ତେଜୁଛି ବିମାନ ରାଜନୀତି: ପ୍ରଧାନମନ୍ତ୍ରୀ ନାରେନ୍ଦ୍ର ମୋଦୀଙ୍କ ଫଟୋ ନଥିବାରୁ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରରୁ ରାଉରକେଲାକୁ ଶନିବାର ଦିନ ଆରମ୍ଭ ହୋଇଛି ବିମାନ ସେବା। ସକାଳ ୧୦ଟା ୪୫ ମିନିଟରେ ଭୁବନେଶ୍ଵର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଯାତ୍ରୀଙ୍କୁ ଧରି ଉଡ଼ାଣ ଆରମ୍ଭ କରିଛି ଆଲାଏନ୍ସ...

ଶ୍ରୀକ୍ଷେତ୍ରରେ ପ୍ରାୟଶ୍ଚିତ କଲେ ବରଗଡ଼ ଧନୁଯାତ୍ରାର କଂସ ମହାରାଜା ହୃଷିକେଶ ଭୋଇ

ଓଡ଼ିଶାଲାଇଭ୍ ବ୍ୟୁରୋ ଶେଷ ହେଲା ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ର। ଧନୁଯାତ୍ରାରେ ଭଗବାନ, ମୁନିଋଷି ଏବଂ ସାଧାରଣ ଜନତାଙ୍କ ପ୍ରତି କରିଥିବା ଅନ୍ୟାୟ ଏବଂ ଅତ୍ୟାଚାରର ପ୍ରାୟଶ୍ଚିତ କରିବା ଲାଗି ଶ୍ରୀକ୍ଷେତ୍ର ପୁରୀରେ ପହଞ୍ଚିଛନ୍ତି...

ହକି ବିଶ୍ଵକପ ଉଦଘାଟନୀ ଉତ୍ସବ ପାଇଁ କମିଶନରେଟ ପୋଲିସର ପ୍ରସ୍ତୁତି: ମୁତୟନ ହେବେ ୫୦ ପ୍ଲାଟୁନ ପୋଲିସ ଫୋର୍ସ

ଓଡ଼ିଶାଲାଇଭ୍ ବ୍ୟୁରୋ ସିଲଭର ସିଟି କଟକ ବାରବାଟୀ ଷ୍ଟାଡିୟମରେ ହକି ପୁରୁଷ ବିଶ୍ଵକପ ୨୦୨୩ର ଉଦଘାଟନୀ ଉତ୍ସବ ଆସନ୍ତା ୧୧ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଜୋରସୋର ପ୍ରସ୍ତୁତି ଆରମ୍ଭ କରିଛି କମିଶନରେଟ ପୋଲିସ।...

ପ୍ରକାଶ ପାଇଲା ବୌଦ୍ଧ ଜିଲ୍ଲାର ଚୂଡ଼ାନ୍ତ ଭୋଟର ତାଲିକା

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲାର ଚଳିତ ବର୍ଷର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ବୌଦ୍ଧ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ସତ୍ୟ ରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ରାଉରକେଲା ସହରକୁ ଉଡ଼ିଲା ବିମାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରରୁ ରାଉରକେଲାକୁ ବିମାନ ସେବା ଆରମ୍ଭ ହୋଇଛି। ଶନିବାର ସକାଳ ୧୦ଟା ୪୫ ମିନିଟରେ ଭୁବନେଶ୍ଵର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଯାତ୍ରୀଙ୍କୁ ଧରି ଉଡ଼ାଣ ଆରମ୍ଭ କରିଛି ଆଲାଏନ୍ସ ଏୟାର...

ହକି ବିଶ୍ଵକପ ପାଇଁ ‘ଡଟ୍ ଫେଷ୍ଟ’: ଏଥର ଝୁମିବ ଭୁବନେଶ୍ଵର

ଓଡ଼ିଶାଲାଇଭ୍ ବ୍ୟୁରୋ ହକି ପୁରୁଷ ବିଶ୍ୱକପ ସମୟରେ ଦର୍ଶକଙ୍କୁ ମନୋରଞ୍ଜନର ଭରପୁର ଖୋରାକ ଯୋଗାଇବାକୁ ‘ଡଟ୍ ଫେଷ୍ଟ’ର ଆୟୋଜନ ହେବାକୁ ଯାଉଛି। ଏଥର ‘ଡଟ୍ ଫେଷ୍ଟ’ରେ ଝୁମିବ ରାଜଧାନୀ ଭୁବନେଶ୍ୱର। ଆସନ୍ତା ୧୩ରୁ ୨୯ ତାରିଖ...

ଜୟପୁର: ଚାଲାଣ ବେଳେ ୨୦୦ କେଜି ଗଞ୍ଜେଇ ଜବତ, ୨ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): ଗଞ୍ଜେଇ ଚାଲାଣ ବେଳେ ଜୟପୁର ଅବକାରୀ ବିଭାଗ ଚଢ଼ଉ କରି ୨୦୦ କେଜି ଗଞ୍ଜେଇ ଜବତ କରିବା ସହ  ୨ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ବାଲିମେଳାର...

ମଡେଲ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଓଡ଼ିଶାଲାଇଭ୍ ବ୍ୟୁରୋ ଯୁବ ବ୍ୟବସାୟୀ ତଥା ମଡେଲ ସୌମ୍ୟ ରଞ୍ଜନ ପାଣିଗ୍ରାହୀଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଉପରୁ ଏଯାଏଁ ହଟିନି ପରଦା। ଏହି ଘଟଣାକୁ ବର୍ଷେ ପୂରିବାକୁ ଯାଉଥିବାବେଳେ ନ୍ୟାୟ ଅପେକ୍ଷାରେ ରହିଛନ୍ତି ପରିବାର...

ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲା: ଇଡିରେ ହାଜର ହେଲେ ଆଉ ତିନିଜଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲାରେ ଶୁକ୍ରବାର ଦିନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ହାଜର ହୋଇଛନ୍ତି ଆଉ ୩ ଜଣ। ଏମାନଙ୍କ ମଧ୍ୟରେ ରହିଛନ୍ତି ଅର୍ଚ୍ଚନା ନାଗଙ୍କ ଚାଟାର୍ଡ ଆକାଉଟାଣ୍ଟ ଏବଂ ଅର୍ଚ୍ଚନାଙ୍କ...

ଭିତରକନିକା ଜାତୀୟ ଉଦ୍ୟାନରେ ପକ୍ଷୀ ଗଣନା ଆରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ଭିତରକନିକା ଜାତୀୟ ଉଦ୍ୟାନରେ ଆରମ୍ଭ ହୋଇଛି ପକ୍ଷୀ ଗଣନା। ବିଦେଶାଗତ ପକ୍ଷୀମାନଙ୍କ ଆଗମନରେ ଏବେ ଚଳଚଞ୍ଚଳ ହୋଇଉଠିଛି ଭିତରକନିକା। ଶୁକ୍ରବାର ସକାଳ ୬ଟାରୁ ପକ୍ଷୀ ଗଣନା କାମ ଆରମ୍ଭ ହୋଇଛି। ପକ୍ଷୀ...