ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ଶୁଭାରମ୍ଭ: ସାଂସ୍କୃତିକ ଶୋଭାଯାତ୍ରାରେ ସାମିଲ ହେଲେ ୨୨ଟି ଦଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଆରମ୍ଭ ହେଲା ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଚଳିତ ବର୍ଷ ବରଗଡ଼ ଧନୁଯାତ୍ରାର ହୀରକ ଜୟନ୍ତୀ ପାଳନ କରାଯାଉଛି। ମଙ୍ଗଳବାର ଦିନ ସହରର ଗାନ୍ଧୀ ଛକଠାରୁ ବରଗଡ଼ ଧନୁଯାତ୍ରାର ଶୁଭାରମ୍ଭ କରିଛନ୍ତି...

ରାୟଗଡ଼ାରେ ୨ ଋଷ ପର୍ଯ୍ୟଟକଙ୍କ ସନ୍ଦେହଜନକ ମୃତ୍ୟୁ, ଚାଲିଛି ତନାଘନା

ଓଡ଼ିଶାଲାଇଭ୍ ବ୍ୟୁରୋ (ରାୟଗଡ଼ା): ରାୟଗଡ଼ାରେ ଦୁଇ ଜଣ ଋଷ ପର୍ଯ୍ୟଟକଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ବଢ଼ିବାରେ ଲାଗିଛି ସସପେନ୍ସ। ଦୁଇ ଋଷ ପର୍ଯ୍ୟଟକଙ୍କ ମୃତ୍ୟୁ ପରେ ସେମାନଙ୍କ ସହ ଆସିଥିବା ଆଉ ଦୁଇ ଜଣ...

ଜୟପୁରରେ ଓଲଟି ପଡ଼ିଲା କାଠ ବୋଝେଇ ଟ୍ରକ, ୨ ଜଣଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): ଜୟପୁର ବନଖଣ୍ଡରୁ କାଠ ଆଣି ଘରକୁ ଫେରିବା ସମୟରେ ଟ୍ରକ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଧଉଡ଼ାପଦର ଗ୍ରାମର ଘାସି ମାଝି ଓ ରୁପା ମୁଦୁଲି। ଧଉଡ଼ାପଦରର...

ଘରୋଇ ଡାକ୍ତରଖାନାରେ ୮୦୦ ଓ ସରକାରୀ ଡାକ୍ତରଖାନାରେ ୩୨୫ ଟଙ୍କାରେ ମିଳିବ କୋଭିଡ ନାଜଲ ଭ୍ୟାକ୍ସିନ

ଓଡ଼ିଶାଲାଇଭ୍ ବ୍ୟୁରୋ କୋଭିଡ ୧୯ର ମୁକାବିଲା ଲାଗି ସରକାର ଭାରତ ବାୟୋଟେକର ନାଜାଲ ଭ୍ୟାକ୍ସିନର ମୂଲ୍ୟ ନିର୍ଦ୍ଧାରଣ କରିଛନ୍ତି। ଏହାକୁ ବୁଷ୍ଟର ଡୋଜ ଭାବେ ବ୍ୟବହାର କରାଯିବ। ବର୍ତ୍ତମାନ ଏହାର ମୂଲ୍ୟ ନିର୍ଦ୍ଧାରଣ କରାଯାଇଛି।...

ପୁରୀରେ ହକି ବିଶ୍ଵକପ୍ ଟ୍ରଫିକୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀରେ ହକି ବିଶ୍ଵକପ୍ ଟ୍ରଫିକୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା। ସ୍ୱର୍ଣ୍ଣାଭ ବେଳାଭୂମିରେ ଟ୍ରଫି ରଖି ପ୍ରଦର୍ଶିତ କରାଯିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା, ଜିଲ୍ଲା...

ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା: ୧୧ ଦିନରେ ୧୧ ପ୍ରକାରର ପୋଷାକ ପିନ୍ଧି ମଞ୍ଚକୁ ଓହ୍ଲାନ୍ତି ମଥୁରା ନରେଶ

ଓଡ଼ିଶାଲାଇଭ୍‌ ବ୍ୟୁରୋ ୧୧ଦିନ ବରଗଡ଼ ଧନୁଯାତ୍ରାରେ ୧୧ ପ୍ରକାରର ପୋଷାକ ପିନ୍ଧି ମଞ୍ଚକୁ ଓହ୍ଲାନ୍ତି ପ୍ରବଳ ପ୍ରତାପି ମଥୁରା ନରେଶ ମହାରାଜା କଂସ। ଜାଣନ୍ତୁ କିଏ ତାଙ୍କର ଏହି ପୋଷାକ ତିଆରି କରନ୍ତି? କଂସଙ୍କ...

ଭିଜିଲାନ୍ସ ଜାଲରେ ଜଗତସିଂହପୁର ଡେପୁଟି କଲେକ୍ଟର

ଓଡ଼ିଶାଲାଇଭ୍ ବ୍ୟୁରୋ ଭିଜିଲାନ୍ସ ଜାଲରେ ଜଗତସିଂହପୁର ଡେପୁଟି କଲେକ୍ଟର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚିତ୍ତରଞ୍ଜନ ପିଲ୍ଲାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଏକକାଳୀନ ୯ଟି ସ୍ଥାନରେ ଚାଲିଛି ରେଡ୍। ଭୁବନେଶ୍ଵର, ବାଲେଶ୍ଵର, ସୋନପୁର,...

ଆଜିଠାରୁ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା, ହୀରକ ଜୟନ୍ତୀ ଲାଗି ସଜେଇ ହୋଇଛି ସହର

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ଭାବରେ ପରିଚିତ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜି ଆନୁଷ୍ଠାନିକ ଭାବରେ ଉଦଘାଟିତ ହେବ। ଚଳିତବର୍ଷ ହୀରକ ଜୟନ୍ତୀ (୭୫ ବର୍ଷ ପୂର୍ତ୍ତି) ପାଳନ କରୁଥିବା ବିଶ୍ୱପ୍ରସିଦ୍ଧ...

କର୍ଣ୍ଣାଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହେଲା

ଓଡ଼ିଶାଲାଇଭ୍ ବ୍ୟୁରୋ ଚୀନ ଏବଂ ଜାପାନ ଭଳି ୫ଟି ଦେଶରେ କୋଭିଡ ସଂକ୍ରମଣକୁ ନେଇ ଚିନ୍ତା ବଢ଼ିଥିବାବେଳେ ଆଗୁଆ ପଦକ୍ଷେପ ନେବାକୁ ସବୁ ରାଜ୍ୟକୁ ପରାମର୍ଶ ଦେଇଛନ୍ତି କେନ୍ଦ୍ର ସରକାର। ମାସ୍କ ପରିଧାନ ସହ...

ମଙ୍ଗଳବାରଠାରୁ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା: କଂସ ମହାରାଜାଙ୍କ ହସରେ କମ୍ପିବ ରଙ୍ଗମଞ୍ଚ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାକୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତି ଶେଷ ହୋଇଥିବାବେଳେ ଆସନ୍ତାକାଲିକୁ ସମସ୍ତଙ୍କର ଅପେକ୍ଷା ରହିଛି। ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଯାଉଛି ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଏଥିପାଇଁ ସରିଛି...