ଆଉ ନାହାନ୍ତି ପ୍ରଖ୍ୟାତ ଅଭିନେତା ମନୋଜ କୁମାର

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଖ୍ୟାତ ଅଭିନେତା ମନୋଜ କୁମାରଙ୍କ ପରଲୋକ ଘଟିଛି। ଶୁକ୍ରବାର ସକାଳେ ମୁମ୍ବାଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ...

ଆଜିଠୁ ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଆରମ୍ଭ ହେଉଛି ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଦ୍ଵିବାର୍ଷିକ ଯାତ୍ରା। ଗୁରୁବାର ମଧ୍ୟରାତ୍ରୀରେ ବାପଘର ଅଭିମୁଖେ ବାହାରିବେ ମା’। ମା’ଙ୍କ ଆଗମନ ପାଇଁ ଚଳଚଞ୍ଚଳ ହୋଇଉଠିଛି ବ୍ରହ୍ମପୁର ସହର।...

ସରିଲା ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭାରେ ଚଳିତ ବର୍ଷର ବଜେଟ୍ ଅଧିବେଶନ ସରିଛି। ଗୁରୁବାର ବାଚସ୍ପତି ସୁରମା ପାଢ଼ୀ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି। ଏଥର ୩ଟି କାର୍ଯ୍ୟ ଦିବସ ଥାଇ...

ଆଜି ଲୋକସଭାରେ ଆଗତ ହେଲା ୱାକଫ୍ ସଂଶୋଧନ ବିଲ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଲୋକସଭାରେ ବୁଧବାର ଆଗତ ହୋଇଛି ୱାକଫ୍ ସଂଶୋଧନ ବିଧେୟକ। କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଏହାକୁ ଉପସ୍ଥାପିତ କରିଛନ୍ତି। ଯୁଗ୍ମ ସଂସଦୀୟ କମିଟି (ଜେପିସି) ୱାକଫ୍ ସଂଶୋଧନ ବିଲ୍ ଉପରେ...

ଆଜି ମହାପ୍ରଭୁଙ୍କର ବନକଲାଗି ନୀତି: ଶ୍ରୀମନ୍ଦିରରେ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ୧୦ଟା ଯାଏ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ବୁଧବାର ଚୈତ୍ର ଶୁକ୍ଳ ପଞ୍ଚମୀରେ...

ରାଜ୍ୟରେ ଶିଶୁବାଟିକାର ଶୁଭାରମ୍ଭ: କୁନି କୁନି ପିଲାଙ୍କୁ ଖଡ଼ି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଆରମ୍ଭ ହେଲା ଶିଶୁ ବାଟିକା। ବୁଧବାର ଶିଶୁବାଟିକାର ଶୁଭାରମ୍ଭ କରି କୁନି କୁନି ପିଲାଙ୍କୁ ଖଡ଼ି ଛୁଆଁଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱରସ୍ଥିତ ବଡ଼ଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟରେ ପିଲାମାନଙ୍କୁ...

ଆଜିଠାରୁ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା ଖାତାଦେଖା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ବୁଧବାରଠାରୁ ଆରମ୍ଭ ହୋଇଛି ୨୦୨୫ ଯୁକ୍ତ ୨ ପରୀକ୍ଷା ଖାତାଦେଖା। ଚଳିତ ବର୍ଷ ମଧ୍ୟ ୨ଟି ପର୍ଯ୍ୟାୟରେ ଏହି ପରୀକ୍ଷା ଖାତା ଦେଖାଯିବ। ଉଭୟ ଅନଲାଇନ ଓ ଅଫଲାଇନରେ ଖାତା...

ସେ ମୋତେ ଭଲ ଭାବେ ବୁଝନ୍ତି – ମନ୍ମଥ ରାଉତରାୟ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=qFGu4Jc6cCM ନିକଟରେ ଦ୍ୱିତୀୟ ବିବାହ କରିଛନ୍ତି ବିଜେଡି ନେତା ମନ୍ମଥ ରାଉତରାୟ। ପ୍ରଥମ ବିବାହ ଅସଫଳ ହେବା ପରେ ପୁଣି ବିବାହ କରିବେ କି ନାହିଁ ବୋଲି ମନରେ ପ୍ରଶ୍ନ ଥିଲା, କିନ୍ତୁ...

୨ ସପ୍ତାହ ଭିତରେ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଆଉ ୨ ସପ୍ତାହ ମଧ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା। ଏହାସହ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମଧ୍ୟ ଲାଗୁ କରିବେ ରାଜ୍ୟ ସରକାର। ଉଭୟ ଯୋଜନାରେ ରାଜ୍ୟର...

ଓଡ଼ିଶା ଦିବସରେ ଶୁଣନ୍ତୁ ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=TjX1nyg4Ixc ଓଡ଼ିଶାର ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’। ପ୍ରତିଟି ଓଡ଼ିଆଙ୍କ ଭାବନା ସହ ଜଡ଼ିତ ଏହି ଗୀତ। ବ୍ରିଟିଶ ଭାରତରେ ବିଖଣ୍ଡିତ ଓଡ଼ିଶାକୁ ଏକଜୁଟ କରିବାରେ ଏହି ଗୀତ ପ୍ରମୁଖ ଭୂମିକା...