରଭଞ୍ଜ ଜିଲ୍ଲା ଶ୍ୟାମାଖୁଣ୍ଟା କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ଜିଲ୍ଲାସ୍ତରୀୟ କୃଷକ ଦିବସ ପାଳିତ ହୋଇଯାଇଛି।
ମୁଖ୍ୟ ଜିଲ୍ଲା କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ...
ଭୁବନେଶ୍ୱର: ଆନ୍ତର୍ଜାତିକ ଶ୍ରମିକ ଦିବସ ଅବସରରେ ରାଜ୍ୟସ୍ତରୀୟ ସମାରୋହ ଅନୁଷ୍ଠିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆନ୍ତର୍ଜାତିକ ଶ୍ରମିକ ଦିବସ ଅବସରରେ ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଛି ରାଜ୍ୟସ୍ତରୀୟ ସମାରୋହ। ଗୁରୁବାର ସ୍ଥାନୀୟ ଓୟୁଏଟି କୃଷି ଶିକ୍ଷା ସଦନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ...
ବାଲେଶ୍ୱର: ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ‘ସମ୍ମାନର ସହିତ କାମ କରିବା, ଗର୍ବର ସହିତ ବଞ୍ଚିବା’ ପ୍ରସଙ୍ଗକୁ ନେଇ ଫକୀର ମୋହନ ବିଶ୍ୱବିଦ୍ୟାଳୟର ଫାକଲ୍ଟି ଅଫ ବିଜନେସ ଷ୍ଟଡିଜ ଓ ମ୍ୟାନେଜମେଣ୍ଟ ବିଭାଗ...





















