ପହଲଗାମ ଆତଙ୍କବାଦୀ ଆକ୍ରମଣ: ୨୮ ଜଣଙ୍କ ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜମ୍ମୁ କଶ୍ମୀରର ପହଲଗାମରେ ମଙ୍ଗଳବାର ହୋଇଥିବା ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଭାରତର ବିଭିନ୍ନ ରାଜ୍ୟର ପର୍ଯ୍ୟଟକଙ୍କ ସମେତ କିଛି ସ୍ଥାନୀୟ ନାଗରିକ...
ବାଲେଶ୍ୱର: ଫକୀରମୋହନ ବିଶ୍ୱବିଦ୍ୟାଳୟ ଅଧିନସ୍ଥ ମହାବିଦ୍ୟାଳୟଗୁଡ଼ିକର ଅଧ୍ୟକ୍ଷମାନଙ୍କ ସମ୍ମିଳନୀ ଅନୁଷ୍ଠିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ଫକୀରମୋହନ ବିଶ୍ୱବିଦ୍ୟାଳୟ ଅଧିନସ୍ଥ ସମସ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷମାନଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ସମ୍ମିଳନୀ ଆୟୋଜିତ ହୋଇଯାଇଛି।
ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...
ସମ୍ବଲପୁରରେ ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ସମ୍ବଲପୁର): ସମ୍ବଲପୁରରେ ଲୋକଙ୍କ ଦୁଃଖ ଶୁଣିଲେ, ସଙ୍ଗେ ସଙ୍ଗେ ସମାଧାନ କଲେ। ନିଜ ସ୍ତରରେ ଶୀଘ୍ର ସମସ୍ୟା ସମାଧାନ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ପ୍ରଥମ ଥର...
ଜମ୍ମୁ କଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ: ଜଣେ ମୃତ, ୧୨ ଜଣ ଆହତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜମ୍ମୁ କଶ୍ମୀରର ଅନନ୍ତନାଗ ଜିଲ୍ଲାର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ଗୁଳିମାଡ଼ କରିଛନ୍ତି ଆତଙ୍କବାଦୀ। ଏଥିରେ ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିବାବେଳେ ୧୨ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରି ଚିକିତ୍ସା...
ଜଳୁଛି ଓଡ଼ିଶା, ୨୬ ଯାଏଁ ତାତିରୁ ତ୍ରାହି ନାହିଁ!
ଓଡ଼ିଶାଲାଇଭ୍ ବ୍ୟୁରୋ
ଜଳୁଛି ସାରା ଓଡ଼ିଶା। ଏପ୍ରିଲ ୨୬ ଯାଏଁ ତାପମାତ୍ରାରେ ଆହୁରି ବୃଦ୍ଧି ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ହିଟଓ୍ଵେଭ୍ ପାଇଁ ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ...
ମୟୂରଭଞ୍ଜରେ ବଳାଙ୍ଗୀ ମହୋତ୍ସବ, ଝୁମର ନୃତ୍ୟରେ ଝୁମିଲେ ଦର୍ଶକ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ବାରିପଦାଠାରେ ଆୟୋଜିତ ହୋଇଛି ମୟୂରଭଞ୍ଜ ଜିଲ୍ଲାର ଗଣପର୍ବ ବଳାଙ୍ଗୀ ମହୋତ୍ସବ। ପ୍ରତି ସନ୍ଧ୍ୟାରେ ଜମୁଛି ପାରମ୍ପରିକ ନୃତ୍ୟ ଗୀତର ଆସର।
ମହୋତ୍ସବ କମିଟିର ପ୍ରତିଷ୍ଠାତା ସମ୍ପାଦକ ଶରତ ଚନ୍ଦ୍ର...
ଝାଡ଼ଖଣ୍ଡର ବୋକାରୋ ଜିଲ୍ଲା ଜଙ୍ଗଲରେ ଏନକାଉଣ୍ଟର: ୮ ଜଣ ମାଓବାଦୀ ନିହତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଝାଡ଼ଖଣ୍ଡର ବୋକାରୋ ଜିଲ୍ଲା ଜଙ୍ଗଲରେ ସୋମବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୮ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ଜଣେ...
ଆଉ ନାହାନ୍ତି ଖ୍ରୀଷ୍ଟ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଉ ନାହାନ୍ତି ଖ୍ରୀଷ୍ଟ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା। ଏନେଇ ଭାଟିକାନ ସିଟି...
ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି: ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୫ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ସୋମବାର ବୈଶାଖ କୃଷ୍ଣ ଅଷ୍ଟମୀରେ ଶ୍ରୀଜୀଉଙ୍କ ପଇତାଲାଗି ନୀତି ପାଇଁ...
ଉନ୍ମୋଚିତ ହେଲା ଗାଳ୍ପିକ ଗଙ୍ଗାଧର ବିଶ୍ୱାଳଙ୍କ ‘ଷୋଡ଼ଶ’ ଗଳ୍ପ ସଂକଳନ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ୱର ସହରର ଏସିପିଏଲ୍ ସମ୍ମିଳନୀ କକ୍ଷଠାରେ ଗାଳ୍ପିକ ଗଙ୍ଗାଧର ବିଶ୍ୱାଳଙ୍କ ଗଳ୍ପ ସଙ୍କଳନ ‘ଷୋଡ଼ଶ’ ଉନ୍ମୋଚିତ ହୋଇଯାଇଛି।
କବି ପ୍ରଶାନ୍ତ ଦାସଙ୍କ ସଭାପତିତ୍ୱରେ ଆୟୋଜିତ ଉନ୍ମୋଚନ କାର୍ଯ୍ୟକ୍ରମରେ...





















