ବାଲେଶ୍ୱର: ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ଓଡ଼ିଆ ପକ୍ଷ ପାଳନ ଅବସରରେ ବାଲେଶ୍ଵରର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ଜାତୀୟ ସେବା...
ଭାରତରେ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର
ଓଡ଼ିଶାଲାଇଭ୍ ବ୍ୟୁରୋ
୨୦୦୮ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ରାଣା ଭାରତରେ ପହଞ୍ଚିସାରିଛି। ଗୁରୁବାର ଆମେରିକାରୁ ତହୱୁରକୁ ସ୍ଵତନ୍ତ୍ର ବିମାନ ଯୋଗେ ଭାରତ ଆଣିଛି ଜାତୀୟ ତଦନ୍ତ ସଂସ୍ଥା (ଏନଆଇଏ)। ଦିଲ୍ଲୀ ବାୟୁସେନାର...
ବାଲେଶ୍ଵର: ଶାନ୍ତିକାନନରେ ଉନ୍ମୋଚିତ ହେଲା ଶାଶୂ-ବୋହୂ ସମ୍ପର୍କକୁ ନେଇ ପୁସ୍ତକ ‘ସୁବର୍ଣ୍ଣ ସେତୁ’
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ଜିଲ୍ଲା ଫକୀରମୋହନ ସାହିତ୍ୟ ପରିଷଦ ଆନୁକୂଲ୍ୟରେ ଶାନ୍ତିକାନନଠାରେ ମମତା ମହାପାତ୍ର ଓ ବିଜୟିନୀ ସିଂହଦେଓଙ୍କ ମିଳିତ ସମ୍ପାଦନାରେ ଶାଶୂ-ବୋହୂ ସମ୍ପର୍କକୁ ନେଇ ଲିଖିତ ପୁସ୍ତକ...
ନୂଆଦିଲ୍ଲୀରେ ଇନଭେଷ୍ଟ ଓଡ଼ିଶା ସମ୍ମିଳନୀ: ଆସିଲା ୧ ଲକ୍ଷ ୩ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆଦିଲ୍ଲୀରେ ଆୟୋଜିତ ଇନଭେଷ୍ଟ ଓଡ଼ିଶା ସମ୍ମିଳନୀରେ ଯୋଗଦେଇ ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ସମ୍ମିଳନୀରେ ଏକାଧିକ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।
ଦିଲ୍ଲୀରେ ଏହି...
ବାଲେଶ୍ଵରରେ ଜମି ଅଧିଗ୍ରହଣ ପ୍ରସଙ୍ଗ ଏବଂ ବିପର୍ଯ୍ୟୟ ପରିଚାଳନାର ସମୀକ୍ଷା କଲେ ମନ୍ତ୍ରୀ ସୁରେଶ ପୂଜାରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜସ୍ଵ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଦିନିକିଆ ବାଲେଶ୍ୱର ଗସ୍ତ।
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ଓଡ଼ିଶା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ...
କେନ୍ଦୁଝରସ୍ଥିତ ‘ଓଡ଼ିଶା ସ୍କୁଲ ଅଫ୍ ମାଇନିଂ ଇଞ୍ଜିନିୟରିଂ’ର ଆଧୁନିକୀକରଣ: ଓମ୍ବାଡସି ସହାୟତାରେ ବିଭିନ୍ନ ଲାବୋରେଟୋରି ଓ ଲାଇବ୍ରେରିକୁ ଦିଆଯାଉଛି...
ଓଡ଼ିଶାଲାଇଭ୍ ବ୍ୟୁରୋ
ଶିଳ୍ପ ଉପଯୋଗୀ ତାଲିମ ନେଇ ଦେଶ ବିଦେଶର ପ୍ରମୁଖ ଶିଳ୍ପ ସଂସ୍ଥା ପାଇଁ ପ୍ରସ୍ତୁତ ହେଉଛନ୍ତି ଯୁବପିଢ଼ି
(କେନ୍ଦୁଝର): ରାଜ୍ୟର ବିଭିନ୍ନ ଆଇଟିଆଇ ଓ ଇଞ୍ଜିନିୟରିଂ କଲେଜ ଛାତ୍ରଛାତ୍ରୀଙ୍କ ଦକ୍ଷତା ବିକାଶ ପାଇଁ...
ବାଲେଶ୍ଵର: ବସ୍ତା ନିର୍ବାଚନମଣ୍ଡଳୀର ୫୫ଟି ପଡ଼ାଗ୍ରାମକୁ ରାଜସ୍ଵ ଗ୍ରାମର ମାନ୍ୟତା ପ୍ରଦାନ ପାଇଁ ବିଧାୟିକା ସୁବାସିନୀ ଜେନାଙ୍କ ଦାବି
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ଜିଲ୍ଲା ବସ୍ତା ନିର୍ବାଚନମଣ୍ଡଳୀର ମୋଟ ୫୫ଟି ପଡ଼ାଗ୍ରାମକୁ ରାଜସ୍ଵ ଗ୍ରାମର ମାନ୍ୟତା ପ୍ରଦାନ ଏବଂ ୧୪ଟି ସ୍ଥାନରେ ବନ୍ୟା/ବାତ୍ୟା ଆଶ୍ରୟସ୍ଥଳ ନିର୍ମାଣ ପାଇଁ ବସ୍ତା...
ମନୋଜ କୁମାର ପରିଡ଼ା: ଓଡ଼ିଶାର ନୂଆ ମୁଖ୍ୟ ସୂଚନା କମିଶନର
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ନୂଆ ମୁଖ୍ୟ ସୂଚନା କମିଶନର ଭାବେ ନିଯୁକ୍ତ ହୋଇଛନ୍ତି ମନୋଜ କୁମାର ପରିଡ଼ା। ସେହିପରି ଅବସରପ୍ରାପ୍ତ ଆଇପିଏସ ଅଧିକାରୀ ପ୍ରାଣବିନ୍ଦୁ ଆଚାର୍ଯ୍ୟ, ହାଇକୋର୍ଟର ବରିଷ୍ଠ ଆଇନଜୀବୀ କଳ୍ପନା ପଟ୍ଟନାୟକ, ଅବସରପ୍ରାପ୍ତ...
ମୟୂରଭଞ୍ଜ: ଓଡ଼ିଆ ପକ୍ଷ ପାଳନ ଅବସରରେ ରକ୍ତଦାନ ଶିବିର
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଓଡ଼ିଆ ପକ୍ଷ ପାଳନ ଅବସରରେ ମୟୂରଭଞ୍ଜ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ରକ୍ତଦାନ ଶିବିରକୁ ଜିଲ୍ଲାପାଳ ହେମକାନ୍ତ ସାଏ ଉଦଘାଟନ...
ରେପୋ ରେଟ୍ ୨୫ ବେସିସ୍ ପଏଣ୍ଟ ହ୍ରାସ କଲା ଭାରତୀୟ ରିଜର୍ଭ ବ୍ୟାଙ୍କ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ‘ରେପୋ’ ରେଟ୍ ହ୍ରାସ କରାଯାଇଛି। ଏଥିରେ ୨୫ ବେସିସ୍ ପଏଣ୍ଟ କମ କରାଯାଇଛି। ଫଳରେ ରେପୋ ରେଟ୍ ଏବେ ୬.୨୫ ପ୍ରତିଶତରୁ କମି ୬ ପ୍ରତିଶତ...





















